ଆମ ଜିଲା ଖବର

ଥଇଥାନ ପୂର୍ବରୁ ଉଠାଦୋକାନୀଙ୍କୁ ଉଚ୍ଛେଦ: ଲୋକଙ୍କ ପେଟପାଟଣା ପ୍ରଭାବିତ

ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ସହରରେ ପ୍ରଶାସନ ପକ୍ଷରୁ ଗତ କିଛିଦିନ ହେଲା ରାସ୍ତାପାର୍ଶ୍ୱ ଜବରଦଖଲ ଉଚ୍ଛେଦ କରାଯାଉଛି। ତେବେ ଏଥିରେ ଅଧିକାଂଶ ଠେଲା ଦୋକାନୀ ଏବଂ ଗରିବ ଶ୍ରେଣୀର…

2 weeks ago

ଧାନ ବିକ୍ରି ଆରମ୍ଭରୁ ଅଚଳାବସ୍ଥା ଆଶଙ୍କା: ଖୋଲା ଆକାଶ ତଳେ ପଡ଼ିରହିଛି ଧାନ

ବରଗଡ଼,୨୨।୧୧(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଖରିଫ ଧାନ ଅମଳ ଚଳିତ ମାସ ପହିଲାରୁ ଜୋର୍‌ ଧରିଛି। ଅଥଚ ଏପର୍ଯ୍ୟନ୍ତ ଜିଲାରେ ଧାନ ସଂଗ୍ରହ ପ୍ରକ୍ରିୟା ହୋଇନାହିଁ। ପୂର୍ବରୁ ନଭେମ୍ବର…

2 weeks ago

ଘର ଭାଙ୍ଗି ଫସଲ ନଷ୍ଟ କଲେ ହାତୀପଲ

ନୂଆପଡ଼ା,୨୧ା୧୧ (ମକାରୁ ବେମାଲ): ନୂଆପଡ଼ା ଜିଲା କୋମନା ଓ ବୋଡେନ ବ୍ଲକର ବିଭିନ୍ନ ଗାଁରେ ୩୦ ଟିକିଆ ହାତୀପଲ ଆତଙ୍କ ଦେଖାଦେଇଛି। ଶୁକ୍ରବାର ହାତୀମାନେ କୋମନା ବ୍ଲକର…

2 weeks ago

ପୁଣି ଜଣେ ୫୧ ବର୍ଷୀୟ ଦାଦନ ଶ୍ରମିକ ନିଖୋଜ, ଚିନ୍ତାରେ ପରିବାର

କଲ୍ୟାଣସିଂହପୁର, ୨୧।୧୧( ଦୀପକ କୁମାର ପରିଡ଼ା ): ଦାଦନ କାମ ପାଇଁ ଯାତ୍ରା କଲାବେଳେ ଟ୍ରେନରୁ ସମୟରେ ଓହ୍ଲାଇ ପାରି ନ ଥିବାରୁ ଏକ ୫୧ ବର୍ଷୀୟ…

2 weeks ago

କୋରାପୁଟରେ ହେବ ଜିଲା ସଂସ୍କୃତି ଭବନ

କୋରାପୁଟ,୨୧।୧୧(ଅମିତାଭ ବେହେରା): କୋରାପୁଟ ସହରର ଭବାନୀନଗରଠାରେ ୧୦ କୋଟି ୩୭ ଲକ୍ଷ ଟଙ୍କା ବ୍ୟୟରେ ନୂତନ ଜିଲା ସଂସ୍କୃତି ଭବନ ଓ କାର୍ଯ୍ୟାଳୟ ନିର୍ମାଣ କରାଯିବ। ଏ…

