ଆମ ଜିଲା ଖବର

ଚାଷୀଙ୍କୁ ଦିଆଯାଉଛି ପୁରୁଣା କୃଷି ଯନ୍ତ୍ରପାତି

ବାରିପଦା ଅଫିସ,୬ା୧୨- ମୟୂରଭଞ୍ଜ ଜିଲା ବାରିପଦାରେ କୃଷକମାନଙ୍କୁ ପୁରୁଣା ଯନ୍ତ୍ରପାତିକୁ ରଙ୍ଗ ଦେଇ ନୂଆ କରି ବିକ୍ରୟ କରାଯାଉଛି। ଏହାକୁ କୃଷକ ମହଲରେ ବିରୋଧ କରାଯାଇଛି। ସୂଚନା…

4 years ago

ଜବରଦଖଲ ଉଚ୍ଛେଦକୁ ନେଇ ଅଡୁଆ ପରିସ୍ଥିତି

ଭଦ୍ରକ ଅଫିସ/ବନ୍ତ,୬।୧୨(ଡି.ଏନ.ଏ.)- ଭଦ୍ରକ ଜିଲା ବନ୍ତ ତହସିଲ କାର୍ଯ୍ୟାଳୟରେ ପଶି ଜଣେ ବ୍ୟକ୍ତି ତହସିଲଦାରଙ୍କୁ ଦୁର୍ବ୍ୟବହାର କରିବା ସହ ହତ୍ୟା ଧମକ ଦେଇଥିବା ନେଇ ଅଭିଯୋଗ ହୋଇଛି।…

4 years ago

ଜେଲ୍‌ରେ ଥିବା ଅଭିଯୁକ୍ତଙ୍କ ନାମରେ ଲୁଟ୍‌ ମାମଲା ରୁଜୁ: -ସୋର ଥାନା ଏଏସ୍‌ଆଇ ନିଲମ୍ବିତ

  ବାଲେଶ୍ୱର ଅଫିସ/ସୋର, ୬।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ସୋର ଉପକାରାଗାରରେ ଦଣ୍ଡ ଭୋଗୁଥିବା ଜଣେ ଅଭିଯୁକ୍ତଙ୍କ ନାମରେ ପୋଲିସ ଲୁଟ୍‌ ମାମଲା ରୁଜୁ କରିବା ଓ କାଗଜପତ୍ରରେ ତାଙ୍କୁ…

4 years ago

ରାସ୍ତା ମରାମତି ନ ହେଲେ ଆନ୍ଦୋଳନ : ଚେତାବନୀ ଦେଲା ଯୁବ କଂଗ୍ରେସ

ଜଳେଶ୍ୱର, ୬।୧୨(ସ୍ବ.ପ୍ର./ଡି.ଏନ.ଏ.)-ଜଳେଶ୍ୱର ବ୍ଲକ ରାଇବଣିଆର ୧୪ଟି ପଞ୍ଚାୟତର ଲାଇଫ ଲାଇନ୍‌ କୁହାଯାଉଥିବା ଜଳେଶ୍ୱର-ଓଲମରା ଶାନ୍ତିପୁର ରୋଡ଼ର ଦୁରବସ୍ଥା ବଦଳୁ ନାହିଁ। ୩ମାସ ପୂର୍ବରୁ ଜିଲାପାଳ ଦେଇଥିବା ପ୍ରତିଶ୍ରୁତି…

4 years ago

ଆନନ୍ଦପୁର ଡାକ୍ତରଖାନାରେ କାୟାକଳ୍ପ ଟିମ୍‌ : ସବୁ ବିଭାଗ ବୁଲି ସ୍ବଚ୍ଛତାର ସ୍ଥିତି ପରଖିଲେ

ଘସିପୁରା , ୬।୧୨ (ଡି.ଏନ.ଏ.)-କେନ୍ଦ୍ରୀୟ ଯୋଜନା ‘କାୟାକଳ୍ପ’ର ଏକ ସ୍ବତନ୍ତ୍ର ଟିମ ଗୁରୁବାର ଆନନ୍ଦପୁର ଉପଖଣ୍ଡ ଡାକ୍ତରଖାନାରେ ପହଞ୍ଚି ସ୍ବଚ୍ଛତାର ସ୍ଥିତି ପରଖିଛନ୍ତି। ଏହି ଟିମ୍‌ ପହଞ୍ଚିବା…

