ଆମ ଜିଲା ଖବର

କଅଁଳ କାନ୍ଧରେ ୩ ଭଉଣୀ, ଭାଇଙ୍କ ଦାୟିତ୍ୱ

ନବରଙ୍ଗପୁର,୧୫।୫(ବି.ପ୍ର.): ଏକାକରି ଆରପାରିକୁ ଚାଲିଗଲେ ମା’, ବାପା। ଏବେ ବଡ଼ ଝିଅର କଅଁଳ କାନ୍ଧରେ ୪ ପ୍ରାଣୀଙ୍କ ଦାୟିତ୍ୱ। ମାତ୍ର ୧୬ ବର୍ଷ ବୟସରେ ପାଠପଢ଼ାରେ ମନଦେବା ବଦଳରେ…

5 years ago

ଧରିତ୍ରୀ ପ୍ରଭାବ: ପୂର୍ବ ଅବସ୍ଥାକୁ ଫେରିଲା ରାସ୍ତା

ସୁନାବେଡ଼ା/ ସେମିଳିଗୁଡ଼ା, ୧୫।୫ (ସ୍ବ.ପ୍ର.): ପ୍ରଧାନମନ୍ତ୍ରୀ ଗ୍ରାମ ସଡ଼କ ଯୋଜନାରେ ୨୬ ନଂ. ଜାତୀୟ ରାଜପଥଠାରୁ ଗୋପାଳପୁଟ ଗ୍ରାମ ପର୍ଯ୍ୟନ୍ତ ନିର୍ମାଣ ହୋଇଥିବା କଂକ୍ରିଟ୍‌ ରାସ୍ତା ଉପରେ…

5 years ago

ଜୟପୁରରେ ହେଲା ଜାତୀୟ ପତାକା ଅର୍ଦ୍ଧନମିତ

ଜୟପୁର, ୧୫।୫(ନି.ପ୍ର.)-ଜୟପୁର ଟ୍ରାଫିକ ଛକ ନିକଟରେ ଥିବା ଜାତୀୟ ପତାକା ଶନିବାର ଅର୍ଦ୍ଧନମିତ ହୋଇଛି। ଆବୁଧାବିର ଶାସକ ତଥା ୟୁନାଇଟେଡ୍‌ ଆରବ ଏମିରେଟ୍ସର ସଭାପତି ଶେଖ୍‌ ଖଲିଫା…

5 years ago

ଲୋରେଶ ଗ୍ରାମକୁ ରାସ୍ତା ନାହିଁ

ଦଶମନ୍ତପୁର, ୧୫।୫( ଡି.ଏନ୍‌.ଏ.): କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ ଅନ୍ତର୍ଗତ ପିଣ୍ଡାପଦର ପଞ୍ଚାୟତର ଲୋରେଶ ଗ୍ରାମକୁ ରାସ୍ତା ନାହିଁ। ଏନେଇ ବହୁବାର ଜିଲା ଏବଂ ବ୍ଲକ ପ୍ରଶାସନକୁ ଅବଗତ…

5 years ago

ଶିକ୍ଷକ ନିଯୁକ୍ତି ପରେ ଖୋଲିଲା ତାଲା

ମାଲକାନଗିରି,୧୫।୫(ଡି.ଏନ.ଏ.): ମାଲକାନଗିରି ଜିଲା କୁର୍ସୁବାଡାରେ ଥିବା ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟରେ ଶିକ୍ଷକ ଅଭାବ ଯୋଗୁ ଛାତ୍ରୀଛାତ୍ରଙ୍କ ପାଠପଢ଼ା ବାଧାପ୍ରାପ୍ତ ହେଉଥିବାରୁ ଶିକ୍ଷକ ନିଯୁକ୍ତି ଦାବିକରି ଶୁକ୍ରବାର ଅଭିଭାବକ…

