ପାଟଣା,୨୮।୫(ସ୍ବ.ପ୍ର.): ଜାଲ୍ ବିଇଡି ସାର୍ଟିଫିକେଟ ଦେଇ ଚାକିରି କରିବା ଅଭିଯୋଗରେ କେନ୍ଦୁଝର ଜିଲା ସାହାରପଡ଼ା ବ୍ଲକ ବିଲା ରାମଚନ୍ଦ୍ରପୁର ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଶୁଶୀଲ କୁମାର…
ବିନିକା,୨୮ା୫(ଡି.ଏନ୍.ଏ.): ହଠାତ୍ କାଳବୈଶାଖୀ ପ୍ରଭାବରେ ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକର କେତେକ ସ୍ଥାନରେ ଝଡ଼ତୋଫାନ ଦେଖାଦେଇଛି। ଜୋରରେ ପବନ ବହିବା ଯୋଗୁ ବହୁ ଲୋକଙ୍କ ଘର ଛପର…
କଟକ ଅଫିସ,୨୮।୫: ନକଲି ହବ୍ କଟକରେ ଏବେ ଦୂଷିତ ଖାଦ୍ୟକୁ ନେଇ ଚିନ୍ତା। ଖାଲି ସାଧାରଣ ଲୋକ ନୁହଁନ୍ତି, ଏ ନେଇ ପ୍ରଶାସନର ମୁଣ୍ଡବିନ୍ଧିବାର କାରଣ ହୋଇଛି।…
ବଇଣ୍ଡା,୨୮।୫(ଡି.ଏନ.ଏ.) ଶିକ୍ଷାନୁଷ୍ଠାନରେ ଶିକ୍ଷାଦାନ ପାଇଁ ଉପଯୁକ୍ତ ଭିତ୍ତିଭୂମି ନାହିଁ। ଏହି କାରଣରୁ ଗୋଟିଏ କୋଠରିରେ ୨ଟି ଶ୍ରେଣୀର ପିଲାଙ୍କୁ ବସିବାକୁ ପଡ଼ୁଛି। ଏଥିସହ ଶିକ୍ଷକ ଅଭାବ ସମସ୍ୟା…
ତାଳଚେର,୨୮।୫(ନି.ପ୍ର.) ତାଳଚେରର ପ୍ରସିଦ୍ଧ ରଥଯାତ୍ରା ପାଳନ କରିବା ପାଇଁ ଗୁରୁବାର ଏକ ପ୍ରସ୍ତୁତି ବୈଠକ ସ୍ଥାନୀୟ ଉପଜିଲାପାଳଙ୍କ ସମ୍ମିଳନୀ କକ୍ଷଠାରେ ଅନୁଷ୍ଠିତ ହୋଇଯାଇଛି। ରଥଯାତ୍ରା କମିଟି ସଭାପତି…
ଭୁବନ, ୨୮।୫(ଡି.ଏନ୍.ଏ.) ଢେଙ୍କାନାଳ ଜିଲା ଭୁବନ ଅଞ୍ଚଳରେ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ରାଜପଥରେ ଲୁଟେରା ଗ୍ୟାଙ୍ଗ୍ ସକ୍ରିୟ ହୋଇଉଠିଥିବାବେଳେ ବାଇକ୍ ଆରୋହୀ ଛିନ୍ତାଇ ଗୋଷ୍ଠୀ ସହରବାସୀଙ୍କ…
ଭୁବନ, ୨୮।୫ କେବେ ଏଠାରେ ଲହଡ଼ି ଖେଳୁଥିଲା କାଚକେନ୍ଦୁ ଭଳି ପାଣି। କେବଳ ଗାଧୁଆପାଧୁଆ ଭଳି ଦୈନନ୍ଦିନ କାର୍ଯ୍ୟ ନୁହେଁ, ସ୍ଥାନୀୟ ବାସିନ୍ଦାଙ୍କ ଜଳକଷ୍ଟ ମଧ୍ୟ ମେଣ୍ଟୁଥିଲା।…
ବାରଙ୍ଗ, ୨୮।୫(ଡି.ଏନ୍.ଏ.): ନନ୍ଦନକାନନରେ ଶନିବାର ଏକ ଆଫ୍ରିକୀୟ ସିଂହୀର ମୃତ୍ୟୁ ଘଟିଛି। ସିଂହୀଟି ଖୁଆଡ଼ ନମ୍ବର ୨୯ (ବି)ରେ ରହୁଥିବା ବେଳେ ଏକ ବିଷାକ୍ତ ସାପ କାମୁଡ଼ାରେ…
କେନ୍ଦୁଝର, ୨୮ା୫(ଡି.ଏନ.ଏ.) କେନ୍ଦୁଝର ଜିଲାର ନୋଡାଲ ଅଫିସର ତଥା ମୃତ୍ତିକା ସଂରକ୍ଷଣ ଓ ଜଳ ବିଭାଜିକା ଉନ୍ନୟନ ବିଭାଗ ନିର୍ଦ୍ଦେଶକ ହେମନ୍ତ କୁମାର ପଣ୍ଡା ଦୁଇଦିନିଆ କେନ୍ଦୁଝର…
ଜଳେଶ୍ୱର, ୨୮ା୫ ଚିନାବାଦାମ ଚାଷ ଏକ ଅର୍ଥକାରୀ ଫସଲ। ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳରେ ଏହା ବ୍ୟାପକ ଚାଷ ହୋଇଥାଏ ା ବିହନ ମିଳିବା ଓ ଅମଳ…