ଆମ ଜିଲା ଖବର

୮ ଘଣ୍ଟା ବନ୍ଦ ରହିଲା ବରଗଡ଼

ବରଗଡ଼ ଅଫିସ୍‌,୧।୧୧: ବରଗଡ଼ ସହର ଉପକଣ୍ଠ ତୋରା ଗ୍ରାମର ଗୋବିନ୍ଦ କୁମ୍ଭାରଙ୍କ ପୋଲିସ ହେପାଜତରେ ମୃତ୍ୟୁ ଏବଂ କଳାହାଣ୍ଡି ଜିଲା ଗୋଲାମୁଣ୍ଡା ବ୍ଲକ ମହାଲିଙ୍ଗ ସ୍ଥିତ ଘରୋଇ…

5 years ago

ଦୀପାବଳିରେ ବାଣଫୁଟାକୁ ଅନୁମତି: କେବଳ ଫୁଟିବ ଗ୍ରୀନ କ୍ରାକର

କଟକ ଅଫିସ,୧।୧୧: ଚଳିତ ବର୍ଷ ଦୀପାବଳିରେ ବାଣଫୁଟାକୁ ଅନୁମତି ମିଳିଛି। ତେବେ କେବଳ ଗ୍ରୀନ କ୍ରାକର ବିକ୍ରି ପାଇଁ ସୋମବାର ହାଇକୋର୍ଟ ଅନୁମତି ପ୍ରଦାନ କରିଛନ୍ତି ।…

5 years ago

ଦୀପାବଳି ଦିନ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ଜାରି ହେବ ୧୪୪ ଧାରା

ପୁରୀ ଅଫିସ,୧।୧୧: ଆସନ୍ତା ୪ ତାରିଖରେ ପବିତ୍ର ଦୀପାବଳି ଓ ପୟାଶ୍ରାଦ୍ଧ। ଏହି ଅବସରରେ ଶ୍ରୀମନ୍ଦିରରେ ସାଧାରଣ ଦର୍ଶନ ବନ୍ଦ ରହିବା ସହ ଶ୍ରୀମନ୍ଦିର ଚତୁଃପାର୍ଶ୍ୱରେ ୧୪୪ଧାରା…

5 years ago

କେନ୍ଦ୍ର ସରକାରଙ୍କ ନୀତି ବିରୋଧରେ ଗର୍ଜିଲେ ବଲାଙ୍ଗୀର ମହିଳା ବିଜେଡି

ବଲାଙ୍ଗୀର ଅଫିସ,୧।୧୧: ଦରଦାମ ବୃଦ୍ଧି ପ୍ରତିବାଦରେ ବଲାଙ୍ଗୀର ମହିଳା ବିଜେଡି ପକ୍ଷରୁ ଜଳାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି l ବଲାଙ୍ଗୀର ମହିଳା ବିଜେଡି ସଦସ୍ୟ…

5 years ago

ଦରଦାମ ବୃଦ୍ଧି ପ୍ରତିବାଦରେ ବିଜେଡିର ବିକ୍ଷୋଭ

ଛତ୍ରପୁର,୧।୧୧(ଡି.ଏନ୍‌.ଏ.): ଅତ୍ୟବଶ୍ୟକୀୟ ସାମଗ୍ରୀ, ଗ୍ୟାସ, ତୈଳ ଦରଦାମ ବୃଦ୍ଧି ନେଇ ସୋମବାର ଛତ୍ରପୁର ବିଜେଡି ପକ୍ଷରୁ ପ୍ରତିବାଦ କରାଯାଇଛି । ଏ ନେଇ ଛତ୍ରପୁର ଛତ୍ରପୁର ବିଧାୟକ…

5 years ago

କାର ଉପରକୁ ପଥରମାଡ଼: ଭୟରେ ଗଛରେ ଗାଡି ପିଟିଦେଲେ ଡ୍ରାଇଭର

ଦାରିଙ୍ଗବାଡ଼ି,୧।୧୧(ଡି.ଏନ୍‌.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ଜାତୀୟ ରାଜପଥର ଗୁଡ଼ିବାଲି ଛକଠାରେ ଦୁର୍ବୃତ୍ତମାନେ ଏକ କାର ଉପରକୁ ପଥରମାଡ଼ କରିଥିବା ଜଣାପଡ଼ିଛି। ଫଳରେ କାର ଚାଳକ ଭାରସାମ୍ୟ…

5 years ago

ପ୍ରାଥମିକ ବିଦ୍ୟାଳୟ ମିଶ୍ରଣ ନିଷ୍ପତ୍ତି ବିରୋଧରେ ଆମରଣ ଅନଶନ

ବରୀ,୧ା୧୧(ଡି.ଏନ୍‌.ଏ.): ବରୀ ଶିକ୍ଷା ମଣ୍ଡଳ ଅଧିନସ୍ଥ ଉଦୟନାଥପୁର ପ୍ରାଥମିକ ବିଦ୍ୟାଳୟର ମିଶ୍ରଣକୁ ନେଇ ଛାତ୍ରୀଛାତ୍ର, ଗ୍ରାମବାସୀ,ଅଭିଭାବକ ଓ ସ୍ଥାନୀୟ ସରପଞ୍ଚଙ୍କ ପ୍ରତିନିଧି ପ୍ରସନ୍ନ ସାମଲଙ୍କ ନେତୃତ୍ୱରେ ଆଜି…

5 years ago

ବନ୍ଧୁକ ମୁନରେ ୧୫ ଲକ୍ଷ ଟଙ୍କାର ସୁନାଗହଣା ଲୁଟିନେଲେ ଦୁର୍ବୃତ୍ତ

ପଦ୍ମପୁର,୧ା୧୧(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ସୁଦର୍ଶନପୁର ମାଛ ହାଟ ଛକରେ ଜଣେ ସୁନା ଦୋକାନୀଙ୍କଠାରୁ ୧୫ଲକ୍ଷ ଟଙ୍କାର ସୁନା ଗହଣା ଲୁଟି ନେଇଛନ୍ତି ଦୁର୍ବୃତ୍ତ।…

5 years ago

ପର୍ଯ୍ୟଟକଙ୍କ ପାଇଁ ଖୋଲିଲା ଶିମିଳିପାଳ

ବାରିପଦା ଅଫିସ,୧ା୧୧: ସୋମବାରଠାରୁ ପର୍ଯ୍ୟଟକଙ୍କ ପାଇଁ ଖୋଲିଛି ଶିମିଳିପାଳ ଅଭୟାରଣ୍ୟ। ପର୍ଯ୍ୟଟକମାନେ ସକାଳ ୬ରୁ ୯ଟା ମଧ୍ୟରେ ନିଜ ଗାଡ଼ି ଏବଂ ନାଁ ଠିକଣା ଗେଟ୍‌ରେ ଦାଖଲ…

5 years ago

ପୁତୁରାଙ୍କୁ ହତ୍ୟା କରିଥିଲେ ଦାଦା

ଗଁଦିଆ, ୧।୧୧: ପାରିବାରିକ କଳହକୁ କେନ୍ଦ୍ରକରି ନାବାଳକ ପୁତୁରାଙ୍କୁ ଅତି ଜଘନ୍ୟ ଭାବେ ତଣ୍ଟିଚିପି ହତ୍ୟା କରିଥିଲେ ସମ୍ପର୍କୀୟ ଦାଦା। ମାମଲା ରଫାଦଫା କରିବାକୁ ମୃତଦେହକୁ ଜଙ୍ଗଲରେ ଫିଙ୍ଗି…

5 years ago