ଆମ ଜିଲା ଖବର

ଜଙ୍ଗଲ ଜମିରୁ ବେଆଇନ ମୋରମ ଉଠାଣ

କେନ୍ଦୁଝର,୧୭ା୨(ସ୍ବ.ପ୍ର.)-ଜଙ୍ଗଲ ଜମିରେ ଚାଲିଛି ବେଆଇନ ମାଟି ଉଠାଣ। ବାଂଶପାଳ ତହସିଲ ଶୁଆକାଟୀ ରାଜସ୍ବ ନିରୀକ୍ଷକ ଅନ୍ତର୍ଗତ ଉପର ସୁମଠ ଠାରେ ବେଆଇନ ଭାବେ ଜୁଆଙ୍ଗ ଲୋକ ପାଇଥିବା…

5 years ago

ଅର୍ବାନ ବ୍ୟାଙ୍କ ଜମାକାରୀ ଫେରିପାଇବେ ଟଙ୍କା

ବାରିପଦା ଅଫିସ, ୧୬ା୨- ବାରିପଦା ଅର୍ବାନ ବ୍ୟାଙ୍କର ଜମାକାରୀ ସେମାନଙ୍କ ଟଙ୍କା ଫେରିପାଇବେ। ରେଜିଷ୍ଟ୍ରାର ଅଫ୍‌ କୋ-ଅପରେଟିଭ୍‌ ସୋସାଇଟି (ଆରସିଏସ୍‌)ଙ୍କ କାର୍ଯ୍ୟାଳୟ ପତ୍ର ସଂଖ୍ୟା ୨୭୨୧ ତା୧୫ା୨ା୨୧ରେ…

5 years ago

ସ୍ତ୍ରୀଙ୍କୁୁ ପିଟିପିଟି ହତ୍ୟା କଲେ ସ୍ବାମୀ

ଚିତ୍ରଡା,୧୬।୨(ଡି.ଏନ.ଏ):ପାରିବାରିକ କଳହରୁ ଜଘନ୍ୟ ହତ୍ୟାକାଣ୍ଡ। ନିଜ ସ୍ତ୍ରୀକୁ କାଠ ଫାଳିଆରେ ପିଟିପିଟି ହତ୍ୟା କରିଛନ୍ତି ମଦ୍ୟପ ସ୍ବାମୀ। ଏଭଳି ଏକ ଅଭାବନୀୟ ଘଟଣା ଘଟିଛି ମୟୁରଭଞ୍ଜ ଜିଲା…

5 years ago

ରାଉରକେଲାରେ ସର୍ବବୃହତ୍‌ ହକି ଷ୍ଟାଡିୟମର ଶିଳାନ୍ୟାସ କଲେ ମୁଖ୍ୟମନ୍ତ୍ରୀ

ସୁନ୍ଦରଗଡ,(ଡି.ଏନ.ଏ.)/ରାଉରକେଲା ଅଫିସ,୧୬।୨:ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ମଙ୍ଗଳବାର ସୁନ୍ଦରଗଡ ଜିଲା ଗସ୍ତରେ ଆସି ରାଉରକେଲାଠାରେ ସର୍ବବୃହତ୍‌ ହକି ଷ୍ଟାଡିୟମର ଶିଳାନ୍ୟାସ କରିଛନ୍ତି। ଏହି ଷ୍ଟାଡିୟମକୁ ମହାନ ସ୍ବାଧୀନତା ସଂଗ୍ରାମୀ…

5 years ago

ଜରାଜୀର୍ଣ୍ଣ ଅବସ୍ଥାରେ ବାଳିକା ଉଚ୍ଚ ବିଦ୍ୟାଳୟ

କଣାସ,୧୬।୨ (ସ୍ବ.ପ୍ର.) କଣାସ ବ୍ଲକ କଣାସ ପଞ୍ଚାୟତରେ ଥିବା ମହନ୍ତ ବନମାଳୀ ଦାସ ବାଳିକା ଉଚ୍ଚ ବିଦ୍ୟାଳୟର ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ଏହି ବିଦ୍ୟାଳୟ ଫନୀ ସମୟରେ…

