ଆମ ଜିଲା ଖବର

ମୋହନା ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ଅଭିଯୋଗ

ଆର୍‌.ଉଦୟଗିରି,୨୪।୪(ଡି.ଏନ୍‌.ଏ.): ଗଜପତି ଜିଲା ମୋହନା ମହାରାଜା କୃଷ୍ଣଚନ୍ଦ୍ର ଗଜପତି ଦୃଷ୍ଟିହୀନ ଓ ବଧିର ବିଦ୍ୟାଳୟରେ ଦୁର୍ନୀତି ବିରୋଧରେ ସ୍ବର ଉତ୍ତୋଳନ ଆରମ୍ଭ ହୋଇଛି। ବିଦ୍ୟାଳୟ ପରିଚାଳନା କମିଟି ସମ୍ପାଦକ…

4 years ago

ମହମବତି ଆଲୋକରେ ଚାଲିଛି ପାଠପଢ଼ା

ଦାରିଙ୍ଗବାଡି,୨୪।୪ (ଡି.ଏନ.ଏ): ଦାରିଙ୍ଗବାଡ଼ି ଅଞ୍ଚଳରେ ଘନଘନ ବିଦ୍ୟୁତ୍‌ କାଟକୁ ନେଇ ଜନ ଅସନ୍ତୋଷ ବଢ଼ିବାରେ ଲାଗିଛି। ଘଣ୍ଟା ଘଣ୍ଟା ଧରି ବିଦ୍ୟୁତ୍‌ କାଟ୍‌ ଯୋଗୁ ବ୍ୟବସାୟ ପ୍ରତିଷ୍ଠାନ ସମେତ…

4 years ago

ଟ୍ରକ୍‌କୁ ପିଟିଲା କାର୍‌; କଟର୍‌ରେ ଗାଡ଼ିକୁ କାଟି ଡାକ୍ତରଙ୍କୁ ଉଦ୍ଧାର କଲା ପୋଲିସ

ବାରିପଦା ଅଫିସ,୨୪।୪- ମୟୂରଭଞ୍ଜ ଜିଲା ବାରିପଦା ଉପକଣ୍ଠ ୧୮ନଂ ଜାତୀୟ ରାଜପଥ ସଦର ଥାନା ଅଧୀନ ମଞ୍ଚାବନ୍ଧାରେ ରବିବାର ଏକ ଦୁର୍ଘଟଣା ଘଟିଛି। ଏକ ଟ୍ରକ ପଛରେ…

4 years ago

ମହାନଗର ଗଳିକନ୍ଦି ରାସ୍ତା ବିପଜ୍ଜନକ, ସରୁନି ଜାନିବିଲି ପ୍ରକଳ୍ପ ନିର୍ମାଣ

ବ୍ରହ୍ମପୁର ଅଫିସ,୨୪।୪: ବ୍ରହ୍ମପୁର ମହାନଗରରେ ଗଳି କନ୍ଦି ରାସ୍ତାଗୁଡ଼ିକ ଶୋଚନୀୟ ହୋଇଯାଇଛି। ଫଳରେ ଯାନବାହନ ଚଳାଚଳ ବେଳେ ଛୋଟ ବଡ଼ ଦୁର୍ଘଟଣା ଘଟୁଛି ଏବଂ ପାଦଚଲା ମଧ୍ୟ ବିପଜ୍ଜନକ…

4 years ago

ମାସକରେ ୨୧ ଡାକ୍ତରଙ୍କ ବଦଳି, ନିଯୁକ୍ତି ନାହିଁ

ବ୍ରହ୍ମପୁର ଅଫିସ,୨୪।୪: ଦକ୍ଷିଣ ଓଡ଼ିଶାର ପ୍ରମୁଖ ଚିକିତ୍ସାଳୟ ମହାରାଜା କୃଷ୍ଣଚନ୍ଦ୍ର ଗଜପତି (ଏମ୍‌କେସିଜି) ମେଡିକାଲ କଲେଜ ଲଗାତାର ସରକାରୀ ଅବହେଳାର ଶିକାର ହେଉଛି। ଏଠାରୁ ଅଭିଜ୍ଞ ଡାକ୍ତରମାନଙ୍କୁ ଅନ୍ୟତ୍ର…

