ଆମ ଜିଲା ଖବର

ଆଜିଠୁ ପଶ୍ଚିମ ଦ୍ୱାରରେ ଦର୍ଶନ

ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ପଶ୍ଚିମଦ୍ୱାରରେ ଦର୍ଶନ ବ୍ୟବସ୍ଥା ଶୁକ୍ରବାରଠାରୁ ଆରମ୍ଭ ହେବ। ଶ୍ରଦ୍ଧାଳୁମାନେ ସିଂହଦ୍ୱାର ସମେତ ପଶ୍ଚିମଦ୍ୱାର ଦେଇ ଶ୍ରୀମନ୍ଦିରକୁ ପ୍ରବେଶ କରି ମହାପ୍ରଭୁଙ୍କୁ ଦର୍ଶନ କରିପାରିବେ।…

4 years ago

ଏଏସ୍‌ଆଇ ମୁଣ୍ଡରେ ଦୋଷ ଲଦିଲେ ଜୟନ୍ତ

ପୁରୀ ଅଫିସ,୨୯।୪: ଶ୍ରୀମନ୍ଦିର ଐତିହ୍ୟ କରିଡର ନିର୍ମାଣ ପ୍ରସଙ୍ଗରେ ଭୁବନେଶ୍ୱର ଏମ୍‌ପି ଅପରାଜିତା ଷଡ଼ଙ୍ଗୀଙ୍କୁ ପୁରୀ ବିଧାୟକ ଜୟନ୍ତ କୁମାର ଷଡ଼ଙ୍ଗୀ ସମର୍ଥନ କରିଛନ୍ତି। ଜୟନ୍ତ ନିଜ…

4 years ago

ଓଲଟିଲା ବରଯାତ୍ରୀ ଗାଡ଼ିି

ବାରିପଦା ଅଫିସ,୨୮ା୪- ମୟୂରଭଞ୍ଜ ଜିଲା ବାରିପଦା-ଉଦଳା ୧୯ନଂ. ରାଜ୍ୟ ରାଜପଥର ଚାଉଳିଆଶୋଳଠାରେ ଗୁରୁବାର ରାତି ୧୦ଟାରେ ଏକ ବରଯାତ୍ରୀ ଗାଡ଼ି ଓଲଟି ୧୦ରୁ ଊର୍ଦ୍ଧ୍ୱ ଗୁରୁତର ହୋଇଛନ୍ତି।…

4 years ago

ଚଢ଼ାଉ କରିବାକୁ ଯାଇଥିବା କର୍ମଚାରୀଙ୍କୁ ୮ଘଣ୍ଟା ଅଟକ ରଖିଲେ ଗ୍ରାମବାସୀ

କୋରାପୁଟ,୨୮ା୪(ସ୍ବ.ପ୍ର.): ବିପୁଳ ପରିମାଣରେ ଗଞ୍ଜେଇ ଚୋରା ଚାଲାଣ ହେଉଥିବା ଖବର ପାଇ ଗୁରୁବାର କୋରାପୁଟ ଜିଲା ନନ୍ଦପୁର ଥାନା ଅଧୀନ ଡଙ୍ଗବିର ଗ୍ରାମରେ ଚଢ଼ାଉ କରିବାକୁ ଯାଇ…

4 years ago

ନିଜକୁ ଗୁଳି କଲେ ଯବାନ

ମାଲକାନଗିରି,୨୮।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ର କାଙ୍କେର ଜିଲାରେ ଗୁରୁବାର ଜଣେ ବିଏସ୍‌ଏଫ୍‌ ଯବାନ ନିଜକୁ ଗୁଳିକରି ଆତ୍ମହତ୍ୟା କରିଛନ୍ତି। ତାଙ୍କ ନାମ ଉଜଲ ନନ୍ଦୀ। କାଙ୍କେର…

4 years ago

ଭିଜିଲାନ୍ସ ଜାଲରେ ଏଏସ୍‌ଆଇ

କେନ୍ଦ୍ରପଡ଼ା ଅଫିସ,୨୮।୪: ଭିଜିଲାନ୍ସ ଜାଲରେ ସଦର ଥାନା ଏଏସ୍‌ଆଇ ପୃଥ୍ବୀରାଜ ମିଶ୍ର। ୭ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଭିଜଲାନ୍ସ ହାତରେ ଧରାପଡିଲେ ଏଏସ୍‌ଆଇ। ଅଭିଯୋଗକାରୀ ମିହିର…

4 years ago

ପୁଅର ଠେଙ୍ଗା ମାଡ଼ରେ ମା’ମୃତ

ହିଞ୍ଜିଳିକାଟୁ, ୨୮।୪(ଡି.ଏନ୍‌.ଏ.): ପୁଅର ଠେଙ୍ଗା ମାଡ଼ରେ ମା’ଙ୍କ ମୃତ୍ୟୁ ଘଟିଛି। ଗୁରୁବାର ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ଗଞ୍ଜାମ ଜିଲା ହିଞ୍ଜିଳି ଥାନା ଅଧିନ ଚାନ୍ଦୁଲି…

4 years ago

କେନ୍ଦୁଝର ଜିଲାପାଳଙ୍କୁ ପୁଣି ସମନ

କେନ୍ଦୁଝର, ୨୮।୪(ସ୍ବ.ପ୍ର.): କେନ୍ଦୁଝର ଜିଲାପାଳ ଆଶିଷ୍‌ ଠାକରେଙ୍କୁ ପୁଣି ସମନ କରିଛନ୍ତି ଜାତୀୟ ଜନଜାତି କମିଶନ। କମିଶନଙ୍କ ସଦସ୍ୟ ଅନନ୍ତ ନାୟକଙ୍କ ଇଜ୍‌ଲାସରେ ମେ’୯ ଦିନ ୧୧ଟାରେ…

4 years ago

୬ ଦିନ ପରେ ପୋଲିସ ହାତରେ ଲାଗିଛି ପ୍ରମାଣ

ଛତ୍ରପୁର,୨୮ା୪(ଡି.ଏନ୍‌.ଏ): ଛତ୍ରପୁର ଥାନା ହଂସପୁର ଗାଁର ସିମେଣ୍ଟ ବ୍ୟବସାୟୀ କୃଷ୍ଣଚନ୍ଦ୍ର ପରିଡାଙ୍କୁ ହତ୍ୟା ଘଟଣାର ୬ ଦିନ ପରେ ବି ପୋଲିସ କାହାରିକୁ ଗିରଫ କରିପାରି ନାହିଁ।…

4 years ago

ନିଆଁ ଲଗାଇବା ପଡ଼ିଲା ମହଙ୍ଗା

ଭଞ୍ଜନଗର,୨୮।୪(ଡି.ଏନ.ଏ.): ଘୁମୁସର ଉତ୍ତର ବନଖଣ୍ଡର ମୁଜାଗଡ଼, ଗାଲେରି ଏବଂ ତାରସିଂ ରେଞ୍ଜରେ ଜଙ୍ଗଲ ପୋଡ଼ି ବଢ଼ିବାରେ ଲାଗିଛି। ଏଥିଲାଗି ବନ୍ୟପ୍ରାଣୀ ବିପଦରେ ପଡ଼ୁଥିବା ବେଳେ ମୂଲ୍ୟବାନ ଗଛ…

4 years ago