ଆମ ଜିଲା ଖବର

ପୋଲିସ ଇନ୍‌ଫର୍ମର ସନ୍ଦେହରେ ୨ ଯୁବକଙ୍କୁ ନିର୍ମମ ହତ୍ୟା

ବାଲିଗୁଡ଼ା,୩୦।୧(ଡି.ଏନ୍‌.ଏ): ପୁଣି ରକ୍ତମୁଖା ହୋଇଛନ୍ତି ମାଓବାଦୀ। କିଛି ଦିନର ନୀରବତା ପରେ ନିଜର ସ୍ଥିତି ଜାହିର କରିଛି ମାଓବାଦୀ ସଂଗଠନ। କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ…

5 years ago

ନକଲି ବାବା ବେଶରେ ପ୍ରେମିକାଙ୍କୁ ଭେଟିବାକୁ ଆସିଥିଲେ ଯୁବକ, ଆଉ ତା’ ପରେ…

ଯାଜପୁର ଅଫିସ,୩୦।୧: ଯାଜପୁରରୋଡ୍‌ ରମ୍ପାସ ଅଞ୍ଚଳକୁ ଜଣେ ଯୁବକ ତାଙ୍କ ପ୍ରେମିକାଙ୍କ ଘରକୁ ବାବା ବେଶରେ ଆସି ଧରାପଡ଼ି ନିର୍ଧୂମ ଛେଚା ଖାଇବା ଘଟଣା ଅଞ୍ଚଳରେ ଚର୍ଚ୍ଚାର…

5 years ago

ପୁଣି ମାଲବାହୀ ଟ୍ରେନ ଲାଇନଚ୍ୟୁତ

କେନ୍ଦୁଝର, ୩୦।୧(ସ୍ବ.ପ୍ର.): କେନ୍ଦୁଝରଗଡ଼ ରେଳ ଷ୍ଟେସନ ନିକଟରେ ଶନିବାର ପୂର୍ବାହ୍ନରେ ଏକ ଲୁହାପଥର ବୋଝେଇ ଟ୍ରେନର ୫ଟି ବଗି ଲାଇନଚ୍ୟୁତ ହୋଇଛି। ଳରେ ଉକ୍ତ ଲାଇନରେ ଟ୍ରେନ…

5 years ago

ଓଲଟିଲା ଯାତ୍ରୀବାହୀ ବସ୍‌: ୧ ମୃତ, ୪ ଗୁରୁତର

ରାୟଗଡା ଅଫିସ, ୩୦।୧: ରାୟଗଡ଼ା ଜିଲା ବିଷମ କଟକ ଥାନା ଅଧୀନ ବେଠିଆପଡା ନିକଟରେ ଶନିବାର ଭାରସାମ୍ୟ ହରାଇ ‘ରଘୁନାଥ’ ନାମକ ଏକ ଯାତ୍ରୀବାହୀ ବସ୍‌ ଓଲଟିପଡିଛି।…

5 years ago

ମିଳିଲା ନିଖୋଜ ପର୍ଯ୍ୟଟକଙ୍କ ମୃତଦେହ

ପୁରୀ ଅଫିସ,୩୦।୧: ମହାପ୍ରଭୁଙ୍କ ଦର୍ଶନ କରିବାକୁ ଆସି ପୁରୀ ସମୁଦ୍ରରେ ଗାଧୋଇବା ବେଳେ ଶୁକ୍ରବାର ୭ଜଣ ପର୍ଯ୍ୟଟକ ଭାସି ଯାଇଥିଲେ। ସେମାନଙ୍କ ମଧ୍ୟରୁ ୬ଜଣଙ୍କୁ ସ୍ଥାନୀୟ ନୋଳିଆ…

5 years ago

ଘନ କୁହୁଡ଼ି ଯୋଗୁ ଦୁର୍ଘଟଣା: ସାଙ୍ଗକୁ ଦେଖାକରି ଫେରୁଥିବା ବେଳେ ଚାଲିଗଲା ଜୀବନ

ପାରଳାଖେମୁଣ୍ଡି,୩୦।୧: ଗଜପତି ଜିଲା ରାୟଗଡ଼ା ବ୍ଲକ ଅନ୍ତର୍ଗତ ଲାଞ୍ଜିପଦ- ଜିରାଙ୍ଗ ରାସ୍ତାରେ ଶନିବାର ଏକ ଦୁର୍ଘଟଣା ଘଟିଛି। ଏଥିରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ…

5 years ago

ଶାଗ ତୋଳିବାକୁ ଯାଇ କୂଅରୁ ମିଳିଲା ମହିଳାଙ୍କ ମୃତଦେହ

ପୁରୁଷୋତ୍ତମପୁର,୩୦।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଥାନା ଅନ୍ତର୍ଗତ ଶାର୍ଗୁଣାପଲ୍ଲୀ ଗ୍ରାମରେ ଶାଗ ତୋଳିବାକୁ ଯାଇ ବୁଧବାରଠାରୁ ନିଖୋଜ ଥିଲେ ଜଣେ ମହିଳା। ତେବେ ଶନିବାର ଗ୍ରାମଠାରୁ ୧…

5 years ago

ଗାଇଡ୍‌ଲାଇନ ଅନୁଯାୟୀ ଦାହହେଲା ବାଘ ମୃତଦେହ

ବୁଗୁଡା,୩୦।୧(ଡି.ଏନ୍‌.ଏ.): ବୁଗୁଡା ବନାଞ୍ଚଳରେ ଗୁରୁବାର ଫାଶରେ ପଡି ମୃତ୍ୟୁ ଘଟିଥିବା କଲରାପତରିଆ ବାଘର ମୃତଦେହ ଶୁକ୍ରବାର ସମସ୍ତ ଗାଇଡ୍‌ଲାଇନ୍‌ ଅନୁଯାୟୀ ସ୍ଥାନୀୟ ବନ କାର୍ଯ୍ୟାଳୟ ହତା ମଧ୍ୟରେ…

5 years ago

ତଦନ୍ତ ଅବହେଳା ଅଭିଯୋଗ ଆଣିଲେ ପିହୁଙ୍କ ମା’

ଭୁବନେଶ୍ୱର,୩୦।୧(ବ୍ୟୁରୋ): ‘ମୋ ଝିଅ ନିଖୋଜ ହୋଇଥିବା ନେଇ ଥାନାରେ ଅଭିଯୋଗ କରିବାକୁ ଯାଇଥିଲି। ହେଲେ ଥାନାରେ ମାମଲା ରୁଜୁ ନ କରି ଓଲଟା ତମେ ଯାଅ ଖୋଜାଖୋଜି…

5 years ago

ପାରାଦୀପରେ ପହଞ୍ଚିଲା ୨ ବୃହତ୍‌ ପ୍ରୋଜେକ୍ଟ କାର୍ଗୋ

ପାରାଦୀପ,୩୦।୧(ସ୍ବ.ପ୍ର.): ପାରାଦୀପ ରିଫାଇନେରିର ନୂତନ ଏମଇଜି (ମନୋଫିଲନ୍‌ ଗ୍ଲୋଲୋୟକଲ) ପ୍ରକଳ୍ପ ପାଇଁ ଆବଶ୍ୟକ କାର୍ଗୋ ଓଡିସି(ଓଭର ଡାଇମେନ୍‌ଶନ କନ୍‌ସାଇମେଣ୍ଟ) ଗୁରୁବାର ପାରାଦୀପ ବନ୍ଦରରେ ପହଞ୍ଚତ୍ଛି। ୩୫୨୨ ମେଟ୍ରିକ…

5 years ago