ଭଦ୍ରକ ଅଫିସ,୧୧।୨: ଗୁରୁବାର ବିରୋଧୀ ଦଳ ଉପନେତା ତଥା ଧାମନଗର ବିଧାୟକ ବିଷ୍ଣୁ ସେଠୀଙ୍କ ବାସଗୃହ ସମ୍ମୁଖରେ ପ୍ରତୀକ ଧାରଣା ଦିଆଯାଇଛି। ଏହି ଧାରଣା ଆଗାମୀ ଦିନରେ…
ଢେଙ୍କାନାଳ ଅଫିସ,୧୧।୨: ଢେଙ୍କାନାଳ ଜିଲା ହିନ୍ଦୋଳ ରେଞ୍ଜ କନ୍ଧାରା ରିଜର୍ଭ ଫରେଷ୍ଟରେ ବନକର୍ମଚାରୀଙ୍କ ଉପରକୁ ଗୁରୁବାର ୨୩ ରାଉଣ୍ଡ ଗୁଳି ମାଡ଼ କରି ୧୦ରୁ ୧୫ ଦୁର୍ବୃତ୍ତ…
ଚିତ୍ରକୋଣ୍ଡା,୧୧।୨(ଡି.ଏନ୍.ଏ.): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ସ୍ବାଭିମାନ ଅଞ୍ଚଳ ପାପରମେଟେଲା ପଞ୍ଚାୟତ କଦଳୀବନ୍ଧା ଗାଁର ଲୋକେ ଦୀର୍ଘ ବର୍ଷ ହେଲା ଚିଟ୍ଫଣ୍ଡରେ ଟଙ୍କା ରଖି ଠକେଇର ଶିକାର ହୋଇଛନ୍ତି।…
ପଦ୍ମପୁର,୧୧।୨(ଡି.ଏନ୍.ଏ.): ବରଗଡ଼ ଜିଲାରେ ଖରିଫ ଧାନ ସଂଗ୍ରହ ପ୍ରକ୍ରିୟାକୁ ୩ ମାସ ବିତି ଯାଇଛି । ମାତ୍ର ଧାନ ବିକ୍ରି ସମସ୍ୟା ତୁଟି ନାହିଁ। ଚାଷୀମାନେ ଧାନ…
ଅନୁଗୋଳ ଅଫିସ୍/ବନ୍ତଳା,୧୧।୨(ଡି.ଏନ୍ଏ):ଅନୁଗୋଳ ଜିଲା ବନ୍ତଳା ଥାନା ସଙ୍ଖପୁର ପଞ୍ଚାୟତ ଖାଲଙ୍ଗାରେ ବୁଧବାର ମଧ୍ୟରାତ୍ରରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ଏଥିରେ ବ୍ୟାପକ କ୍ଷୟକ୍ଷତି ହୋଇଛି। ଖବର ପାଇ ଅନୁଗୋଳର…
ବଲାଙ୍ଗୀର ଅଫିସ, ୧୧।୨: ଆୟବର୍ହିଭୂତ ସମ୍ପତ୍ତି ଠୁଳ ମାମଲାରେ ଡେପୁଟି ରେଞ୍ଜର କେଶବ ନାୟକଙ୍କ ବଲାଙ୍ଗୀର ସାଗରପଡା ବାସଭବନରେ ଗୁରୁବାର ସକାଳୁ ଭିଜିଲାନ୍ସ ବିଭାଗ ପକ୍ଷରୁ ଚଢାଉ…
ହାଟଡି଼ହୀ,୧୧।୨(ଡି.ଏନ.ଏ.): କେନ୍ଦୁଝର ଜିଲା ହଦଗଡ଼ ଅଭୟାରଣ୍ୟରୁ ନିକଟସ୍ଥ ଚଞ୍ଚଳପଡ଼ା ଗାଁକୁ ପଶି ଆସିଥିବା ଏକ ହରିଣକୁ ମାରି ଦିଆଯାଇଥିବା ଅଭିଯୋଗ ହୋଇଛି। ଏନେଇ ବନ ବିଭାଗ ସେହି…
ଖୁଣ୍ଟା,୧୧।୨(ଡି.ଏନ.ଏ.)- ଉତ୍ତରାଖଣ୍ଡରେ ଘଟିଥିବା ହିମସ୍ଖଳନ ଜନିତ ବନ୍ୟାରେ ମୟୂରଭଞ୍ଜ ଜିଲା ଖୁଣ୍ଟା ବ୍ଲକ ବାଙ୍ଗରା ପଞ୍ଚାୟତ ଅନ୍ତର୍ଗତ ସାତପଉଟିଆ ଗ୍ରାମର ଜଣେ ଯୁବକ ନିଖୋଜ ଥିବା ସୂଚନା…
ଯାଜପୁର ଅଫିସ,୧୧ା୨: ସୌରଚାଳିତ ପାନୀୟ ଜଳ ଯୋଗାଣ ପ୍ରକଳ୍ପ ଦାୟିତ୍ୱରୁ ଓରେଡା(ଓଡ଼ିଶା ଅକ୍ଷୟ ଶକ୍ତି ବିକାଶ ଏଜେନ୍ସି) ହଟିବ। ଏହି ପ୍ରକଳ୍ପରେ ଅନିୟମିତତା ଓ ପରିଚାଳନାଗତ ତ୍ରୁଟି…
ଆଠମଲ୍ଲିକ,୧୧ା୨: ଗାଁରେ କୋଠାଘର ନିର୍ମାଣ ହେଉଥିଲେ ମଧ୍ୟ ଛାତ ପଡ଼ୁ ନ ଥିଲା। ମା’ ରକ୍ତମାଉଳୀଙ୍କ କୋପର ଶିକାର ହେବା ଭୟରେ କିଏ ଟାଇଲ ଛପର କରୁଥିଲେ…