ଆମ ଜିଲା ଖବର

ସାଇତିଛନ୍ତି ୬୦ ଦେଶର ୪୫୦ ମୁଦ୍ରା, ୧୯ ନୋଟ୍‌

କଟକ ଅଫିସ,୫।୨: ସମସ୍ତଙ୍କର ସ୍ବପ୍ନ ଭିନ୍ନ ଭିନ୍ନ। ନିଜର ସ୍ବପ୍ନକୁ ସାକାର କରିବା ପାଇଁ ସମସ୍ତେ ଚେଷ୍ଟା କରିଥାନ୍ତି। ସେହିଭଳି ଏକ ସ୍ବପ୍ନ ଦେଖିଥିଲେ କଟକ ଜିଲା…

5 years ago

ନିଆଁ ପୁଇଁବା ହେଲା କାଳ:ଜଳିଗଲେ ୨ ଭଉଣୀ

ଟିକିରି/ରାୟଗଡ଼ା ଅଫିସ,୫ା୨(ଡି.ଏନ୍‌.ଏ.):ରାୟଗଡ଼ା ଜିଲା କାଶୀପୁର ବ୍ଲକ୍‌ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଯାଇଛି। ଥଣ୍ଡାରେ ନିଆଁ ପୁଇଁବାବେଳେ ଜଳିଯାଇଛନ୍ତି ୨ ଭଉଣୀ। ଦୁହେଁ ହେଲେ…

5 years ago

ଆତ୍ମନିର୍ଭର ପଥରେ ଅନ୍ତେବାସୀ

ଢେଙ୍କାନାଳ ଅଫିସ, ୫।୨ କଠୋର ଅନୁଶାସନର ଅନ୍ୟତମ ସ୍ଥାନ ହେଉଛି କାରାଗାର। ଜାଣତ ବା ଅଜାଣତରେ ଅପରାଧର ଟ୍ୟାଗ୍‌ ଲାଗି ଏଠାକୁ ଆସିବା ପରେ ବଦଳିଯାଏ ଜୀବନ…

5 years ago

୧୭ ମାସ ହେଲା ମିଳୁନି ସ୍ୱାସ୍ଥ୍ୟସେବା

ତାଳଚେର,୫ା୨(ନି.ପ୍ର.): କଳାହୀରାର ସହର ତାଳଚେରରୁ ବାର୍ଷିକ ଶତାଧିକ କୋଟି ଟଙ୍କାର ରାଜସ୍ବ ନେଉଛନ୍ତି ସରକାର। କିନ୍ତୁ ଏଠାକାର ଲୋକଙ୍କୁ ସର୍ବନିମ୍ନ ମୌଳିକ ସୁବିଧା ମିଳିପାରୁ ନାହିଁ। ପାନୀୟ ଜଳଠାରୁ…

5 years ago

ଏଭଳି ବାପା ଥିବାଠାରୁ ଅନାଥ ହେବା ଭଲ…

ବ୍ରହ୍ମପୁର ଅଫିସ,୫ା୨: ଗଞ୍ଜାମ ଜିଲାରେ ପୁଣି ଏକ ଲଜ୍ଜାଜନକ ଘଟଣା ଘଟିଛି। ବଡ଼ବଜାର ଥାନା ଅଞ୍ଚଳର ଜଣେ ସାତ ବର୍ଷ ନାବାଳିକାଙ୍କୁ ତାଙ୍କ ବାପା ବଳାତ୍କାର କରିଥିବା…

5 years ago

ସହାୟତା ଅର୍ଥରୁ ନେଉଥିଲେ ଲାଞ୍ଚ: ପାରାଓ୍ବାଚର ବହିଷ୍କୃତ, ବନପାଳ ନିଲମ୍ବିତ

ମାଲକାନଗିରି,୪ା୨: ଭାଲୁ ଆକ୍ରମଣ ସହାୟତା ପ୍ରଦାନରେ ଲାଞ୍ଚ କାରବାର ହେଉଥିବା ଜାଣି ଚୁପ୍‌ ରହିବା ଅଭିଯୋଗରେ ମାଲକାନଗିରି ଜିଲା ଖଇରପୁଟ ବ୍ଲକ୍‌ କୁଡୁମୁଲୁଗୁମ୍ମା ବନପାଳ ରାଜେନ୍ଦ୍ର ଶବର…

5 years ago

ପାଳଗଦା ନିଆଁରେ ଜଳିଗଲେ ୨ ଭଉଣୀ

ଟିକିର/ରାୟଗଡ଼ା ଅଫିସ,୪ା୨: ରାୟଗଡ଼ା ଜିଲା କାଶୀପୁର ବ୍ଲକ ଲାକରସି ଗ୍ରାମରେ ଗୁରୁବାର ଏକ ଅଭାବନୀୟ ଘଟଣା ଘଟିଛି। ଥଣ୍ଡାରେ ନିଆଁ ପୁଇଁବା ବେଳ ଜଳିଯାଇଛନ୍ତି ୨ ଭଉଣୀ।…

5 years ago

୪ର୍ଥ ଥର ପ୍ଲାଜ୍‌ମା ଦାନ କଲେଣି ଯବାନ

ଛତ୍ରପୁର,୪।୨: ଅଗସ୍ତିନୂଆଗାଁ ସ୍ଥିତ ଛତ୍ରପୁର ଅଷ୍ଟମ ବାଟାଲିୟନର ସିପାହୀ (୭୬୧) କେ. ଯୁଧିଷ୍ଠିର ରାଓ ଚତୁର୍ଥ ଥର ପାଇଁ ପ୍ଲାଜ୍‌ମା ଦାନ କରିଛନ୍ତି। ଗୁରୁବାର ଏମ୍‌କେସିଜି ମେଡିକାଲ…

5 years ago

ସୁନ୍ଦରଗଡ଼: ଟ୍ରେନ୍‌ ଧକ୍କାରେ ୨ ହାତୀ ମୃତ

ରାଉରକେଲା ଅଫିସ,୪।୨: ସୁନ୍ଦରଗଡ଼ ଜିଲା ବିଶ୍ରା ବନ ବିଭାଗ ଅଧୀନ ମହିପାଣି ନିକଟରେ ବୁଧବାର ବିଳମ୍ବିତ ରାତିରେ ଟ୍ରେନ୍‌ ଧକ୍କାରେ ଦୁଇଟି ହାତୀଙ୍କ ମୃତ୍ୟୁ ହୋଇଛି। ହାଓଡ଼ା-ମୁମ୍ବାଇ…

5 years ago

ପିଲା ଚୋର ସନ୍ଦେହରେ ମାନସିକ ବିକାରଗ୍ରସ୍ତଙ୍କୁ ବାନ୍ଧିଲେ

ଧାମନଗର,୪।୨ - ଗତ କିଛିଦିନ ଧରି ଗ୍ରାମାଞ୍ଚଳରେ ପିଲା ଚୋରି ଗୁଜବ ଚାଲିଥିବାରୁ ବିଭିନ୍ନ ଗଁାରେ ବୁଲାବୁଲି କରୁଥିବା ନିରୀହ ମାନସିକ ବିକାରଗ୍ରସ୍ତ ଲୋକଙ୍କ ମାଡ଼ ଗାଳିର…

5 years ago