ଆମ ଜିଲା ଖବର

ମଞ୍ଚମୁହାଁ କଳାକାର

ଭୁବନ, ୬।୨(ଡି.ଏନ.ଏ.) ଖୋଲିଲାଣି ଆଖଡ଼ା ଶାଳା। ସଂଳାପରେ କମ୍ପୁଛି ପରିବେଶ। କଟକଣା କୋହଳ ପରେ ମଞ୍ଚମୁହାଁ କଳାକାର। ଯାତ୍ରାଜଗତ ପାଇଁ ନୂତନ ବର୍ଷ ନୂଆ ଆଶା ଆଣିଦେଇଥିବାବେଳେ…

5 years ago

ଜନସାଧାରଣ ନୁହେଁ, ଶିଳ୍ପପତି ପାଇବେ ଲାଭ

ଅନୁଗୋଳ ଅଫିସ, ୬।୨ ଖୁବ୍‌ଶୀଘ୍ର ଦେଶରେ ସ୍କ୍ରାପେଜ୍‌ ନୀତି ଲାଗୁ ହେବ। ଏହାଦ୍ୱାରା ୧୫ ବର୍ଷର ବ୍ୟବସାୟିକ ଓ ୨୦ ବର୍ଷର ଘରୋଇ ଗାଡ଼ିକୁ ରାସ୍ତାରୁ ହଟାଇ…

5 years ago

ଫୋନ୍‌ କଲ୍‌ରେ ବିଡିଓଙ୍କ ପରିଚୟ ଦେଇ ଲୁଟିନେଲେ ୩୭ହଜାର

ଗୁଡାରି,୬ା୨: ମୁଁ ଗୁଡାରି ବିଡିଓ କହୁଛି। ଆପଣଙ୍କ ବ୍ୟାଙ୍କ ଖାତାକୁ କରୋନାର ମାସ୍କ କିଣା ଏବଂ ସାନିଟାଇଜର ବାବଦକୁ ଟଙ୍କା ଯିବ। ଶୀଘ୍ର ଏଟିଏମ୍‌ କାର୍ଡ ନମ୍ବର,…

5 years ago

ବଡ଼ଧରଣର ମାଓବାଦୀ ଆକ୍ରମଣ ଯୋଜନାକୁ ପଣ୍ଡ କଲା ପୋଲିସ

କୋରାପୁଟ, ୫ା୨: କୋରାପୁଟ ଜିଲା ନାରାୟଣପାଟଣା ଥାନା ଅନ୍ତର୍ଗତ ବୋରିଗି ଅଞ୍ଚଳରୁ ମାଓବାଦୀମାନେ ଲୁଚାଇ ରଖିଥିବା ବିପୁଳ ପରିମାଣର ବିସ୍ଫୋରକ ସାମଗ୍ରୀକୁ ପୋଲିସ ଜବତ କରିଛି। ଶୁକ୍ରବାର…

5 years ago

ନାବାଳିକାଙ୍କୁ ଅଶ୍ଳିଳ ଫଟୋ ଭାଇରାଲ କରିଦେବାକୁ ଧମକ ଦେଇ ଯୁବକ ଗିରଫ

ଭବାନୀପାଟଣା,୫।୨: ଭବାନୀପାଟଣାର ସହରର ଜଣେ ନାବାଳିକାଙ୍କୁ ନୟାଗଡ଼ ଜିଲା ଦଶପଲ୍ଲା ଥାନା ଅନ୍ତର୍ଗତ ପୋଇବାଡି ଗ୍ରାମର ଜିତେନ୍ଦ୍ର ବେହେରା(୨୬) ହ୍ବାଟସ ଆପ୍‌ରେ ବ୍ଲାକମେଲିଂ କରି ଗିରଫ ହୋଇଛନ୍ତି।…

5 years ago

ପୁଣି ଅଲୋଡା ହେଲା ଶିଶୁ କନ୍ୟା: ରାସ୍ତା କଡ଼ରୁ ଉଦ୍ଧାର

ମହାକାଳପଡ଼ା,୫।୨(ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ଅଧୀନ ଅଲାଇଲୋ ପଞ୍ଚାୟତ ଓରତ୍‌ ସେତୁ ନିକଟରୁ ଶୁକ୍ରବାର ମଧ୍ୟାହ୍ନରେ ଏକ ନବଜାତ ଶିଶୁକନ୍ୟା ଉଦ୍ଧାର ହୋଇଛି। ଶିଶୁ କାନ୍ଦ ଶୁଣି…

5 years ago

କୋଟିଆର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀଙ୍କ ଦ୍ୱାରା ୯ଟି ପ୍ରକଳ୍ପର ଶୁଭାରମ୍ଭ

କୋରାପୁଟ, ୫।୨(ସ୍ବ.ପ୍ର): କୋରାପୁଟ ଜିଲା ସୀମାନ୍ତ କୋଟିଆ ପଞ୍ଚାୟତର ସାମଗ୍ରିକ ବିକାଶ ନେଇ ମୁଖ୍ୟମନ୍ତ୍ରୀ ଶୁକ୍ରବାର ଭିଡିଓ କନ୍‌ଫରେନି୍ସଂ ମାଧ୍ୟମରେ ପ୍ରାୟ ୧୮ କୋଟି ଟଙ୍କା ବ୍ୟୟରେ…

5 years ago

ଅଗ୍ନିକାଣ୍ଡ: ଜଳିଗଲା ୪ପରିବାରଙ୍କ ୧୦ ବଖରା

ଭଦ୍ରକ ଅଫିସ, ୫।୨: ଭଦ୍ରକ ଜିଲା କଲେଇ ପଞ୍ଚାୟତ ବଳାଜିତପଡା ଗାଁରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୪ ପରିବାରର ୧୦ ବଖରା ଘର…

5 years ago

ନ୍ୟାୟ ନ ମିଳିବାରୁ ଏସ୍‌ପି ଅଫିସ ସମ୍ମୁଖରେ କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ

ଭଦ୍ରକ ଅଫିସ, ୫।୨: ନ୍ୟାୟ ନ ମିଳିବାରୁ ଭଦ୍ରକ ଏସ୍‌ପିଙ୍କ ଅଫିସ ସମ୍ମୁଖରେ ମା’ ଓ ପୁଅ ଶୁକ୍ରବାର କିରୋସିନ ଢାଳି ଆତ୍ମାହୁତି ଉଦ୍ୟମ କରିଛନ୍ତି। ସେମାନେ…

5 years ago

ଡିଜେଲ ଚୋରି ରାକେଟ ଉପରେ ଚଢ଼ାଉ: ଦୁଇ ବୋଲେରୋ ଜବତ, ୫ ଗିରଫ

କଣିହାଁ,୫।୨(ଡି.ଏନ୍‌.ଏ.): ଅନୁଗୋଳ ଜିଲା କଣିହାଁ ଥାନା କୁମୁଣ୍ଡା ଗ୍ରାମରେ ଏକ ପଡିଆ ନିକଟରୁ ଶୁକ୍ରବାର ଭୋର୍‌ରୁ ଏକ ଡିଜେଲ ଚୋରି ରାକେଟ ଉପରେ ଜିଲା ପୋଲିସର ସ୍ବତନ୍ତ୍ର…

5 years ago