ଆମ ଜିଲା ଖବର

ତପ୍ତପାଣି ଘାଟିରେ ଓଲଟିଲା ପିକ୍‌ନିକ୍‌ ବସ୍‌ ଜଣେ ମୃତ, ୧୫ରୁ ଊର୍ଦ୍ଧ୍ୱ ଗୁରୁତର

ଦିଗପହଣ୍ଡି,୧୬ା୧୨(ଡି.ଏନ୍‌.ଏ.)- ଗଞ୍ଜାମ-ଗଜପତି ସୀମାନ୍ତ ତପ୍ତପାଣି ଘାଟି ହନୁମାନ ମନ୍ଦିର ନିକଟରେ ରବିବାର ରାତି ପ୍ରାୟ ସାଢେ ୭ଟାରେ ଏକ ପିକ୍‌ନିକ୍‌ ବସ୍‌ (ନଂ.ଓଡି୨୫ବି-୧୯୯୯) ବାଇକକୁ ଧକ୍କାଦେଇ ଓଲଟି…

4 years ago

ହଦଗଡ ଜବାହର ନବୋଦୟ ବିଦ୍ୟାଳୟ: ହେଉନି ଭିତ୍ତିଭୂମିର ବିକାଶ

ହାଟଡିହୀ,୧୬ା୧୨(ଡି.ଏନ୍‌.ଏ.)-କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ହଦଗଡ ପଞ୍ଚାୟତ ବଣପାହାଡ ଘେରାରେ ଜବାହର ନବୋଦୟ ବିଦ୍ୟାଳୟ ୧୯୮୬ରେ ଆରମ୍ଭ ହେବାପରଠାରୁ ବିଭିନ୍ନ ସମସ୍ୟା ନେଇ ଗତି କରିଚାଲିଛି। ଏହି…

4 years ago

ଚିତ୍ରରେ ସଚେତନତା ବାର୍ତ୍ତା

ଆରଡ଼ି, ୧୬।୧୨ (ଡି.ଏନ.ଏ.)- ହାତରେ ରଙ୍ଗତୂଳୀ ଧରି କାନ୍‌ଭାସରେ ସେ ଆଙ୍କି ଚାଲିଛନ୍ତି ଜୀବନର ଛବି। ପରିବେଶର ସୁରକ୍ଷା କରି ଧରଣୀ ମା’ଙ୍କୁ ସବୁଜିମା ମଣ୍ଡିତ କରିବାକୁ…

4 years ago

ରୋଗୀଙ୍କୁ ଏକ୍ସପାରୀ ସାଲାଇନ୍‌ : ଡ଼ାକ୍ତରଖାନାରେ ହୋହଲ୍ଲା

କପ୍ତିପଦା,୧୬ା୧୨(ଡ଼ିଏନ୍‌ଏ)- କପ୍ତିପଦା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ରବିବାର ଜଣେ ରୋଗୀଙ୍କୁ ଏକ୍ସପାରୀ ସାଲାଇନ୍‌ ଦିଆଯିବା ନେଇ ଉତ୍ତେଜନା ପ୍ରକାଶ ପାଇଥିଲା। ସ୍ଥାନୀୟ ଲୋକେ ଡ଼ାକ୍ତରଖାନାରେ ହୋହଲ୍ଲା କରିବାରୁ କିଛି…

4 years ago

ହଷ୍ଟେଲରୁ ଛାତ୍ରୀ ନିଖୋଜ

ପୁରୀ ଅଫିସ,୧୬।୧୨: ଦତ୍ତତୋଟାସ୍ଥିତ ଏକ ଘରୋଇ ହଷ୍ଟେଲରୁ ସରକାରୀ ମହିଳା ମହାବିଦ୍ୟାଳୟର ଜଣେ ଯୁକ୍ତ୨ ଛାତ୍ରୀ ନିଖୋଜ ଥିବା ନେଇ କୁମ୍ଭାରପଡା ଥାନାରେ ରବିବାର ତାଙ୍କ ମା’…

