ଆମ ଜିଲା ଖବର

ଓଡ଼ିଶାର ଏହି ଜିଲାରୁ ହଟିଲା ନାଇଟ କର୍ଫ୍ୟୁ

ନବରଙ୍ଗପୁର,୨୮।୩(ବି.ପ୍ର.): କରୋନା ସଂକ୍ରମଣର ଦ୍ୱିତୀୟ ଲହର ବ୍ୟାପିବା ଆଶଙ୍କା କରି ଗତ ୨୫ତାରିଖରୁ ନବରଙ୍ଗପୁର ଜିଲାରେ ନାଇଟ କର୍ଫ୍ୟୁ ଜାରି ହୋଇଥିଲା। ଏହା ସହ ଜିଲା ପ୍ରଶାସନ…

5 years ago

ଜଳୁଥିବା ଦୀପର ସଳିତାକୁ ଚାଳରେ ପକାଇଲା କାଉ, ଚାହୁଁଚାହୁଁ ଜଳିଗଲା ୩୬ ବଖରା

ସୋରଡ଼ା,୨୮।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ସୋରଡ଼ା ବ୍ଲକ ଅସୁରବନ୍ଧ ପଞ୍ଚାୟତ ଧେତାପଲ୍ଲୀ ଗ୍ରାମରେ ରବିବାର ସକାଳେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୧୨ ପରିବାରର ୩୬ ବଖରା ସମ୍ପୂର୍ଣ୍ଣ…

5 years ago

ଅବ୍ୟବସ୍ଥାରେ ଗଞ୍ଜାମ ଦୋଳଯାତ୍ରା: ୯୦ ପ୍ରତିଶତ ଲୋକଙ୍କ ମୁହଁରେ ନାହିଁ ମାସ୍କ

ଗଞ୍ଜାମ,୨୮।୩(ଡି.ଏନ୍‌.ଏ.): ଗଞ୍ଜାମ ସହରରେ ରବିବାର ଦୋଳଯାତ୍ରା ଅନୁଷ୍ଠିତ ହୋଇଯାଇଛି। ଏହି ଦୋଳଯାତ୍ରାରେ ୧୬ ଠାକୁରଙ୍କୁ ପୂଜାର୍ଚ୍ଚନା କରାଯାଇଛି । ତେବେ ଏହି ଯାତ୍ରା ଦେଖିବାକୁ ଲୋକଙ୍କ ପ୍ରବଳ…

5 years ago

ଶ୍ରୀମନ୍ଦିର ସେବାୟତଙ୍କ ଉପରେ ଖସିପଡ଼ିଲା ହିରଣ୍ୟକଶ୍ୟପ ମୂର୍ତ୍ତି, ଭାଙ୍ଗିଲା ଗୋଡ

ପୁରୀ ଅଫିସ,୨୮।୩: ଶ୍ରୀମନ୍ଦିରରେ ରବିବାର ଏକ ଅଘଟଣ ଘଟିଛି। ପଶ୍ଚିମ ଦ୍ୱାରରେ ଥିବା ଉଗ୍ର ନୃସିଂହଙ୍କ କୋଳରେ ଶୋଭା ପାଉଥିବା ହିରଣ୍ୟକଶ୍ୟପଙ୍କ ମୂର୍ତ୍ତୀ ଖସି ପଡ଼ିବାରୁ ଜଣେ…

5 years ago

ରହସ୍ୟ ହୋଇଗଲା ଝରାଫୁଲଙ୍କ ମୃତ୍ୟୁ: ୨ ମାସ ବିତିଯାଇଛି, ହେଲେ…

ରସୁଲପୁର,୨୮ା୩ (ଡି.ଏନ୍‌.ଏ.): ଭୁବନେଶ୍ୱର ରମାଦେବୀ ମହିଳା ବିଶ୍ୱବିଦ୍ୟାଳୟର ଯୁକ୍ତ ୩ ଛାତ୍ରୀ ଝରାଫୁଲ ନାୟକ(୨୨)ଙ୍କ ସନ୍ଦେହଜନକ ମୃତ୍ୟୁକୁ ୨ ମାସ ବିତିଯାଇଛି। ହେଲେ ଝରାଫୁଲଙ୍କ ମୃତ୍ୟୁ କିପରି…

