ଆମ ଜିଲା ଖବର

ତୈଳ ସନ୍ଧାନରେ ଫୁଟୁଛି ଡିନାମାଇଟ୍‌, ଫାଟିଲା ଘର

ଗୋପ,୧୧।୧(ଡି.ଏନ୍‌.ଏ.): ପୁରୀ ଜିଲାର ଗୋପ, କୋଣାର୍କ ଅଞ୍ଚଳରେ ତୈଳ ସନ୍ଧାନ ଚାଲୁଥିବାବେଳ ମାଟି ତଳେ ଡିନାମାଇଟ ଫୁଟୁଛି। ଗାଁ ନିକଟରେ ଡିନାମାଇଟ ଫୁଟୁଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡୁଛନ୍ତି।…

5 years ago

କାଗଜ କଲମରେ କଳାଗ୍ରାମ

କାମାକ୍ଷାନଗର, ୧୧।୧ (ସୁଧୀର କୁମାର ପରିଡ଼ା): ଘରେ ଘରେ କଳାକାର। କମିନି କଳାର ଆଦର। ପିଢ଼ି ପରେ ପିଢ଼ି ନିଷ୍ଠାପର ଉଦ୍ୟମ ବଳରେ ଗ୍ରାମରେ ଏବେ ବି…

5 years ago

ବାଉଁଶ କାରିଗରଙ୍କୁ ସ୍ବାବଲମ୍ବୀ କରିବାକୁ ପ୍ରୟାସ

ବାଲେଶ୍ୱର ଅଫିସ, ୧୧।୧-କୌଳିକ ବୃତ୍ତିକୁ ପାଥେୟ କରି ପରିବାର ଭରଣପୋଷଣ କରୁଥିବା ବାଉଁଶ କାରିଗରଙ୍କ ପରିବାର ଦୟନୀୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କୁ ମିଳୁନି ପ୍ରସ୍ତୁତ ସାମଗ୍ରୀର ଉଚିତ୍‌…

5 years ago

ଦେବଗଡ଼ରୁ ଶୁଭାରମ୍ଭ ହେଲା ବିଜୁ ଯୁବ-ଛାତ୍ର ନେତୃତ୍ୱ ସମ୍ମିଳନୀ

ଦେବଗଡ଼,୧୦ା୧(ଡି.ଏନ.ଏ)- ଦେବଗଡ ଜିଲା ବିଜୁ ଜନତାଦଳ ଆନୁକୂଳ୍ୟରେ ଦେବଗଡ ସ୍ଥିତ ବସନ୍ତ ନିବାସ ଡାକବଙ୍ଗଳା ପରିସରରେ ଶନିବାର ବିଜୁ ଯୁବ-ଛାତ୍ର ନେତୃତ୍ୱ ସମ୍ମିଳନୀ ଅନୁଷ୍ଠିତ ହୋଯାଇଛି। ଦେବଗଡ…

5 years ago

ବାର୍ଥଡେ ପାର୍ଟିରେ ଲୁହା ରଡ଼ରେ ପିଟି ଯୁବକଙ୍କୁ ହତ୍ୟା

ନୂଆଗାଁ, ୧୦।୧: ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ହାତୀବାରି ଥାନା ଅନ୍ତର୍ଗତ ପୁରୁଣାପାଣି କଦମଟୋଲା ବସ୍ତିରେ ଶନିବାର ରାତିରେ ଘଟିଛି ଏକ ହତ୍ୟାକାଣ୍ଡ। ଜନୈକ ବ୍ୟକ୍ତିଙ୍କ ଘରେ…

5 years ago

ପିକ୍‌ନିକ୍‌ ହେଲା କାଳ: ନଦୀରେ ବୁଡି ଜଣେ ମୃତ

ରାଉରକେଲା ଅଫିସ/ନୂଆଗାଁ,୧୦।୧: ସୁନ୍ଦରଗଡ଼ ଜିଲା ବିଶ୍ରା ଥାନା ନୂଆଗାଁ ବ୍ଲକ ଅନ୍ତର୍ଗତ କୋଏଲ ନଦୀର ତେତେରକେଲା ଘାଟରେ ରବିବାର ଅପରାହ୍ନରେ ଘଟିଛି ଅଘଟଣ। ପିକ୍‌ନିକ୍‌ କରିବାକୁ ଯାଇ…

5 years ago

ଭୁଶୁଡିଲା ବିଜୁ ସେତୁ: ଜଣେ ମୃତ ୩ଗୁରୁତର

ନବରଙ୍ଗପୁର/ଉମରକୋଟ,୧୦ା୧: ନବରଙ୍ଗପୁର ଜିଲା ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ବିଜୁ ସେତୁ ଯୋଜନାରେ ତିଆରି ଚାଲିଥିବା ପୋଲ ଭୁଶୁଡି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା…

5 years ago

ଅଳ୍ପକେ ବର୍ତ୍ତିଲେ ଯବାନ: ଅଫୁଟା ଲ୍ୟାଣ୍ଡମାଇନ ଜବତ

ଚିତ୍ରକୋଣ୍ଡା,୧୦ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତ ଅଧୀନ ହାଣ୍ଡିଖାଲ ଜଙ୍ଗଲରୁ କୋମ୍ବିଂ ଅପରେଶନ ବେଳେ ବିଏସ୍‌ଏଫ୍‌ ଯବାନ ଏକ ଅଫୁଟା…

5 years ago

ଈର୍ଷାପରାୟଣ ହୋଇ ଝିଆରୀଙ୍କୁ ହତ୍ୟା କଲେ ଖୁଡ଼ୀ

ବରଗଡ଼ ଅଫିସ୍‌,୧୦।୧: ବରଗଡ଼ ଜିଲା ପାଇକମାଳ ଥାନା ଅଧୀନ ଯୋଗିନ୍ଦ୍ରନାଥପୁର ଗ୍ରାମର ଜଣେ ନାବାଳିକାଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପାରିବାରିକ କଳହ ହତ୍ୟାର କାରଣ…

5 years ago

ଶୁଖିଲା ପଡିଛି ମହାନଦୀ

ବୌଦ୍ଧ,୧୦।୧: ଛତିଶଗଡ଼ ସରକାର ମହାନଦୀର ଉପରମୁଣ୍ଡରେ ବ୍ୟାରେଜ ନିର୍ମାଣ କରିବା ପରେ ମହାନଦୀରେ ଜଳସ୍ତର କମିବାରେ ଲାଗିଛି । ବିଶେଷ କରି ଖରାଦିନେ ମହାନଦୀ ଶୁଖିଲା ପଡୁଛି…

5 years ago