ପାଟଣା,୧୮।୫(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଏରେଣ୍ଡେଇ ପଞ୍ଚାୟତ ବେଗୁନା ଖମଣ ଗାଁରେ ବୁଧବାର ସକାଳୁ ଚୋରି ହୋଇଛି। ଦୁର୍ବୃତ୍ତ ଲକ୍ଷ୍ମୀଧର ମହାନ୍ତଙ୍କ ଘର କବାଟ ଭାଙ୍ଗି…
ଦେବଗଡ଼,୧୮।୫ (ଡି.ଏନ୍.ଏ.): ବାପାଙ୍କ କଟୁରି ଚୋଟରେ ପୁଅ ମୃତ। ଏଭଳି ଅଭାବନୀୟ ଘଟଣା ଘଟିଛି ଦେବଗଡ଼ ଆଦର୍ଶ ଥାନା ଅନ୍ତର୍ଗତ ଗୁଣ୍ଡୁରିପୋଶି ଗ୍ରାମରେ। ସୂଚନାଯୋଗ୍ୟ, ମଙ୍ଗଳବାର ବିଳମ୍ବିତ…
ବ୍ରହ୍ମପୁର ଅଫିସ,୧୮।୫: ମା’ତାରାତାରିଣୀଙ୍କ ପୀଠରେ ପହଞ୍ଚିଲେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ । ଭବ୍ୟ ମନ୍ଦିର ପ୍ରତିଷ୍ଠା ଉତ୍ସବ ଅବସରରେ ବୁଧବାର ଯୋଗ ଦେବାକୁ ପହଞ୍ଚିଛନ୍ତି। ପରେ ସେଠାରେ…
ପୁରୀ ଅଫିସ,୧୮।୫: ବିଶ୍ବପ୍ରସିଦ୍ଧ ରଥଯାତ୍ରା ପାଇଁ ରଥ ନିର୍ମାଣ କାର୍ଯ୍ୟ ଆଗେଇ ଚାଲିଛି। ଆସନ୍ତା ୨୨ରେ ପବିତ୍ର ଶ୍ରୀକ୍ଷେତ୍ର ଭଉଁରୀ ଅନୁଷ୍ଠିତ ହେବ । ବିଧି ଅନୁଯାୟୀ…
ଆଳି,୧୮ା୫(ଡି.ଏନ.ଏ.): ଗତ ୨ ମାସ ହେବ କେନ୍ଦ୍ରାପଡ଼ା ଜିଲା ଆଳି ଓ ରାଜକନିକା ଥାନା ଅଞ୍ଚଳରେ ଆତଙ୍କ ସୃଷ୍ଟି କରିଥିବା ୫ ଡକାୟତଙ୍କ ସମେତ ୧୧ଜଣଙ୍କୁ ପୋଲିସ…
ଡେରାବିଶ,୧୮ା୫(ସ୍ବ.ପ୍ର.): ଡେରାବିଶ ବ୍ଲକ କାଉପଡା ପ୍ରାଥମିକ ସମବାୟ ସମିତିର ଜଣେ ସମ୍ପାଦକ ସମିତି ଅଧୀନ ବହୁ ଚାଷୀଙ୍କ ଫସଲବୀମା ଓ ଋଣସବସିଡ ଟଙ୍କା ଆତ୍ମସାତ୍ କରିଥିବା ବହୁ…
ରାଜନଗର,୧୮ା୫(ଡି.ଏନ.ଏ.): ଆମେ ଚାହୁଁ ଥିବା ରିଟେଲରଙ୍କ ପାଖରୁ ଆମକୁ ଚାଉଳ ଦିଅ। ଅନ୍ୟତ୍ର ଆମେ ଚାଉଳ ନେବୁନି। ଆମେ ବର୍ତ୍ତମାନ ହିତାଧିକାରୀଙ୍କୁ ଦିଆଯାଉଥିବା ରିଲିଫ୍ ଓ କୋଟା…
ପଟ୍ଟାମୁଣ୍ଡାଇ,୧୮ା୫(ସ୍ବ.ପ୍ର.):ପଟ୍ଟାମୁଣ୍ଡାଇ ଓ ତାର ଆଖପାଖ ଅଞ୍ଚଳରେ ଟମାଟୋ ଦର ଆକାଶଛୁଆଁ ହୋଇଛି। ସାଧାରଣ ଖାଉଟି ଟମାଟୋ ବଜାରରୁ କିଣି ପାରୁନାହିଁ। ୨ ସପ୍ତାହ ମଧ୍ୟରେ ଟମାଟୋ ଦର…
କେନ୍ଦ୍ରାପଡ଼ା ଅଫିସ, ୧୮ା୫: ଖରିଫ ଧାନ ଚାଷ ସହିତ ନଡିଆ ଚାଷ କେନ୍ଦ୍ରାପଡା ଜିଲାର ଅର୍ଥନୀତିକୁ ପ୍ରଭାବିତ କରେ। ଉଦ୍ୟାନ କୃଷି ବିଭାଗ ପରିସଂଖ୍ୟାନ ଅନୁଯାୟୀ ଜିଲାର…
ମହାକାଳପଡ଼ା,୧୮ା୫(ଡି.ଏନ୍.ଏ.): ସୋମବାର ପୂର୍ଣ୍ଣିମା ତିଥିରେ ସମୁଦ୍ରରେ ଉଚ୍ଚ ଜୁଆର ଉଠିଥିଲା। ଫଳରେ କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ନାଞ୍ଜୁରା ପଞ୍ଚାୟତ ଅଧୀନ ପାଣିଖିଆ ସାନ୍ତାଳପଡ଼ା ଗାଁର ମୁଖ୍ୟ…