ବାରଙ୍ଗ,୨୬।୪(ଡି.ଏନ୍.ଏ.): ନନ୍ଦନକାନନରେ ୧୬ ନମ୍ବର ଖୁଆଡରେ ରହୁଥିବା ଅଣ୍ଡିରା ଭାଲୁ ଆକାଶର ମଙ୍ଗଳବାର ସକାଳେ ମୃତ୍ୟୁ ହୋଇଛି। ଆକାଶ ଗତ ଏକ ସପ୍ତାହ ହେଲା ନିମୋନିଆ ରୋଗରେ…
ଜଗତସିଂହପୁର ଅଫିସ,୨୬।୪: ମା’ ଶାରଳାଙ୍କ ପୀଠ ପରିଦର୍ଶନ କରିଛନ୍ତି ୫-ଟି ସଚିବ ଭି.କେ ପାଣ୍ଡିଆନ । ଶାରଳା ପୀଠରେ ପହଞ୍ଚି ପ୍ରଥମେ ମା’ଙ୍କୁ ଦର୍ଶନ କରିବା ସହ…
କଟକ ଅଫିସ, ୨୬।୪:ଭାରତ ସରକାରଙ୍କ ଏସ୍ଟିପିଆଇ ବିଭାଗର ପୂର୍ବତନ ମହାନିର୍ଦ୍ଦେଶକ ଡ. ଓମ୍କାର ରାୟ ସୋମବାର ଷ୍ଟାର୍ଟ ଅପ୍ ଓଡ଼ିଶାର କାର୍ଯ୍ୟନିର୍ବାହୀ ଅଧ୍ୟକ୍ଷ ଭାବେ ଦାୟିତ୍ୱ ଗ୍ରହଣ…
କେନ୍ଦ୍ରାପଡ଼ା ଅଫିସ,୨୬ା୪:କେନ୍ଦ୍ରାପଡ଼ା ପୌରାଞ୍ଚଳ ମାତ୍ର ୧୪ଟି ଗାଁକୁ ନେଇ ୧୫୩ ବର୍ଷ ପୂର୍ବେ ଗଠନ ହୋଇଥିଲା। କ୍ରମବର୍ଦ୍ଧିଷ୍ଣୁ ରାଜ୍ୟର ଏହି ସର୍ବପୁରାତନ ପୌରାଞ୍ଚଳ ଇତିମଧ୍ୟରେ ବିକଶିତ ହୋଇଛି।…
ପୁରୀ ଅଫିସ,୨୬।୪:ଅନ୍ତଃରାଷ୍ଟ୍ରୀୟ ହିନ୍ଦୁ ପରିଷଦର ଅଧ୍ୟକ୍ଷ ପ୍ରବୀଣ ତୋଗଡ଼ିଆ ସୋମବାର ପୁରୀ ଗସ୍ତରେ ଆସି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରିଛନ୍ତି। ଦର୍ଶନ ପରେ ସେ ଶ୍ରୀମନ୍ଦିର ପରିକ୍ରମା…
ପାରାଦୀପ,୨୬ା୪(ସ୍ବ.ପ୍ର.):ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ସୋମବାର ପାରାଦୀପର ଇଫକୋ କାରଖାନା ସଲଗ୍ନ ମହାନଦୀରେ ଲୋକାର୍ପିତ ହୋଇଯାଇଛି। କେନ୍ଦ୍ର ବନ୍ଦର, ଜାହାଜ ଚଳାଚଳ, ଜଳପଥ ଓ ଆୟୁଷ ମନ୍ତ୍ରୀ…
କଟକ ଅଫିସ, ୨୬ା୪:ହାଇକୋର୍ଟରେ ସୋମବାର ନାଲ୍କୋ କ୍ୟାପ୍ଟିଭ୍ ପାୱାର ପ୍ଲାଣ୍ଟରେ କୋଇଲା ସଙ୍କଟ ମାମଲାର ଶୁଣାଣି ହୋଇଛି। ପ୍ଲାଣ୍ଟରେ କୋଇଲା ସଙ୍କଟ କିପରି ଦୂର ହୋଇପାରିବ ଓ…
କଟକ ଅଫିସ, ୨୬ା୪:ସୁମିତ-ତପସ୍ବିନୀ ପାରିବାରିକ ବିବାଦ ମାମଲାରେ ହାଇକୋର୍ଟଙ୍କ ନିର୍ଦ୍ଦେଶାନୁଯାୟୀ ସୋମବାର ଉଭୟଙ୍କୁ ମଧ୍ୟସ୍ଥତା କେନ୍ଦ୍ରରେ କାଉନସେଲିଂ କରାଯାଇଛି। ଅପରାହ୍ନ ୩ଟାରୁ ୫ଟା ୩୦ପର୍ଯ୍ୟନ୍ତ ଅଢ଼େଇ ଘଣ୍ଟା…
ଯାଜପୁର ଅଫିସ,୨୬ା୪:ସରକାର ରାଜ୍ୟ ବ୍ୟାପୀ ଶତପ୍ରତିଶତ ଜମିରେ ଜଳସେଚନର ସୁବିଧା ଯୋଗାଇ ଦେବାକୁ ଲକ୍ଷ୍ୟ ରଖିଛନ୍ତି। ଏଥିପାଇଁ ସେଚାଞ୍ଚଳ ଉନ୍ନୟନ କାର୍ଯ୍ୟକ୍ରମ ମାଧ୍ୟମରେ ବିଭିନ୍ନ ଯୋଜନାରେ ପ୍ରକଳ୍ପଗୁଡ଼ିକରେ…
ରାଜକନିକା,୨୬ା୪(ଡି.ଏନ୍.ଏ.):ସୋଲାର ସାଇକେଲ ତିଆରି କରି ଚର୍ଚ୍ଚାକୁ ଆସିଛନ୍ତି କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ପେଗରପଡ଼ା ଗ୍ରାମର ଯୁବକ ସୌମ୍ୟ ରଞ୍ଜନ ପଲାଇ। ତାଙ୍କ ସୋଲାର ସାଇକେଲକୁ ଦେଖିବା…