ବାଲେଶ୍ୱର ଅଫିସ,୧୭।୫ ବାଲେଶ୍ୱର ଜିଲା ଚିଟ୍ଫଣ୍ଡ ଅଦାଲତରେ ସୋମବାର ଏକ ଠକେଇ ମାମଲାର ରାୟ ପ୍ରକାଶ ପାଇଛି। ଜଜ୍ ସଦାଶିବ ଜେନା ଏହାର ବିଚାର କରି ଚିଟ୍ଫଣ୍ଡ…
ଆରଡ଼ି,୧୭।୫ (ଡି.ଏନ.ଏ.) ଭଦ୍ରକ ଜିଲା ଆରଡ଼ି ଆଖଣ୍ଡଳମଣି ପୀଠରେ ଆସନ୍ତା ଜୁନ୍ ୪ରେ ଶୀତଳ ଷଷ୍ଠୀରେ ଦେବଦେବ ମହାଦେବ ଓ ଶୈଳ ନନ୍ଦିନୀ ମାତା ପାର୍ବତୀଙ୍କ ବିବାହ…
ଝାରସୁଗୁଡ଼ା ଅଫିସ,୧୭।୫: ବ୍ରଜରାଜନଗର ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏ ନେଇ ରାଜନୀତି ସରଗରମ ରହିଛି। ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥୀ ରଣନୀତି ପ୍ରସ୍ତୁତ କରି…
ଝାରସୁଗୁଡା ଅଫିସ,୧୭।୫: ସ୍ବାସ୍ଥ୍ୟ ମନ୍ତ୍ରୀ ନବ କିଶୋର ଦାସଙ୍କ ନେତୃତ୍ୱରେ ଝାରସୁଗୁଡା ବ୍ଲକ ବ୍ରଜରାଜନଗର ନିର୍ବାଚନ ମଣ୍ଡଳୀର ୫ ପଞ୍ଚାୟତକୁ ନେଇ ଏକ କର୍ମୀ ସମ୍ମିଳନୀ ଅନୁଷ୍ଠିତ…
ଝାରସୁଗୁଡା ଅଫିସ, ୧୬।୫: ଝାରସୁଗୁଡ଼ା ଜିଲା ବ୍ରଜରାଜନଗର ବିଧାନସଭା ଉପନିର୍ବାଚନ ଆସନ୍ତା ୩୧ରେ ଅନୁଷ୍ଠିତ ହେବ। ଏନେଇ ବିଭିନ୍ନ ରାଜନୈତିକ ଦଳର ପ୍ରାର୍ଥତ୍ନୀପ୍ରାର୍ଥୀ ରଣନୀତି ପ୍ରସ୍ତୁତକରି ପ୍ରଚାର…
ଯାଜପୁର ଅଫିସ,୧୭ା୫:ଯାଜପୁର ଜିଲା ବ୍ୟାସନଗର ତହସିଲ ଅଧୀନ ବୈତରଣୀ ନଦୀର ଦକ୍ଷିଣ ପାର୍ଶ୍ୱ ସାଆଁଳାଠାରୁ ମୂଳାପାଳ ପର୍ଯ୍ୟନ୍ତ ବେଆଇନ ବାଲି ଉତ୍ତୋଳନ ଅଣାୟତ୍ତ ହେବାରେ ଲାଗିଛି। ଗତ…
ପୁରୀ ଅଫିସ,୧୭।୫:ଆତ୍ମଘୋଷିତ ଶଙ୍କରାଚାର୍ଯ୍ୟ ଅଧ୍ୟକ୍ଷାନନ୍ଦ ଦେବତୀର୍ଥ ମହାରାଜଙ୍କୁ ପୁରୀରେ ବିରୋଧର ସମ୍ମୁଖୀନ ହେବାକୁ ପଡ଼ିଛି। ଏକ କାର୍ଯ୍ୟକ୍ରମରେ ଯୋଗଦେବାକୁ ସେ ପୁରୀ ଆସିଥିବା ବେଳେ ସୋମବାର ଆଦିତ୍ୟ…
ପାରାଦୀପ ୧୭ା୫(ସ୍ବ.ପ୍ର.):ଦେଶରେ ଏବେ ବିଦ୍ୟୁତ୍ ଉତ୍ପାଦନ ପାଇଁ କୋଇଲା ସଙ୍କଟ ଦେଖାଦେଇଛି। ବିଦେଶରୁ ଆମଦାନୀ ହେଉଥିବା ଥର୍ମାଲ କୋଲ ଶୀଘ୍ର ପାୱାର ପ୍ଲାଣ୍ଟରେ କିପରି ପହଞ୍ଚା ଯାଇପାରିବ…
ରସୁଲପୁର,୧୭ା୫(ଡି.ଏନ୍.ଏ.):ପ୍ରେମରେ ପ୍ରତାରଣା କରି ଜଣେ ପୋଲିସ ଅଧିକାରୀ ଅନ୍ୟଜଣେ ଯୁବତୀଙ୍କୁ ବିବାହ କଲେ। ଏହି ଖବର ପାଇ ନୂଆପଡ଼ା ଜିଲାରୁ ଯାଜପୁର ଜିଲାରେ ପହଞ୍ଚତ୍ ଯାଇଥିଲେ ପ୍ରେମିକା।…
ଗଞ୍ଜାମ,୧୭ା୫(ଡି.ଏନ.ଏ.):ଗଞ୍ଜାମର ସୁନାଝିଅ ମନସ୍ବିନୀ ମହାରଣା। ଦୁଃସାହସିକ ସାମୁଦ୍ରିକ କ୍ରୀଡ଼ା ଏସୀୟ ଉଇଣ୍ଡ ସର୍ଫିଙ୍ଗ ଚାମ୍ପିୟନଶିପରେ ସେ ସ୍ବର୍ଣ୍ଣ ପଦକ ହାସଲ କରିଛନ୍ତି। ମନସ୍ବିନୀ ଭାରତୀୟ ଆର୍ଏସ୍-ଏକ୍ସ ଶ୍ରେଣୀରେ…