4 years ago

ଖଣି କମ୍ପାନୀ ସମ୍ମୁଖରେ ଧାରଣାରତ ଲୋକଙ୍କୁ ଆକ୍ରମଣ ଉତ୍ତେଜନା, ଥାନାରେ ଏତଲା

ଯୋଡ଼ା, ୬।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ଯୋଡା ବ୍ଲକ ତଥା ବାମେବାରୀ ଥାନା ଅନ୍ତର୍ଗତ ଜୁରୁଡି ଖଣିରେ ଗୁରୁବାର ଧାରଣାରତ ଲୋକଙ୍କୁ କେତେଜଣ ବ୍ୟକ୍ତି ଆକ୍ରମଣ କରିଛନ୍ତି ା ଏଥି…

4 years ago

ଗ୍ୟାସ ସିଲିଣ୍ଡରରୁ ଅଗ୍ନିକାଣ୍ଡ, ମହିଳା ଅର୍ଦ୍ଧଦଗ୍ଧ

ଦିଗପହଣ୍ଡି,୫ା୧୨(ଡି.ଏନ.ଏ.)- ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ନୂଆସାହିରେ ରନ୍ଧନ ଗ୍ୟାସ ସିଲିଣ୍ଡରରୁ ଗ୍ୟାସ ଲିକ୍‌ ହୋଇ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଜଣେ ମହିଳା ଅର୍ଦ୍ଧଦଗ୍ଧ ହୋଇଥିବା ଜଣାପଡିଛି। ସେ…

4 years ago

ଦୁର୍ଘଟଣାରେ ନାତୁଣୀ ମୃତ, ଜେଜେଙ୍କ ସହ ଡ୍ରାଇଭର ଗୁରୁତର

ରାୟଗଡ଼ା ଅଫିସ, ୫।୧୨ ରାୟଗଡ଼ା ଜିଲା ଗୁମ୍ମା ପଞ୍ଚାୟତ ପୁଞ୍ଜିପାଇ ଗାଁରେ ବୁଧବାର ବିଳମ୍ବିତ ରାତିରେ ଘଟିଥିବା ଦୁର୍ଘଟଣାରେ ନାତୁଣୀଙ୍କ ମୃତ୍ୟୁ ହୋଇଥିବା ବେଳେ ଜେଜେ ଓ…

4 years ago

କୋଇଲା ବୋଝେଇ ଟ୍ରେନ୍‌ରେ ନିଆଁ

ଜେକେପୁର, ୫।୧୨-ରାୟଗଡ଼ା ଷ୍ଟେସନରୁ ୧୦କି.ମି. ଦୂର ସିଙ୍ଗାପୁର ରେଳ ଷ୍ଟେସନରେ ଗୁରୁବାର ସନ୍ଧ୍ୟାରେ ଏକ କୋଇଲା ବୋଝେଇ ଟ୍ରେନରେ ନିଆଁ ଲାଗିଥିଲା। ଉକ୍ତ ଟ୍ରେନ୍‌ଟି ବିଶାଖାପାଟଣାରୁ ଟିଟିଲାଗଡ଼…

4 years ago

ବିଶାଖାପାଟଣା ଷ୍ଟେସନରୁ ଓଡିଆ ଶ୍ରମିକଙ୍କ ମୃତଦେହ ଉଦ୍ଧାର, ହତ୍ୟା ସନ୍ଦେହ

ଚିକିଟି,୫ା୧୨(ଡି.ଏନ୍‌.ଏ.)- ଗଞ୍ଜାମଜିଲା ଚିକିଟି ବିଜ୍ଞାପିତ ଅଞ୍ଚଳ ପରିଷଦ କରବାଲୁଆ ଗ୍ରାମର ଜଣେ ଶ୍ରମିକଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଥିବା ଜଣାପଡିଛି। ମୃତ ଶ୍ରମିକ କରବାଲୁଆର ବିଜୁଳି ସେଠୀ (୧୮)।…

4 years ago