ଆମ ଜିଲା ଖବର

ନକଲି ସର୍ଫ ବିକ୍ରି ଘଟଣା: ଗୋଦାମ ସିଲ୍‌, ମାଲିକଙ୍କୁ କୋର୍ଟ ଚାଲାଣ

ସମ୍ବଲପୁର,୧୭ା୧(ବ୍ୟୁରୋ): ସମ୍ବଲପୁର ଜିଲା କ୍ଷେତରାଜପୁର ଥାନା ଅଞ୍ଚଳ ରେଳ ଫାଟକ ନିକଟ ଓ ଅଇଁଠାପାଲି ଥାନା ନୂଆଁପଡ଼ାସ୍ଥିତ ଗୋଦାମରେ ପୋଲିସ ଚଢାଉ କରିଥିଲା। ଅସଲି ବ୍ରାଣ୍ଡରେ ନକଲି…

5 years ago

ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ କାଠ ଜବତ

ପାରଳାଖେମୁଣ୍ଡି,୧୭ା୧: ଗଜପତି ଜିଲା ମହେନ୍ଦ୍ରଗିରି ଓ ଦେବଗିରି ରେଞ୍ଜ ବନ କର୍ମଚାରୀ ଶନିବାର ବିଳମ୍ବିତ ରାତିରେ ପାଟ୍ରୋଲିଂ ବେଳେ ଏକ ଅଟୋରେ ଚାଲାଣ ହେଉଥିବା ଦେଢ଼କୁଇଣ୍ଟାଲ ରକ୍ତଚନ୍ଦନ…

5 years ago

ସ୍ତ୍ରୀଙ୍କ ଆଗରେ ଚାଲିଗଲା ସ୍ବାମୀଙ୍କ ଜୀବନ

ବରଗଡ଼ ଅଫିସ୍‌,୧୭।୧: ବରଗଡ଼-ସୋହେଲା ରାସ୍ତା ପଥର୍ଲା ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ସଡ଼କ ଦୁର୍ଘଟଣା ଘଟିଛି। ବାଇକ୍‌କୁ ଏକ ଟ୍ରାକ୍ଟର ଧକ୍କା ଦେବାରୁ ସ୍ତ୍ରୀଙ୍କ ଆଗରେ…

5 years ago

ଗିରଫ ହେଲେ ଆର୍‌ଡି ସହକାରୀ ଯନ୍ତ୍ରୀ

ଉମରକୋଟ,୧୭।୧: ନବରଙ୍ଗପୁର ଜିଲା ଉମରକୋଟ ବ୍ଲକ୍‌ ତାଲାପଦର ନାଗୀନଦୀ ଉପରେ ନିର୍ମାଣାଧୀନ ବିଜୁ ସେତୁ ଭୁଶୁଡ଼ିବା ଘଟଣାରେ ଉମରକୋଟ ଗ୍ରାମ୍ୟ ଉନ୍ନୟନ(ଆର୍‌ଡି) ବିଭାଗର ସହକାରୀ ଯନ୍ତ୍ରୀ ଅସିତ…

5 years ago

ଦେଢ଼ କୁଇଣ୍ଟାଲ ରକ୍ତଚନ୍ଦନ ଜବତ, ୩ ଅଟକ

ପାରଳାଖେମୁଣ୍ଡି,୧୭।୧(ଡି.ଏନ୍‌.ଏ.): ଗଜପତି ଜିଲାରେ ବନବିଭାଗକୁ ଏକ ବଡ଼ଧରଣର ସଫଳତା ମିଳିଛି। ବେଆଇନ ରକ୍ତ ଚନ୍ଦନ ଚୋରା ଚାଲାଣ ବେଳେ ଦେଢ଼ କୁଇଣ୍ଟାଲ ରକ୍ତଚନ୍ଦନ ଜବତ କରିଛି ବନବିଗଭାଗ।…