5 years ago

ନଳକୂପରୁ ବାହାରୁଛି ଲୌହ ଅଂଶ, ଚୁଆପାଣି ଭରସା

ମାଲକାନଗିରି, ୧୫।୫ (ଡି.ଏନ.ଏ.): ମାଲକାନଗିରି ଜିଲା ସଦର ମହାକୁମାରେ ଏବେ ମଧ୍ୟ ଲୋକେ ଚୁଆପାଣି ପିଉଥିବା ଦେଖିବାକୁ ମିଳିଛି। ତାରିଣୀ ମନ୍ଦିର ସାହିରେ ପାନୀୟ ଜଳ ପାଇଁ ଥିବା…

5 years ago

ବିଡିଓ,ସହକାରୀ ଯନ୍ତ୍ରୀଙ୍କ ବାସଭବନରୁ କଟିଲା ବିଦ୍ୟୁତ୍‌

ସେମିଳିଗୁଡା/ସୁନାବେଡା, ୧୫।୫(ସ୍ବ.ପ୍ର.): ୨ଜଣ ସରକାରୀ ଅଧିକାରୀଙ୍କ କ୍ୱାର୍ଟସରେ ସ୍ବୀକୃତି ନ ଥାଇ ସଂଯୋଗ ହୋଇଥିବା ବିଦ୍ୟୁତ୍‌କୁ କାଟିଛି ବିଦ୍ୟୁତ୍‌ ବିଭାଗ। ସେମିଳିଗୁଡା ବ୍ଲକ ବିଡିଓ ଏବଂ ସହକାରୀ…

5 years ago

ରାୟଗଡ଼ା ଜିଲାରେ ସ୍କୁଲକୁ ଆସୁନାହାନ୍ତି ୬୩୯୨ ଛାତ୍ରୀଛାତ୍ର

ରାୟଗଡ଼ା ଅଫିସ,୧୫।୫: କରୋନା ସ୍ଥିତିରେ ସୁଧାର ଆସିବା ପରେ ସମସ୍ତ ସ୍କୁଲ ଖୋଲିବା ସହ ପାଠପଢ଼ା ସ୍ବାଭାବିକ ହୋଇଛି। ହେଲେ ରାୟଗଡ଼ା ଜିଲାରେ ପୂର୍ବଭଳି ପିଲାମାନେ ସ୍କୁଲ ଆସୁ…

5 years ago

୨୦ ବର୍ଷର ସ୍ବପ୍ନ ପୂରଣ ହେଲା: କାଦଦୋରା ଗାଁରେ ନଳକୂପ ଖନନ ହେଲା

ପାପଡ଼ାହାଣ୍ଡି/ମଇଦଲପୁର,୧୫।୫(ଡି.ଏନ୍‌.ଏ.): ଗ୍ରାମ ବସତିର ୨୦ ବର୍ଷ ପରେ ଗ୍ରାମବାସୀଙ୍କ ସ୍ବପ୍ନ ସାକାର ହୋଇଛି। ନବରଙ୍ଗପୁର ଜିଲା ପାପଡ଼ାହାଣ୍ଡି ବ୍ଲକ ମଇଦଲପୁର ପଞ୍ଚାୟତ କାଦଦୋରା ଗ୍ରାମରେ ଶନିବାର ନଳକୂପ…

5 years ago

ପରଜା ମିନିଗୁଡ଼ିରେ ଭତ୍ତାରୁ ବଞ୍ଚିତ ଅନେକ ବୟସ୍କ

ନନ୍ଦାହାଣ୍ଡି,୧୫।୫(ଡି.ଏନ୍‌.ଏ.): ପରିଣତ ବୟସରେ ଆଖିକୁ ଭଲରେ ଦେଖାଯାଉନି। ଆଗଭଳି ଗୋଡ଼, ହାତ ମଧ୍ୟ କାମ କରୁନି। ତଥାପି ଅସହାୟ ଅବସ୍ଥାରେ ବାର୍ଦ୍ଧକ୍ୟ ଓ ବିଧବା ଭତ୍ତା ପାଇଁ…

5 years ago