ଆମ ଜିଲା ଖବର

ରାଜ୍ୟ ସରକାରଙ୍କ ଅପାରଗତା: ଗିରିଧର ଗମାଙ୍ଗ

ଗୁଣପୁର,୨୫ା୨(ଡି.ଏନ.ଏ)-ରାୟଗଡ଼ା ଜିଲା ଗୁଣପୁର, ରାମନାଗୁଡ଼ା ବ୍ଲକ୍‌ ସୀମାନ୍ତ ସଂରକ୍ଷିତ ଜଙ୍ଗଲ ଇରିଡ଼ି ଘାଟିରେ ଆନ୍ଧ୍ର ପକ୍ଷରୁ ରାସ୍ତା କାମ ଚାଲିଥିଲା। ଏଭଳି ଏକ ସମ୍ବେଦନଶୀଳ ଖବର ପଦାକୁ…

5 years ago

ପୋଲିସ କ୍ୱାର୍ଟର୍ସରେ ମହିଳା ମାଓବାଦୀଙ୍କ ଆତ୍ମହତ୍ୟା

ମାଲକାନଗିର,୨୫ା୨: ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଦାନ୍ତଓ୍ବୋଡ଼ା ଜିଲାରେ ଆତ୍ମସମର୍ପଣ କରିଥିବା ଜଣେ ମହିଳା ମାଓବାଦୀ ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ପାଣ୍ଡେ କବାସୀ। ସେ ଫେବୃୟାରୀ…

5 years ago

୨ ଦିନ ପରେ ମିଳିଲା ଅପହୃତା ବର, ମିଳୁନି କନ୍ୟାଙ୍କ ପତ୍ତା

ତରବୋଡ଼/ନୂଆପଡ଼ା ଅଫିସ, ୨୫।୨: ନବବିବାହିତ ସ୍ବାମୀ ସ୍ତ୍ରୀଙ୍କୁ ଅପହରଣର ୨ ଦିନ ପରେ ଗରୁତର ଅବସ୍ଥାରେ ସ୍ବାମୀଙ୍କୁ ଉଦ୍ଧାର କରାଯାଇଛି। ହେଲେ କନ୍ୟାଙ୍କ ପତ୍ତା ମିଳିପାରୁ ନାହିଁ।…

5 years ago

ପଞ୍ଚାୟତ ଉପନିର୍ବାଚନ: ଭୋଟ ବାକ୍ସରେ ୨ ପ୍ରାର୍ଥୀଙ୍କ ଭାଗ୍ୟ

ଜୁନାଗଡ଼,୨୪।୨: କଳାହାଣ୍ଡି ଜିଲା ଜୁନାଗଡ଼ ବ୍ଲକ ଭଇଁରୀଗୁଡ଼ା ପଞ୍ଚାୟତରେ ବୁଧବାର ଉପନିର୍ବାଚନ ସମ୍ପନ୍ନ ହୋଇଛି। ୨ ପ୍ରାର୍ଥୀଙ୍କ ଭାଗ୍ୟ ଏବେ ଭୋଟ ବାକ୍ସରେ ସିଲ୍‌ ହୋଇଛି। ଗୁରୁବାର…

5 years ago

ଅଧଘଣ୍ଟାରେ ଚୋରି ହୋଇଥିବା ଶିଶୁଙ୍କୁ ଉଦ୍ଧାର କଲା ପୋଲିସ

ବାରିପଦା ଅଫିସ,୨୪ା୨: ମୟୂରଭଞ୍ଜ ଜିଲା ବାରିପଦାସ୍ଥିତ ପିଆର୍‌ଏମ୍‌ ମେଡିକାଲରୁ ବୁଧବାର ସନ୍ଧ୍ୟାରେ ନବଜାତ ଶିଶୁକୁ ଚୋରି କରିନେବା ଘଟଣାରେ ପୋଲିସ ୨ ମହିଳାଙ୍କୁ ଗିରଫ କରିଛି। ସେମାନଙ୍କଠାରୁ…