5 years ago

କଟକଣା ଯୋଗୁ ବ୍ୟବସାୟ ମାନ୍ଦା

କଟକ ଅଫିସ, ୨୮। ୩: କଟକରେ କରୋନା ଆକ୍ରାନ୍ତ ଚିହ୍ନଟ ହେବା ପରେ ପ୍ରଶାସନ ପକ୍ଷରୁ ହୋଲି ପାଳନ ଉପରେ କଟକଣା ଜାରି କରାଯାଇଛି। ଏକାସଙ୍ଗରେ ବହୁସଂଖ୍ୟକ…

5 years ago

ଓଡ଼ିଶାରେ ସର୍ବାଧିକ ୨୩ ସଂକ୍ରମିତ ସ୍ଥାନ

ଯାଜପୁର ଅଫିସ,୨୮ା୩: କେନ୍ଦ୍ର ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ସିପିସିବି)ର ତଥ୍ୟ ଅନୁସାରେ ଦେଶରେ ମୋଟ ୧୧୨ ସଂକ୍ରମିତ ଅଞ୍ଚଳ ରହିଛି। ସେଥିରୁ ଓଡ଼ିଶାରେ ଟକ୍ସିକ ଓ ହାଜାର୍ଡସ୍‌…

5 years ago

ସୂଚନା ଅଧିକାର କର୍ମୀ ସର୍ବେଶ୍ୱରଙ୍କୁ ବୋମାମାଡ଼, ଧର୍ମଶାଳା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି

ଯାଜପୁର ଅଫିସ୍‌, ୨୮ା୩: ଯାଜପୁର ଜିଲାର ବିଭିନ୍ନ ଦୁର୍ନୀତି ପ୍ରସଙ୍ଗ ଉଠାଇ ନ୍ୟାଶନାଲ ଗ୍ରୀନ୍‌ ଟ୍ରିବ୍ୟୁନାଲ(ଏନ୍‌ଜିଟି), ହାଇକୋର୍ଟ, ଲୋକାୟୁକ୍ତ ଓ ବିଭିନ୍ନ ଉଚ୍ଚ କର୍ତ୍ତୃପକ୍ଷଙ୍କ ଦ୍ୱାରସ୍ଥ ହୋଇଥିବା…

5 years ago

୩୦ରେ ନାମାଙ୍କନପତ୍ର ଦାଖଲ କରିବେ ରୁଦ୍ର

ଭୁବନେଶ୍ୱର,୨୮ା୩(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ବିଜେଡି ପ୍ରାର୍ଥୀ ରୁଦ୍ର ପ୍ରତାପ ମହାରଥୀ ଆସନ୍ତା ୩୦ ତାରିଖରେ ନାମାଙ୍କନପତ୍ର ଦାଖଲ କରିବେ। ମନ୍ତ୍ରୀ ସୁଶାନ୍ତ ସିଂଙ୍କ ସରକାରୀ କାର୍ଯ୍ୟାଳୟରେ…

5 years ago

ଚୋରା ଚାଲାଣ ବେଳେ ଲକ୍ଷାଧିକ ଟଙ୍କାର କଫ୍‌ ସିରଫ୍‌ ଜବତ

ଝାରସୁଗୁଡ଼ା ଅଫିସ୍‌,୨୭।୩: ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁରରୁ ଏକ ବୋଲେରୋରେ କଫ୍‌ ସିରଫ୍‌ ବୋଝେଇ ହୋଇ ଝାରସୁଗୁଡ଼ା ଆସୁଥିବା ବେଳେ ପୋଲିସ ହାତରେ ଧରାପଡିଛି। ପୋଲିସ ଘଟଣାରେ ସମ୍ପୃକ୍ତ…

5 years ago