ଆମ ଜିଲା ଖବର

କାଠଫାଳିଆ ମାଡ଼ରେ ଶ୍ୱଶୁରଙ୍କ ମୃତ୍ୟୁ : ଅଭିଯୁକ୍ତା ବୋହୂ କୋର୍ଟ ଚାଲାଣ

ଆସିକା,୨୦ା୬(ଡି.ଏନ୍‌.ଏ.): ଆସିକା ଥାନା ଅନ୍ତର୍ଗତ କିଶୋରଚନ୍ଦ୍ରପଲ୍ଲୀ ଗ୍ରାମରେ ଶନିବାର ରାତିରେ ବୋହୂଙ୍କ କାଠଫାଳିଆ ମାଡ଼ରେ ଶ୍ୱଶୁର ସୀମାଞ୍ଚଳ ନାୟକଙ୍କ ମୃତ୍ୟୁ ଘଟିଥିଲା। ପୋଲିସ ରବିବାର ଅଭିଯୁକ୍ତା ବୋହୂ…

4 years ago

ଯୋଗଦେଲେ ନୂତନ ଜିଲାପାଳ

ଭଦ୍ରକ ଅଫିସ,୨୦।୬: ଭଦ୍ରକର ନୂତନ ଜିଲାପାଳ ଭାବେ ସିଦ୍ଧେଶ୍ୱର ବଳିରାମ ବୋନ୍ଦାର ସୋମବାର କାର୍ଯ୍ୟରେ ଯୋଗ ଦେଇଛନ୍ତି। ପ୍ରଥମ ଦିନରେ ଜିଲାପାଳ ଜିଲା ମୁଖ୍ୟ ଚିକିତ୍ସାଳୟକୁ ପରିଦର୍ଶନରେ…

4 years ago

ଅଗ୍ନିପଥ’କୁ ବିରୋଧ କରି ଜାତୀୟ ରାଜପଥ ଅବରୋଧ

ଭଦ୍ରକ ଅଫିସ,୨୦ା୬: ‘ଅଗ୍ନିପଥ’ ଯୋଜନାକୁ ବିରୋଧ କରି ସୋମବାର ପୂର୍ବାହ୍ନରେ ଭଦ୍ରକ ବନ୍ତ ଛକଠାରେ ଆଶାୟୀ ଯୁବକମାନେ ୧୬ନଂ. ଜାତୀୟ ରାଜପଥକୁ ଅବରୋଧ କରିଥିଲେ। ସାମାଜିକ କର୍ମୀ…

4 years ago

‘ପୁରୁଣାବଜାର ଅଞ୍ଚଳରୁ ହଟାଯାଉ ଜବରଦଖଲ’

ଭଦ୍ରକ ଅଫିସ,୨୦।୬: ଭଦ୍ରକ ପୁରୁଣାବଜାର ଅଞ୍ଚଳରୁ ଜବରଦଖଲ ଉଚ୍ଛେଦ ନେଇ ସୋମବାର ଜିଲାପାଳଙ୍କ ନିକଟରେ ଦାବି ହୋଇଛି। ସନ୍ଥିଆ ପୋଲଠାରୁ ନଙ୍ଗାମହଲା, ପାଟଣାସାହି, ସାନଶଙ୍କରପୁର, ପୁରୁଣାବଜାର ତିନିଛକ,…

4 years ago

ଗୁଜରାଟରେ ଓଡ଼ିଆ ଯୁବକଙ୍କ ମିଳୁନି ପତ୍ତା

ଗଞ୍ଜାମ,୨୦।୬(ଡି.ଏନ୍‌.ଏ): ଗୁଜରାଟରେ ଜଣେ ଓଡ଼ିଆ ଯୁବକଙ୍କ ପତ୍ତା ମିଳୁ ନ ଥିବା ଜଣାପଡ଼ିଛି। ଗଞ୍ଜାମ ସହର ସାମନ୍ତରାୟ ସାହିର ନାରାୟଣ ମହାରଣାଙ୍କ ବଡ଼ ପୁଅ ରଞ୍ଜନ ଗତ…

