ଆମ ଜିଲା ଖବର

ପୁଣି ଓଡ଼ିଶାମୁହାଁ ଛତିଶଗଡ଼ ହାତୀପଲ

ରାଇଘର, ୬।୧(ଡି.ଏନ୍‌.ଏ.): ଛତିଶଗଡ଼ରୁ ପୁଣି ହାତୀପଲ ଓଡ଼ିଶାମୁହାଁ ହୋଇଛନ୍ତି। ସେମାନଙ୍କୁ ରୋକିବାକୁ ରାଇଘର ବନ ବିଭାଗ ପ୍ରୟାସ ଚଳାଇଛି। ବନ ବିଭାଗ କର୍ମଚାରୀ ଲୋକଙ୍କୁ ସଚେତନ କରିବା…

4 years ago

ବାୟୁ ପ୍ରଦୂଷଣ: ଅରେଞ୍ଜ ଜୋନ୍‌ରେ କେନ୍ଦ୍ରାପଡ଼ା

କେନ୍ଦ୍ରାପଡ଼ା ଅଫିସ,୬ା୧: କେନ୍ଦ୍ରାପଡ଼ା ଜିଲାରେ ଖଣି ନାହିଁ। ଶିଳ୍ପ ଅଦ୍ୟାବଧି ପ୍ରତିଷ୍ଠା ହୋଇ ନ ଥିବା ବେଳେ ରେଳରୁ ଧୂଅଁା ବାହାରୁ ନାହିଁ। ଏହାସତ୍ତ୍ୱେ ବାୟୁର ଗୁଣବତ୍ତାକୁ…

4 years ago

ଘରୋଇ ସଂସ୍ଥା ହାତକୁ ଯିବ ଭକ୍ତନିବାସ

ପୁରୀ ଅଫିସ,୬।୧: ଶ୍ରୀକ୍ଷେତ୍ରରେ ଶ୍ରଦ୍ଧାଳୁଙ୍କ ପାଇଁ ଥିବା ଭକ୍ତନିବାସକୁ ପ୍ରଶାସନ ଏବେ ଘରୋଇକରଣ କରିବାକୁ ଯୋଜନା ଚଳାଇଛି। ସୁଲଭ ମୂଲ୍ୟରେ ରହଣି ପାଇଁ ଥିବା ବଗଲା ଧର୍ମଶାଳାକୁ…

4 years ago

ଠକି ନେଲେ ୧୦ଲକ୍ଷ

ବାରିପଦା ଅଫିସ,୬।୧:  ଏକ କମ୍ପାନୀର ରିଟେଲର ହେବା ପାଇଁ ବାରିପଦା ୱାର୍ଡ ନଂ.୫ର ବିକାଶ ଚନ୍ଦ୍ର ଶାହା ୧୦ଲକ୍ଷରୁ ଉର୍ଦ୍ଧ୍ୱ ଟଙ୍କା ଠକେଇର ଶିକାର ହୋଇଥିବା ଅଭିଯୋଗ କରିଛନ୍ତି।…

4 years ago

କେନ୍ଦୁଝର: ୨୦ ଜଳାଶୟରେ ପକ୍ଷୀ ଗଣନା

କେନ୍ଦୁଝର, ୬।୧(ସ୍ବ.ପ୍ର.)   କେନ୍ଦୁଝର ଜିଲାକୁ ପ୍ରତ୍ୟେକ ବର୍ଷ ବିଶେଷ କରି ଶୀତ ଋତୁରେ ବିଭିନ୍ନ ଅଞ୍ଚଳରୁ ଦେଶୀ ଓ ବିଦେଶୀ ପକ୍ଷୀ ଆସିଥାନ୍ତି। ସରକାରଙ୍କ ନିର୍ଦ୍ଦେଶ କ୍ରମେ…

4 years ago

ଘୋଡ଼ାଡିଆଁ ସେତୁ ଭୂମିପୂଜନ

ପରଜଙ୍ଗ, ୬।୧(ଡି.ଏନ୍‌.ଏ.)  ଢେଙ୍କାନାଳ ଜିଲା ପରଜଙ୍ଗ ବ୍ଲକର ଘୋଡ଼ାଡିଆଁ ନାଳ ଉପରେ ବହୁ ପ୍ରତୀକ୍ଷିତ ସେତୁ ନିର୍ମାଣ ପାଇଁ ବୁଧବାର ଭୂମିପୂଜନ ହୋଇଛି। ବିଧାୟକ ଡା. ନୃସିଂହ ଚରଣ…

4 years ago

ପକ୍ଷୀଗଣନା ଲାଗି କୁଲଡ଼ିହାରେ ୩ ଟିମ୍‌

ସଜନାଗଡ଼, ୬।୧(ଡି.ଏନ.ଏ.) ଶୀତ ଋତୁରେ ଅଧିକ ଥଣ୍ଡା କାରଣରୁ ଜଳାଶୟ ଉପରେ ନିର୍ଭରଶୀଳ ପ୍ରଜାତିର ପକ୍ଷୀମାନେ ପ୍ରତିବର୍ଷ ଖାଦ୍ୟ ଅନ୍ବେଷଣରେ ମାଇଲ ମାଇଲ ବାଟ ଅତିକ୍ରମ କରି ବାଲେଶ୍ୱର…

4 years ago

ଅନଶନ ବେଳେ ଅସୁସ୍ଥ ହୋଇପଡ଼ିଲେ ୨ ବୃଦ୍ଧ

ଜଳେଶ୍ୱର, ୬।୧(ଡି.ଏନ.ଏ.)  ବାଲେଶ୍ୱର ଜିଲାର ଜଳେଶ୍ୱର ବ୍ଲକ ନାମ୍ପୋ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ବହୁବର୍ଷ ହେଲା ସ୍ଥାୟୀ ଡାକ୍ତର ନ ଥିବାରୁ ଗ୍ରାମବାସୀ ସ୍ବାସ୍ଥ୍ୟ ବିଭାଗ ଓ ପ୍ରଶାସନର ଦୃଷ୍ଟି…

4 years ago

ଧାନ ବିକ୍ରି ନେଇ ଦ୍ୱନ୍ଦ୍ୱରେ ଚାଷୀ

ଆରଡ଼ି, ୬।୧(ଡି.ଏନ.ଏ.)  ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ଏବଂ ଓଳଗ ପଞ୍ଚାୟତରେ ବୁଧବାର ଧାନ ମଣ୍ଡି ଖୋଲିଛି। ଚାଷୀମାନଙ୍କ ଧାନ ବିକ୍ରୟ ବ୍ୟବସ୍ଥାକୁ ତ୍ୱରାନ୍ବିତ କରାଯାଇଛି।…

4 years ago

୩୨ ସ୍ଥାନରେ ୧୪୪ ଧାରା

ଢେଙ୍କାନାଳ ଅଫିସ, ୬।୧: ରାଜ୍ୟରେ କରୋନା ଏବଂ ଓମିକ୍ରନ୍‌ ସଂକ୍ରମଣ ବଢ଼ିବା ପରେ ଢେଙ୍କାନାଳ ଜିଲା ପ୍ରଶାସନ ପକ୍ଷରୁ ୩୨ ପ୍ରମୁଖ ଦେବାଳୟ ଏବଂ ପର୍ଯ୍ୟଟନସ୍ଥଳୀରେ ୧୪୪ ଧାରା…

4 years ago