5 years ago

ଚିଲିକାରେ ଡଲ୍‌ଫିନ ଗଣନା ଆରମ୍ଭ

ବ୍ରହ୍ମଗିରି,୧୭।୧(ଡି.ଏନ୍‌.ଏ.): ଚିଲିକାରେ ମୁଖ୍ୟ ଆକର୍ଷଣ ପାଲଟିଥିବା ‘ଇରାଓ୍ବାଡି’ ଡଲ୍‌ଫିନର ଗଣନା କାର୍ଯ୍ୟ ରବିବାର ସକାଳୁ ଆରମ୍ଭ ହୋଇଛି । ଚିଲିକା ଉନ୍ନୟନ କର୍ତ୍ତୃପକ୍ଷ ଓ ବନବିଭାଗର ମିଳିତ…

5 years ago

ଶୁଭ୍ରାଙ୍କୁ କୋଲକାତାରେ ମାରାଥନ ଜେରା

ଭୁବନେଶ୍ୱର,୧୭ା୧(ବ୍ୟୁରୋ): ୧୭ ହଜାର ୫୦୦ କୋଟିର ଚିଟ୍‌ଫଣ୍ଡ ଠକେଇ ମାମଲାରେ ରୋଜ୍‌ଭ୍ୟାଲି ଗ୍ରୁପ୍‌ର ମୁଖ୍ୟ ଗୌତମ କୁଣ୍ଡୁଙ୍କ ସ୍ତ୍ରୀ ଅଭିନେତ୍ରୀ ଶୁଭ୍ରା କୁଣ୍ଡୁଙ୍କୁ ଶୁକ୍ରବାର ସିବିଆଇ କୋଲକାତାସ୍ଥିତ…

5 years ago

ବାଇକ୍‌ରେ ବୁହାହେଲା ମୃତଦେହ

ଜଗନ୍ନାଥପ୍ରସାଦ, ୧୭ା୧(ଡି.ଏନ.ଏ.): ମୃତଦେହକୁ ସମ୍ମାନର ସହ ଘରେ ପହଞ୍ଚାଇବା ପାଇଁ ସରକାର ମହାପ୍ରୟାଣ ଯୋଜନା କରିଛନ୍ତି। କିନ୍ତୁ ଏହି ଯୋଜନା ସବୁ ସ୍ଥାନରେ କାର୍ଯ୍ୟ କରୁନାହିଁ। ଶନିବାର…

5 years ago

ଭାରତ ମହାସାଗରରୁ ମିଳିଲା ବିରଳ ପ୍ରଜାତିର ମାଛ

ବ୍ରହ୍ମପୁର ଅଫିସ,୧୭ା୧: ଗଞ୍ଜାମ ଜିଲା ଗୋପାଳପୁରରେ ଥିବା ଭାରତୀୟ ପ୍ରାଣୀ ବିଜ୍ଞାନ ସର୍ବେକ୍ଷଣ (ଜେଡ୍‌ଏସ୍‌ଆଇ)କୁ ପୁଣି ଏକ ସଫଳତା ମିଳିଛି। ଜେଡ୍‌ଏସ୍‌ଆଇର ବୈଜ୍ଞାନିକ ଡ. ଅନିଲ ମହାପାତ୍ର…

5 years ago

ଯୋଜନା ଅଛି, ସୁହାଉନାହିଁ

ଜଗତ୍‌ସିଂହପୁର ଅଫିସ,୧୭ା୧: କୃଷିଭିତ୍ତିକ ଉଦ୍ୟୋଗ ସ୍ଥାପନ ସାଙ୍ଗକୁ ଖାଦ୍ୟ ପ୍ରକ୍ରିୟାକରଣ ଶିଳ୍ପର ଦ୍ରୁତ ବିକାଶକୁ ଆଖି ଆଗରେ ରଖି ରାଜ୍ୟ ସରକାର ‘ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନା’…

5 years ago