4 years ago

ଇଡିର ଜେରା ପ୍ରତିବାଦରେ କଂଗ୍ରେସର ବିକ୍ଷୋଭ

କୋକସରା,୨୦।୬(ଡି.ଏନ.ଏ): ନ୍ୟାଶନାଲ ହେରାଲ୍ଡ ମାମଲାରେ କଂଗ୍ରେସ ନେତା ରାହୁଲ ଗାନ୍ଧୀଙ୍କୁ ଇଡି ପଚରାଉଚରା କରୁଛି। ଏହାକୁ ବିରୋଧ କରି ସୋମବାର କୋକସରା କଂଗ୍ରେସ କମିଟି ପକ୍ଷରୁ ମୁଖ୍ୟ…

4 years ago

ଥାନାରେ କଂଗ୍ରେସକର୍ମୀଙ୍କ ଭଙ୍ଗାରୁଜା

ଚିତ୍ରକୋଣ୍ଡା,୨୦।୬: ମାଲକାନଗିରି ପ୍ରଦେଶ କଂଗ୍ରେସ ନେତୃ୍‌ତ୍ୱରେ ଚିତ୍ରକୋଣ୍ଡାରେ ସୋମବାର ୧୮ଟି ପଞ୍ଚାୟତର ୫ ହଜାରରୁ ଊର୍ଦ୍ଧ୍ୱ ଆଦିବାସୀ ପାରମ୍ପରିକ ଅସ୍ତ୍ରଶସ୍ତ୍ର ଧରି ଏକାଠି ହୋଇଥିଲେ। ଏଥିରେ ମାଲକାନଗିରି…

4 years ago

ଆରଟିଆଇ ପରିସରକୁ ଆସିବ ଭିଜିଲାନ୍ସ

କଟକ ଅଫିସ,୨୦।୬: ସୂଚନା ଅଧିକାର ଆଇନ୍‌ ପରିସରକୁ ଆସିବ ଭିଜିଲାନ୍ସ । ରାଜ୍ୟ ସରକାରଙ୍କ ସାଧାରଣ ପ୍ରଶାସନ ବିଭାଗ ବିଜ୍ଞପ୍ତିକୁ ହାଇକୋର୍ଟ ରଦ୍ଦ କରିଛନ୍ତି। ଦୁର୍ନୀତି ଓ…

4 years ago

ହାତୀ କଙ୍କାଳ ମିଳିବା ମାମଲା: ଫରେଷ୍ଟ ଗାର୍ଡ ନିଲମ୍ବିତ

ଆଠଗଡ଼,୨୦।୬(ଡି.ଏନ୍‌.ଏ.): ଆଠଗଡ଼ ବନ ବିଭାଗ ପକ୍ଷରୁ ଗତ ୧୪ ତାରିଖରେ ହାତୀ କଙ୍କାଳ ଉଦ୍ଧାର କରାଯାଇଥିଲା। ଏହି ଘଟଣାରେ ଫରେଷ୍ଟ ଗାର୍ଡ ପ୍ରଭାତ ପ୍ରଧାନଙ୍କୁ ସୋମବାର ଚାକିରିରୁ…

4 years ago

ଉପଜିଲାପାଳରୁ ଏମ୍‌କେସିଜିର ପ୍ରଶାସନିକ ଅଧିକାରୀ

ବ୍ରହ୍ମପୁର ଅଫିସ,୨୦।୬: ମହାରାଜା କୃଷ୍ଣଚନ୍ଦ୍ର ଗଜପତି(ଏମ୍‌କେସିଜି) ମେଡିକାଲର ପ୍ରଶାସନିକ ଅଧିକାରୀ ଭାବେ ରାଜେନ୍ଦ୍ର ମିଞ୍ଜ ସୋମବାର ଦାୟିତ୍ୱ ଗ୍ରହଣ କରିଛନ୍ତି। ସେ ପୂର୍ବରୁ ଭଞ୍ଜନଗର ଉପ-ଜିଲାପାଳ କାର୍ଯ୍ୟରତ…

4 years ago