ଆଳି,୧୩ା୫ (ଡି.ଏନ.ଏ.): ରାଜ୍ୟ ସରକାର ଆବାସ ଯୋଜନା ମାଧ୍ୟମରେ ଗରିବ ଅସହାୟ ପରିବାରକୁ ପକ୍କାଘର ଯୋଗାଇ ଦେଉଛନ୍ତି। ଚାଳ ଘର ରହିବ ନାହିଁ, ସମସ୍ତଙ୍କୁ ମିଳିବ ଆବାସ…
ବାରିପଦା ଅଫିସ,୧୩ା୫: ମା’ କୋଳରେ ଶୋଇଥିଲେ ୨ ନିରୀହ ଶିଶୁ। ହେଲେ ସେହି ରାତି ହିଁ କାଳ ରାତି ସାଜିବ ସେକଥା କାହାକୁ ବା ଜଣା ଥିଲା।…
କେନ୍ଦ୍ରାପଡ଼ା ଅଫିସ, ୧୩ା୫: କେନ୍ଦ୍ର ସରକାରଙ୍କ ସଦ୍ୟତମ ଜାତୀୟ ସ୍ବାସ୍ଥ୍ୟ ପରିବାର ସର୍ବେକ୍ଷଣ ରିପୋର୍ଟକୁ ନେଇ ସାମାଜିକ ଗଣମାଧ୍ୟମରେ ଆଲୋଚନା ଆରମ୍ଭ ହୋଇଛି। ଜାତୀୟ ହାର ତୁଳନାରେ…
ଜଗତ୍ସିଂହପୁର ଅଫିସ,୧୩ା୫: ଜଗତ୍ସିଂହପୁର ଏକ ମଧ୍ୟମ ଶ୍ରେଣୀର ସହର। ୧୯୮୫ ମସିହା ପରଠାରୁ ସହର ସମେତ ଜିଲାରେ ମାଷ୍ଟର ପ୍ଲାନ ହୋଇନାହିଁ, ଯେଉଁଥିପାଇଁ ସହରଟି ଦିନକୁଦିନ ଅସଜଡା…
ଚଣ୍ଡିଖୋଲ,୧୩ା୫(ଡି.ଏନ୍.ଏ.): ଏବେବି ମାଟିତଳେ ଅନେକ ପ୍ରାଚୀନ କୀର୍ତ୍ତିରାଜି ପୋତି ହୋଇ ରହିଛି। ବିଭିନ୍ନ ସମୟରେ ଖନନ କରାଯିବା ହେତୁ ଏହାର ସନ୍ଧାନ ମିଳୁଛି। ଗୁରୁବାର ଯାଜପୁର ଜିଲା…
ଯାଜପୁର ଅଫିସ,୧୩ା୫: ଯାଜପୁର ଜିଲାର କେତେକ ପ୍ରାଥମିକ ସେବା ସମବାୟ ସମିତି (ପାକ୍ସ)ରେ ଦୁର୍ନୀତି ଏବଂ ତାକୁ ଘଣ୍ଟ ଘୋଡାଇବାକୁ ଯାଇ ଉଚ୍ଚ କର୍ତ୍ତୃପକ୍ଷଙ୍କ ନିର୍ଦ୍ଦେଶ କାର୍ଯ୍ୟକାରୀ…
ମହାକାଳପଡ଼ା,୧୩ା୫(ଡି.ଏନ.ଏ.): ପରିବେଶ ପ୍ରଦୂଷଣ ଓ ମୃତ୍ତିକା ଅବକ୍ଷୟକୁ ରୋକିବାକୁ ବୃକ୍ଷ ରୋପଣ ମୁଖ୍ୟ ଭୂମିକା ନିର୍ବାହ କରିଥାଏ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ଜଙ୍ଗଲ ଓ…
ଝାରସୁଗୁଡ଼ା ଅଫିସ,୧୩ା୫: ବ୍ରଜରାଜନଗର ଉପନିର୍ବାଚନ ପାଇଁ ସମୁଦାୟ ୧୪ଜଣ ପ୍ରାର୍ଥୀ ନାମାଙ୍କନପତ୍ର ଦାଖଲ କରିଥିଲେ। ଗୁରୁବାର ଯାଞ୍ଚ ପରେ ସମସ୍ତ ନାମାଙ୍କନପତ୍ର କାଏମ ରହିଛି ବୋଲି ରିଟର୍ଣ୍ଣିଂ…
ଝାରସୁଗୁଡ଼ା ଅଫିସ,୧୩ା୫: ଆସନ୍ତା ୩୧ତାରିଖରେ ବ୍ରଜରାଜନଗର ଉପନିର୍ବାଚନ ଅନୁଷ୍ଠିତ ହେବ। କଂଗ୍ରେସ ଦଳର ପ୍ରାର୍ଥୀ କିଶୋର ଚନ୍ଦ୍ର ପଟେଲ ତାଙ୍କ ସମର୍ଥକଙ୍କ ସହିତ ଗୁରୁବାର ବ୍ରଜରାଜନଗର ଗଣ୍ଡଘୋରା…
ପୁରୀ ଅଫିସ,୧୩।୫: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ ଢାଞ୍ଚାରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଏହି କ୍ରମରେ ଏଣିକି ନିଷିଦ୍ଧାଞ୍ଚଳ ବାହାରେ ଶ୍ରୀଜଗନ୍ନାଥ ଅଭ୍ୟର୍ଥନା କେନ୍ଦ୍ର ନିର୍ମାଣ କରାଯିବ। ଭୁବନେଶ୍ୱରସ୍ଥିତ…