ଆମ ଜିଲା ଖବର

ଗଞ୍ଜାମ ବିଜେଡି ପକ୍ଷରୁ ମୁଖ୍ୟମନ୍ତ୍ରୀଙ୍କୁ ଶୁଭେଚ୍ଛା

ଗଞ୍ଜାମ,୨୧ା୧(ଡି.ଏନ.ଏ.):  ଦେଶରେ ଏକ ନମ୍ବର ମୁଖ୍ୟମନ୍ତ୍ରୀ ଭାବେ ନବୀନ ପଟ୍ଟନାୟକଙ୍କୁ ଘୋଷଣା କରାଯିବା ପରେ ଗୁରୁବାର ଗଞ୍ଜାମ ସହର କର୍ମୀମାନେ ତାଙ୍କୁ ଶୁଭେଚ୍ଛା ଜଣାଇବା ସହ ଜୟ…

5 years ago

ମହିଳାଙ୍କୁ ବଳାତ୍କାର ଉଦ୍ୟମ ଅଭିଯୋଗ

ଦିଗପହଣ୍ଡି,୨୧ା୧(ଡି.ଏନ.ଏ.):  ଦିଗପହଣ୍ଡି ବ୍ଲକ ଅଧୀନ ଏକ ଗଁାରେ ଘରେପଶି ଜଣେ ମହିଳାଙ୍କୁ ବଳାତ୍କାର ଉଦ୍ୟମ ନେଇ ମହିଳା ଜଣକ ଗୁରୁବାର ଥାନାରେ ଏତଲା ଦେଇଛନ୍ତି। ଏତଲାକୁ ଭିତ୍ତିକରି…

5 years ago

ନିର୍ବନ୍ଧ ପାଇଁ ଯାଉଥିଲେ: ଜଳ ଭଣ୍ଡାରରେ ଅଟକି ଗଲା ଲଞ୍ଚ

ଭବାନୀପାଟଣା/ଜୟପାଟଣା,୨୧।୧: କଳାହାଣ୍ଡି ଜିଲା ଇନ୍ଦ୍ରାବତୀ ଜଳଭଣ୍ଡାରେ ୭ଜଣଙ୍କୁ ଧରି ଯାଉଥିବା ଏକ ଲଞ୍ଚ ଗୁରୁବାର ଅଟକି ଯାଇଥିଲା। ହେଲେ ଏକ ଆମ୍ବୁଲାନ୍ସ ଡଙ୍ଗା ପହଞ୍ଚି ୭ଜଣଙ୍କୁ ସୁରକ୍ଷିତ…

5 years ago

ଜଙ୍ଗଲରେ ମହିଳାଙ୍କୁ ପୋଡି ହତ୍ୟା

ବଡଗାଁ,୨୧।୧: ସୁନ୍ଦରଗଡ଼ ଜିଲା ବଡଗାଁ ଥାନା ଅନ୍ତର୍ଗତ ବରଙ୍ଗାକଛାର ପଞ୍ଚାୟତ ରାଣୀବୁଡା ଜଙ୍ଗଲରୁ ଗୁରୁବାର ଜଣେ ମହିଳାଙ୍କ ମୃତଦେହ ପୋଲିସ ଜବତ କରିଛି। ସୂଚନା ଅନୁଯାୟୀ, ସ୍ଥାନୀୟ…

5 years ago

କର୍ଲାମୁଣ୍ଡାରେ ଟିକାକରଣ ଆରମ୍ଭ: ପ୍ରଥମ ଦିନରେ ନେଲେ ୫୩ ସ୍ବାସ୍ଥ୍ୟକର୍ମୀ

କର୍ଲାମୁଣ୍ଡା,୨୧।୧(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ଗୋଷ୍ଠୀସ୍ବାସ୍ଥ୍ୟ କେନ୍ଦ୍ର ସଭାଗୃହଠାରେ କୋଭିଡ୍‌-୧୯ ଟିକାକରଣ କାର୍ଯ୍ୟକ୍ରମ ଗୁରୁବାର ଆରମ୍ଭ ହୋଇଯାଇଛି। ଏଥିରେ ଚିକିତ୍ସାଧିକାରୀ ଡଃ ସୌମ୍ୟରଞ୍ଜନ ପାତ୍ର, ଡଃ…