2 weeks ago

ଘରେ ପଶି ଚୋରି କରୁଥିବା ବେଳେ ପଡ଼ିଲେ ଧରା: ସୁନା, ରୂପା ଅଳଙ୍କାର ସହ ଟଙ୍କା ଜବତ କଲା ପୋଲିସ

ଗଜପତି,୨୧।୧୧(ଗିରିଧାରୀ ପରିଚ୍ଛା): ଗଜପତି ଜିଲା ପାରଳାଖେମୁଣ୍ଡି ଆଦର୍ଶ ଥାନା ପୋଲିସ ଦୁଇ ଦୁର୍ବୃତ୍ତଙ୍କୁ ଚୋରୀ କରୁଥିବା ସମୟରେ ଧରିଥିବା ଜଣାପଡିଛି । ସେମାନଙ୍କଠାରୁ ସୁନା, ରୂପା ଅଳଙ୍କାର…

2 weeks ago

ଜଳପ୍ରପାତରେ ନିଖୋଜ: ୩ ଦିନ ପରେ ମିଳିଲା ଆଉ ଜଣେ ଛାତ୍ରଙ୍କ ମୃତଦେହ

ଗୋବିନ୍ଦପାଲି,୨୧।୧୧(କାର୍ତ୍ତିକ ରଥ): ମାଲକାନଗିରି ଜିଲା ଗୋବିନ୍ଦପାଲି ନିକଟ ଗୁମ୍ମାଝରଣ ଜଳପ୍ରପାତରେ ବୁଡି ୨ ଛାତ୍ର ନିଖୋଜ ଘଟଣାରେ ବୁଧବାର ଜଣେ ଛାତ୍ରଙ୍କ ମୃତଦେହ ମିଳିଥିବା ବେଳେ ଶୁକ୍ରବାର…

2 weeks ago

ଭଞ୍ଜନଗରରେ ବଢୁଛି ଦ୍ରୁତ ଗାଡ଼ି ଚାଳନା ଯୋଗୁ ଦୁର୍ଘଟଣା: ବ୍ୟବସାୟୀଙ୍କୁ ବାଇକ୍‌ ଧକ୍କା ଦେବା ପରେ ରାସ୍ତାରୋକୋ

ଭଞ୍ଜନଗର,୨୧।୧୧(ବାବୁଲା ପ୍ରଧାନ): ଗଞ୍ଜାମ ଜିଲ୍ଲା ଭଞ୍ଜନଗର ସହର ଓ ସହରତଳି ଅଞ୍ଚଳରେ ଅଧିକାଂଶ ସମୟରେ ଦ୍ରୁତ ବାଇକ ଚାଳନା ଦେଖିବାକୁ ମିଳୁଛି। ଏଥିସହ ଅନ୍ୟାନ୍ୟ ଯାନବାହାନ ଗୁଡ଼ିକ…

2 weeks ago

ସାକ୍ଷୀଗୋପାଳ ମନ୍ଦିରରେ ଦେବ ଦୀପାବଳି, ଦିପଦାନ କରି ମାତା ପିତାଙ୍କୁ ଶ୍ରଦ୍ଧାର୍ପଣ କଲେ…

ସାକ୍ଷୀଗୋପାଳ ୨୧।୧୧ (କିଶୋର ମହାପାତ୍ର/ ପ୍ରଶାନ୍ତ କୁମାର ବାରିକ) ପରମ୍ପରା କ୍ରମେ ସାକ୍ଷୀଗୋପାଳ ମନ୍ଦିରରେ ଶୁକ୍ରବାର ଦେବ ଦୀପାବଳି ଉପଲକ୍ଷେ ଦୀପଦାନ କରାଯାଇଛି। ସନ୍ଧ୍ୟା ଆରତି ପରେପରେ…

2 weeks ago

ବାଇକରେ ଗଞ୍ଜେଇ ଚୋରାଚାଲାଣ କରୁଥିଲେ, ମାଡ଼ିବସିଲା ଅବକାରୀ ବିଭାଗ, ଜେଲ ଗଲେ…

ଦିଗପହଣ୍ଡି, ୨୧।୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି - ବ୍ରହ୍ମପୁର ମୂଖ୍ୟ ରାସ୍ତାର କୃଷି ବିଭାଗ କାର୍ଯ୍ୟାଳୟ ନିକଟରେ ଜଣେ ଗଞ୍ଜେଇ ଚୋରା ଚାଲାଣ କରୁଥିବା…

2 weeks ago