5 years ago

ଧାନବସ୍ତା ରଖି ଛତ୍ରପୁର-ତାରାତାରିଣୀ ରାସ୍ତା ଅବରୋଧ

ଛତ୍ରପୁର,୧୬।୨(ଡି.ଏନ୍‌.ଏ.)- ଗଞ୍ଜାମ ଜିଲା ବଡ଼ ମାଧପୁର ଧିରେଶ୍ବର ମନ୍ଦିର ନିକଟରେ ମଙ୍ଗଳବାର ଚଷୀମାନେ ଧାନ ବସ୍ତା ରଖି ଛତ୍ରପୁର-ତାରାତାରିଣୀ ରାସ୍ତା ଅବରୋଧ କରିଛନ୍ତି। ଟାୟାର ଜାଳିଥିବା ମଧ୍ୟ…

5 years ago

ରାସ୍ତାରେ ଡ୍ରେନ୍‌ ପାଣି, ଯାତାୟାତ ବାଧାପ୍ରାପ୍ତ

ଜଟଣୀ,୧୬ ।୨(ଡି.ଏନ୍‌.ଏ.) ଖୋର୍ଦ୍ଧା ଜିଲା ଜଟଣୀ ସହରରେ ଅନେକ ନୂତନ ଆପାର୍ଟମେଣ୍ଟ ଓ ସାହିବସ୍ତି ଗଢ଼ିଉଠିଛି। ଏଠାରେ ଗୃହ ନିର୍ମାଣ ପୂର୍ବରୁ ସରକାରୀ ନିୟମ ଉଲ୍ଲଂଘନ କରାଯାଉଛି।…

5 years ago

ପରୀ ହତ୍ୟା ମାମଲା: ଦାଖଲ ହେଲା ଚାର୍ଜସିଟ୍‌

ନୟାଗଡ଼ ଅଫିସ,୧୬।୨: ନୟାଗଡ଼ ସଦର ଥାନା ଅନ୍ତର୍ଗତ ବହୁଚର୍ଚ୍ଚିତ ପରୀ ହତ୍ୟା ମାମଲାରେ ସୋମବାର ଏସ୍‌ଆଇଟି ପକ୍ଷରୁ ଚାର୍ଜସିଟ ଦାଖଲ କରାଯାଇଛି। ନୟାଗଡ଼ ଚିଲଡ୍ରେନ କୋର୍ଟରେ ଏହି…

5 years ago

ଜୁନ୍‌ ୧ରୁ ଶ୍ରୀମନ୍ଦିର ଐତିହ୍ୟ କରିଡର କାମ

ପୁରୀ ଅଫିସ,୧୬।୨: ଶ୍ରୀମନ୍ଦିର ଐତିହ୍ୟ କରିଡର ସଂକ୍ରାନ୍ତ ନକ୍ସା ତଥା ଚିଠା ପ୍ରସ୍ତାବ ଚୂଡ଼ାନ୍ତ ହୋଇ ଅନୁମୋଦନ ପାଇଛି। ଆସନ୍ତା ଜୁନ୍‌ ୧ରୁ ଐତିହ୍ୟ କରିଡର କାର୍ଯ୍ୟ…

5 years ago

ନେତାଜୀ ବସ୍‌ ଟର୍ମିନାଲ ପାଇଁ ବାଟ ଫିଟିଲା

କଟକ ଅଫିସ,୧୬।୨: ଖାନ୍‌ନଗରଠାରେ ପ୍ରସ୍ତାବିତ ନେତାଜୀ ବସ୍‌ ଟର୍ମିନାଲକୁ ବିରୋଧ କରି ଦାୟର ହୋଇଥିବା ଦୁଇଟି ଜନସ୍ବାର୍ଥ ମାମଲା ସୋମବାର ହାଇକୋର୍ଟ ଖାରଜ କରିଦେଇଛନ୍ତି। ଏଥିସହ ମା’…

5 years ago