4 years ago

ସଫେଇ ବାହାନାରେ ଠକି ନେଲେ ସୁନା ଅଳଙ୍କାର

ବାରିପଦା ଅଫିସ,୧୬ା୧୨- ବାରିପଦା ସହରରେ ଚଳିତ ବର୍ଷ ଅପରାଧିକ କାର୍ଯ୍ୟକଳାପ ବିଗତ ବର୍ଷ ଅପେକ୍ଷା ବୃଦ୍ଧି ଘଟିଛି। ପୋଲିସ ଚାହିଁଲେ ସୁଦ୍ଧା ଅପରାଧକୁ କମାଇ ପାରୁ ନାହିଁ…

4 years ago

ରାତିରେ ହେଉଛି ଗୋ ଚାଲାଣ

କୁଆମରା,୧୬।୧୨(ଡି.ଏନ୍‌.ଏ.)-ମୟୂରଭଞ୍ଜ ଜିଲାର ବିଭିନ୍ନ ସାପ୍ତାହିକ ଗୋରୁହାଟରୁ ପଡ଼ୋଶୀ ପଶ୍ଚିମବଙ୍ଗକୁ ରାତ୍ରି ସମୟରେ ପିକ୍‌ଅପ ଭ୍ୟାନ ଯୋଗେ ବେଆଇନ ଭାବେ ଗୋ ଚାଲାଣ ହେଉଛି। ଉଦଳା ଉପଖଣ୍ଡରୁ ପ୍ରତି…

4 years ago

ସରୁନି ପାଇପ୍‌ ବିଛା, ଜଳଯୋଗାଣ ନେଇ ଅନିଶ୍ଚିତତା

ବାଲେଶ୍ୱର ଅଫିସ, ୧୬।୧୨(ମାନସ ବିଶ୍ୱାଳ)-ବାଲେଶ୍ୱର ସହରକୁ ୨୦୧୫ରୁ ଅମୃତ ଯୋଜନାରେ ସାମିଲ କରାଯାଇ ପାଇପ୍‌ ବିଛା କାର୍ଯ୍ୟ ଚାଲିଛି। ୨୦୨୦ ମାର୍ଚ୍ଚ ସୁଦ୍ଧା ଏହି କାମ ଶେଷ…

4 years ago

ଖାଦ୍ୟରେ ବିଛା ବାହାରିବା ଘଟଣା: ଅଙ୍ଗନୱାଡ଼ି କର୍ମୀ, ସହାୟିକାଙ୍କୁ କାରଣ ଦର୍ଶାଅ ନୋଟିସ

ଭୋଗରାଇ, ୧୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ବ୍ଲକ ଅଧୀନ ମନ୍ଦାରସାହି ପଞ୍ଚାୟତ ହରିପୁର ଗ୍ରାମ ଅଙ୍ଗନୱାଡ଼ି କେନ୍ଦ୍ରରେ ଶିଶୁମାନଙ୍କୁ ଦିଆଯାଉଥିବା ଭାତରେ ମଲା ବିଛା ବାହାରିଥିବା ଅଭିଯୋଗ ହୋଇଥିଲା।…

4 years ago

ରାହାଗିରିରେ ସୁସ୍ଥ, ସ୍ବଚ୍ଛ ସମ୍ବଲପୁର ବାର୍ତ୍ତା

ସମ୍ବଲପୁର, ୧୬।୧୨ (ବ୍ୟୁରୋ) ସ୍ବଚ୍ଛ ଓ ସୁସ୍ଥ ସମ୍ବଲପୁର ସଚେତନତା ବାର୍ତ୍ତା ନେଇ ରବିବାର ସକାଳେ ରାହାଗିରି କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ରିଂ-ରୋଡ ସମଲେଇ ମନ୍ଦିର ଛକରେ…

4 years ago