5 years ago

୧୮ଲକ୍ଷ ଟଙ୍କାରେ ହାତୀଦାନ୍ତ ବିକ୍ରି ପାଇଁ ହୋଇଥିଲା ଡିଲ୍‌, ଗ୍ରାହକ ସାଜି ଧରିଲେ ବନ କର୍ମଚାରୀ

ବାରିପଦା ଅଫିସ/ଉଦଳା, ୨୪ା୨: ମୟୂରଭଞ୍ଜ ଜିଲା ଉଦଳା ବନଖଣ୍ଡ ଅଧୀନ ଅଙ୍ଗାରପଦାଠାରେ ହାତୀଦାନ୍ତ କାରବାର କରୁଥିବା ୨ ବେପାରୀଙ୍କୁ ବୁଧବାର ବନ ବିଭାଗ ଗିରଫ କରିଛି। ସେମାନଙ୍କଠାରୁ…

5 years ago

ବୃଦ୍ଧାଙ୍କୁ କାଠ ଫାଳିଆରେ ପିଟି ପିଟି ହତ୍ୟା

ବରଗଡ଼ ଅଫିସ୍‌,୨୪।୨: ବରଗଡ଼ ଜିଲା ଅମ୍ବାଭୋନା ଥାନା ଅନ୍ତର୍ଗତ ଦ୍ୱାରୀ ଗ୍ରାମରେ ବୁଧବାର ଏକ ନିର୍ମମ ହତ୍ୟାକାଣ୍ଡ ଘଟିଛି । କାଠ କାଟିବାକୁ ନେଇ ସ୍ଥାନୀୟ ଜଣେ…

5 years ago

ଏକାସାଙ୍ଗରେ ଚାଲିଗଲେ ମା’-ପୁଅ

ସମ୍ବଲପୁର/ଜମନକିରା,୨୪ା୨: ସମ୍ବଲପୁର ଜିଲା ବାମରା ବନ୍ୟପ୍ରାଣୀ ବନଖଣ୍ଡ ବଞ୍ଜିପାଲି ସେକ୍ସନ ଆଖଡ଼ାଦାଣ୍ଡ ଗ୍ରାମରେ ମଙ୍ଗଳବାର ବିଳମ୍ବିତ ରାତିରେ ଏକ ଦନ୍ତାହାତୀ ଆକ୍ରମଣରେ ୨ଜଣଙ୍କ ମୃତ୍ୟୁ ଘଟିଛି। ସେମାନେ…

5 years ago

କୋଇଲା ମାଫିଆଙ୍କ ଆକ୍ରମଣରେ ୨ ଆର୍‌ପିଏଫ୍‌ କର୍ମଚାରୀ ଗୁରୁତର

ଭଦ୍ରକ ଅଫିସ,୨୪।୨: କୋଇଲା ଚୋରି ରୋକିବା ପାଇଁ ଯାଇ ମାଡ଼ ଖାଇଲେ ଆରପିଏଫ କ୍ରାଇମବ୍ରାଞ୍ଚ ଟିମ୍‌। ଏଥିରେ ଦୁଇ ଆରପିଏଫ୍‌ ଗୁରୁତର ହୋଇ ଭଦ୍ରକ ଜିଲା ମୁଖ୍ୟ…

5 years ago

ଶୋ’ରୁମ୍‌ ସଟର ତାଡ଼ି ୮ ଲକ୍ଷ ଚୋରି କଲେ ଦୁର୍ବୃତ୍ତ

ବ୍ରହ୍ମପୁର ଅଫିସ,୨୪ା୨: ବ୍ରହ୍ମପୁର ସହରରେ କିଛି ଦିନର ନୀରବତା ପରେ ପୁଣିଥରେ ଚୋରି ଭଳି ଘଟଣା ସାମ୍ନାକୁ ଲାଗିଛି। ବୈଦ୍ୟନାଥପୁର ଥାନା ଅନ୍ତର୍ଗତ ଖୋଡ଼ାସିଙ୍ଗିରେ ଥିବା ବାଜାଜ୍‌…

5 years ago