5 years ago

ଦୁର୍ଘଟଣାରେ ଚାଲିଗଲା ମା’, ଝିଅଙ୍କ ଜୀବନ; ବାପା ଗୁରୁତର

ବରଗଡ଼ ଅଫିସ,୨୧।୧: ବରଗଡ଼ ଜିଲା ଭେଡେନ ବ୍ଲକ ବୁର୍ଦ୍ଦା ନିକଟରେ ଗୁରୁବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି ବୋଝେଇ ଟ୍ରାକ୍ଟର ଓ ବାଇକ…

5 years ago

ପୋଖରୀ ହୁଡ଼ାରେ ପଡ଼ି ରହିଛି ବୃଦ୍ଧ ଦମ୍ପତିଙ୍କ ମୃତଦେହ: ପହଞ୍ଚିଲା ଭୋଗରାଇ ପୋଲିସ

ବାଲେଶ୍ୱର ଅଫିସ,୨୧।୧: ବାଲେଶ୍ୱର ଜିଲା ଭୋଗରାଇ ଥାନା ଅନ୍ତର୍ଗତ ଫୁଲ୍‌ବଣି ଗ୍ରାମର ପୋଖରୀ ହୁଡ଼ାରୁ ବୃଦ୍ଧ ଦମ୍ପତିଙ୍କ ମୃତଦେହ ଜବତ କରାଯାଇଛି। ମୃତକ ହେଲେ ଶାନ୍ତି ମଣ୍ଡଳ,…

5 years ago

ଗ୍ରାମ୍ୟ ରୋଜଗାର ସେବକଙ୍କ ଘରେ ଭିଜିଲାନ୍ସ ଚଢାଉ

ନବରଙ୍ଗପୁର,୨୧।୧(ବି.ପ୍ର.): ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ ସିଂସାରୀ ଓ ଭଣ୍ଡାରୀଗୁଡା ପଞ୍ଚାୟତର ଗ୍ରାମ୍ୟ ରୋଜଗାର ସେବକ (ଜିଆର୍‌ଏସ୍‌) ହିମାଞ୍ଜଳ ବାଘଙ୍କ ଘରେ ଭିଜିଲାନ୍ସ ଚଢାଉ ହୋଇଛି। ତାଙ୍କ…

5 years ago

ମର୍ମନ୍ତୁଦ ଦୁର୍ଘଟଣା: ଗୋଟିଏ ପରିବାରର ଚାଲିଗଲା ୩ ଜୀବନ

କଣ୍ଟାମାଳ,୨୧।୧(ଡି.ଏନ.ଏ):ବୌଦ୍ଧ ଜିଲା କଣ୍ଟାମାଳ-ମନମୁଣ୍ଡା ରାସ୍ତାର ଗୋପାଳମାଳଠାରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏକ ଡମ୍ପର ଅଟୋକୁ ଧକ୍କା ଦେବା ଫଳରେ ଗୋଟିଏ ପରିବାରର  ୩ଜଣଙ୍କ ମୃତ୍ୟୁ ଘଟିଛି।…

5 years ago

ସ୍ବାସ୍ଥ୍ୟକେନ୍ଦ୍ରରେ ଅବ୍ୟବସ୍ଥା: ମେଡିକାଲ ସୁପରିଟେଣ୍ଡେଣ୍ଟଙ୍କ ତଦନ୍ତ

ସୋରଡ଼ା,୨୧ା୧(ଡି.ଏନ୍‌.ଏ.)- ବଡ଼ଗଡ଼ ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରର ବିଭିନ୍ନ ସମସ୍ୟାର ପ୍ରତିକାର ନେଇ ସରପଞ୍ଚ ସାରଦା ସବର ଜିଲା ସିଡିଏମ୍‌ଓଙ୍କ ପାଖକୁ ଏକ ଅଭିଯୋଗ ପତ୍ର ଲେଖିଥିଲେ। ସିଡିଏମ୍‌ଓଙ୍କ…

5 years ago