4 years ago

ଶିକ୍ଷକ ଅଭାବ ନେଇ ବିଦ୍ୟାଳୟରେ ତାଲା

ଭଣ୍ଡାରିପୋଖରୀ, ୨୪।୪ (ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ଝୁଟୁଣା ସରକାରୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶିକ୍ଷକ ଅଭାବ ସମସ୍ୟାକୁ ନେଇ ଶନିବାର ଅଭିଭାବକମାନେ ମୁଖ୍ୟ ଫାଟକରେ ତାଲା…

4 years ago

ବାଲିଘାଟ ନିଲାମକୁ ନେଇ ଆଶଙ୍କା

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲାରେ ବାଲି ଖନନକୁ ନେଇ ପ୍ରସ୍ତୁତ କରାଯାଇଥିବା ସର୍ଭେ ରିପୋର୍ଟ(ଡିଏସ୍‌ଆର)କୁ ବେଆଇନ ଦର୍ଶାଇ ନ୍ୟାସନାଲ ଗ୍ରୀନ ଟ୍ରିବ୍ୟୁନାଲରେ ମାମଲା ରୁଜୁ ହୋଇଛି। ବାରିପଦାର ବିଶିଷ୍ଟ…

4 years ago

ପୁଣି ଏନ୍‌ଜିଟିରେ ମାମଲା: ୪ ସପ୍ତାହ ମଧ୍ୟରେ ଜବାବ ଦାଖଲ ନିର୍ଦ୍ଦେଶ

ବାରିପଦା ଅଫିସ,୨୪।୪: ମୟୂରଭଞ୍ଜ ଜିଲା ବୁଢ଼ାବଳଙ୍ଗ ନଦୀରୁ ବେଆଇନ ବାଲି ଉତ୍ତୋଳନ ଓ ପରିବହନକୁ ନେଇ ପୁଣି ବିବାଦ ଘେରରୁ ଆସିଛି ଜିଲା ପ୍ରଶାସନ। ମାସକ ପୂର୍ବରୁ ଦୁଇଟି…

4 years ago

ବର୍ଜ୍ୟବସ୍ତୁ ଖାଇ ପୁଣି ଗାଈ ମୃତ

ସଜନାଗଡ଼, ୨୪।୪(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରି ଏନ୍‌ଏସିର ଦାୟିତ୍ୱହୀନତା ପାଇଁ ଗୋଟିଏ ପରେ ଗୋଟିଏ ଗୋରୁଙ୍କ ମୃତ୍ୟୁ ହେଉଥିବା ଅଭିଯୋଗ ହୋଇଛି। କିଛିମାସ ପୂର୍ବରୁ ଉକ୍ତ ଅଞ୍ଚଳରେ ୧୦ରୁ…

4 years ago

ରଙ୍ଗିନ ଅଣ୍ଡାକୁ ନେଇ ଚର୍ଚ୍ଚା

କେନ୍ଦୁଝର, ୨୪।୪ (ସ୍ବ.ପ୍ର.): କେନ୍ଦୁଝର ସଦର ବ୍ଲକ ଅନ୍ତର୍ଗତ ରାଇସୁଆଁ ମୁସଲିମ ବସ୍ତିର ଅଙ୍ଗନଓ୍ବାଡି କେନ୍ଦ୍ରରେ ପିଲାଙ୍କୁ ମିଳିଥିବା ଅଣ୍ଡାକୁ ନେଇ ଚର୍ଚ୍ଚାର ବିଷୟ ହୋଇଛି। ଏହି ରଙ୍ଗିନ…

4 years ago