ଆମ ଜିଲା ଖବର

ସ୍ତ୍ରୀଙ୍କ ଯକୃତରୁ ନୂଆ ଜୀବନ

କାମାକ୍ଷାନଗର, ୨୧।୨(ଡି.ଏନ.ଏ.): ବଦଳିଯାଉଛି ଦାମ୍ପତ୍ୟ ଜୀବନର ପରିଭାଷା। ଛୋଟ ଛୋଟ କଥା, ସାମାନ୍ୟ ମନୋମାଳିନ୍ୟରେ ଭାଙ୍ଗି ଯାଉଛି ପରିବାର। ବଢ଼ିଯାଉଛି ସ୍ତ୍ରୀ-ସ୍ବାମୀ ଭିତରେ ଦୂରତା। ହେଲେ ଏମିତି…

5 years ago

ଘାରିଲାଣି କର୍ଲାପାଟ ଭୟ

ଢେଙ୍କାନାଳ ଅଫିସ, ୨୧।୨ : ଢେଙ୍କାନାଳ ବନ ବିଭାଗକୁ ଘାରିଛି କର୍ଲାପାଟ ଅଭୟାରଣ୍ୟ ହାତୀ ମଡ଼କ ଭୟ। ହେମୋରେଜ୍‌ ସେପ୍ଟିସେମିଆ ସଂକ୍ରମଣରେ ୬ ହାତୀଙ୍କ ଜୀବନ ଯିବା ପରେ…

5 years ago

ଆୟ କମାଇଛି ଆଖୁ

ଛେଣ୍ଡିପଦା,୨୧ା୨ : ଆଖୁ ହେଉଛି ଅର୍ଥକରୀ ଫସଲ। ସେଥିପାଇଁ ଧାନ ଅପେକ୍ଷା ଏହି ଚାଷକୁ ଅଧିକ ଗୁରୁତ୍ୱ ଦେଇଥା’ନ୍ତି ଚାଷୀ। କିନ୍ତୁ ଆଖୁଚାଷ ଓ ଚାଷୀଙ୍କ ପ୍ରତି ସରକାରୀ…

5 years ago

ଜଲେଶପଟ୍ଟା ଆଶ୍ରମ ସ୍ବାମିଜୀଙ୍କୁ ହତ୍ୟା ଧମକ

ଫୁଲବାଣୀ ଅଫିସ/ତୁମୁଡ଼ିବନ୍ଧ,୨୧।୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ତୁମୁଡ଼ିବନ୍ଧ ବ୍ଲକ ଜଲେଶପଟ୍ଟା ସଂସ୍କୃତ କନ୍ୟାଶ୍ରମ ମୁଖ୍ୟ ସ୍ବାମିଜୀଙ୍କୁ ଏକ ଅଜଣା ଫୋନ ନମ୍ବରରୁ ଶନିବାର ହତ୍ୟା ଧମକ ମିଳିଛି। ସ୍ବାମୀ…

5 years ago

ଚାଲୁନି ପାସେଞ୍ଜର ଟ୍ରେନ୍‌, ବାଧୁଛି ବସ୍‌ ଭଡ଼ା

ପୁରୀ ଅଫିସ,୨୧।୨: କୋଭିଡ୍‌-୧୯ ସ୍ଥିତିରେ ସୁଧାର ଆସିବା ପରଠାରୁ ଦେଶର ବିଭିନ୍ନ ସ୍ଥାନରେ ପାସେଞ୍ଜର ରେଳସେବା ଆରମ୍ଭ ହେଲାଣି। ହେଲେ ଓଡ଼ିଶା ଦେଇ ଚାଲୁଥିବା ପୂର୍ବତଟ ରେଳପଥ…

5 years ago

କେନାଲ କଂକ୍ରିଟ ନିର୍ମାଣରେ ଅନିୟମିତତା: ଭିଜିଲାନ୍ସ ତଦନ୍ତ ଦାବି କଲେ ଗ୍ରାମବାସୀ

ଖଇରା, ୨୧।୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖଇରା ବ୍ଲକ ଅଧୀନ ସାରକୋଣା ନିକଟରେ ଆମ୍ବହତା କେନାଲ କଂକ୍ରିଟ କାର୍ଯ୍ୟ ଚାଲିଥିବା ବେଳେ ଏଥିରେ ବ୍ୟାପକ ଅନିୟମିତତା ହେଉଥିବା କେନାଲ ସଂଲଗ୍ନ…

5 years ago

ମୃତକଙ୍କ ପରିବାରକୁ ସହାୟତା ରାଶି ପ୍ରଦାନ କଲେ ରାଜସ୍ବ ମନ୍ତ୍ରୀ

ସାରସକଣା, ୨୧।୨-ମୟୂରଭଞ୍ଜ ଜିଲା ଝାରପୋଖରିଆ ଥାନା ଅଧୀନ ମୁରୁଣିଆ ଅଞ୍ଚଳରେ ଟ୍ରାକ୍ଟର ଦୁର୍ଘଟଣାରେ ମୃତ୍ୟୁ ସଂଖ୍ୟା ୬କୁ ବୃଦ୍ଧି ପାଇଛି। କଟକ ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ନେହା…

5 years ago

୫ବର୍ଷ ହେଲା ଚାଲିଛି ମେଗା ଜଳସେଚନ ପ୍ରକଳ୍ପ

ବାରିପଦା ଅଫିସ,୨୧।୨- ଖରିଫ ଚାଷ ପାଇଁ ସରକାରଙ୍କ ପକ୍ଷରୁ ମେଗା ଜଳସେଚନ ପ୍ରକଳ୍ପ କାର୍ଯ୍ୟକାରୀ ହୋଇଛି। ୫ବର୍ଷ ଧରି କାର୍ଯ୍ୟ ଚାଲୁଥିଲେ ମଧ୍ୟ ଠିକା କମ୍ପାନୀର ମନମୁଖି…

5 years ago

ହଜିଲା ବ୍ୟାଗ ପାଇଲେ ଯାତ୍ରୀ, ଆର୍‌ପିଏଫ୍‌ କର୍ମଚାରୀ ଦେଖାଇଲେ ବଦାନ୍ୟତା

ବବରଗଡ଼ ଅଫିସ୍‌,୨୧।୨: ଭୁବନେଶ୍ୱରରୁ ବରଗଡ଼ ଆସୁଥିବା ବେଳେ ଶନିବାର ଆୟୁଷ୍ମାନ ପ୍ରଧାନ ନାମକ ଜଣେ ରେଳଯାତ୍ରୀ ପୁରୀ-ଦୁର୍ଗ ଏକ୍ସପ୍ରେସରେ ଏକ ବ୍ୟାଗ ଛାଡ଼ି ଦେଇଥିଲେ। ତେବେ ଆର୍‌ପିଏଫ…

5 years ago

ପୁଅକୁ ଝୁଲାଇ ମା’ଙ୍କ ଆତ୍ମହତ୍ୟା

ରାୟଗଡ଼ା ଅଫିସ,୨୧ା୨: ରାୟଗଡ଼ା ଜିଲା ଚାନ୍ଦିଲି ଥାନା ଅଧୀନ ଜେକେପୁର ଏସ୍‌ପିଟି କଲୋନିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ଜଣେ ମହିଳା ଏବଂ ତାଙ୍କର ୪ ବର୍ଷର…

5 years ago