ଆମ ଜିଲା ଖବର

ଆଇଆଇସି ମୃତ୍ୟୁ ଘଟଣାରେ ମୁହଁ ଖୋଲିଲେ ସ୍ତ୍ରୀ

ଗୁଣପୁର/ରାମନାଗୁଡ଼ା,୨୭ା୩(ଡି.ଏନ୍‌.ଏ.): ସର୍ଭିସ ରିଭଲଭରରୁ ଗୁଳି ଫୁଟି ଗଞ୍ଜାମ ଜିଲା ଗାଙ୍ଗପୁର ଥାନା ଆଇଆଇସି ଦେବ୍‌ ଗମାଙ୍ଗଙ୍କ ମୃତ୍ୟୁ ଘଟଣାରେ ଶନିବାର ମୁହଁ ଖୋଲିଛନ୍ତି ସ୍ତ୍ରୀ କିରଣ ମହାନ୍ତି।…

5 years ago

ଅଳିଆରେ ନିଆଁ ଲଗାଉଥିଲେ ଜଳିଗଲା ଘର

ଧାମନଗର,୨୭।୩(ଡି.ଏନ.ଏ.): ଭଦ୍ରକ ଜିଲା ଧାମନଗର ବ୍ଲକ ଅଧୀନ ଗୋବିନ୍ଦପୁର ପଞ୍ଚାୟତ ଖାରିଜକୋରୁଆ ଗ୍ରାମର ସୂର୍ଯ୍ୟମଣି ମିଶ୍ରଙ୍କ ଘରେ ରବିବାର ନିଆଁ ଲାଗି ଯାଇଥିଲା। ଏଥିରେ ୫ ବଖରା…

5 years ago

ଘରୁ ଡାକି ଛୁରୀ ଭୁସି ଦେଲେ

ଯୋଡ଼ା,୨୭।୩(ଡି.ଏନ.ଏ.): କେନ୍ଦୁଝର ଜିଲା ଯୋଡ଼ା ସହରର ଗଣେଶ ଭବନଠାରେ ଜଣେ ଯୁବକଙ୍କୁ ଦୁର୍ବୃତ୍ତମାନେ ଛୁରୀ ଭୁସି ହତ୍ୟା କରିଛନ୍ତି। ମୃତକ ହେଲେ ନାଜିମ ଶେଖ(୨୨)। ତାଙ୍କ ଘର…

5 years ago

ଗ୍ରାମଦେବୀଙ୍କ ଅଳଙ୍କାର ଚୋରି କରି ରାସ୍ତାରେ ଫିଙ୍ଗି ଦେଲେ

ରାଜନଗର,୨୭ା୩ (ଡି.ଏନ୍‌.ଏ.): କେନ୍ଦ୍ରାପଡ଼ା ଜିଲା ରାଜନଗର ଗଁାର ଆରାଧ୍ୟା ଗ୍ରାମଦେବତୀ ମା’ ଖରାଖାଇଙ୍କୁ ଜଣେ ମଦ୍ୟପ ଆସ୍ଥାନରୁ ଉଠାଇ ରାସ୍ତାରେ ଫିଙ୍ଗି ଦେବା ସହ ସୁନା, ରୁପା…

5 years ago

ବିବାହ ଉତ୍ସବରୁ ଫେରୁଥିବା ବେଳେ ଦୁର୍ଘଟଣା

ଲୋଇସିଂହା,୨୭।୩(ଡି.ଏନ୍‌.ଏ): ବଲାଙ୍ଗୀର ଜିଲା ଲୋଇସିଂହା ବ୍ଲକ ତଲିଉଡାର ତଳିବନ୍ଧ ନିକଟରେ ଏକ ଅଟୋ ଭାରସାମ୍ୟ ହରାଇ ଓଲଟି ପଡିବାରୁ ଜଣେ ବୃଦ୍ଧାଙ୍କ ମୃତ୍ୟୁ ଘଟିଛି । ଏଥିରେ…

5 years ago

ପୂର୍ବତନ କର୍ପୋରେଟରଙ୍କ ଘରେ ପଶି ହତ୍ୟା ଧମକ

ବ୍ରହ୍ମପୁର ଅଫିସ,୨୭।୩: ଗଞ୍ଜାମ ଜିଲାରେ ପୌର ନିର୍ବାଚନ ଶେଷ ହୋଇଛି। ହେଲେ ନିର୍ବାଚନୀ ହିଂସା ଥମିବାର ନାଁ ନେଉ ନାହିଁ। ଶନିବାର ବିଳମ୍ବିତ ରାତିରେ ଗୋଷାଣୀ ନୂଆଗାଁ…

5 years ago

ପରପାରିରେ ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌

ବରଗଡ଼ ଅଫିସ,୨୭।୩: ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ରବିବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ…

5 years ago

କ୍ଷେପଣାସ୍ତ୍ର ଏସ୍‌ଆର୍‌ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୭ା୩: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ପେକ୍ଷଣାସ୍ତ୍ର ଏସ୍‌ଆରଏସ୍‌ଏମ୍‌ ସଫଳ ଉତ୍‌କ୍ଷେପଣ ହୋଇଛି। ରବିବାର ପୂର୍ବାହ୍ନରେ ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର…

5 years ago

ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ…

5 years ago

ନିଆଁ ଦାଉରୁ ରକ୍ଷା ପାଇଲା ସଂରକ୍ଷିତ ଜଙ୍ଗଲ

ମୁନିଗୁଡ଼ା,୨୭ା୩(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲା ମୁନିଗୁଡ଼ା ବନାଞ୍ଚଳ ଓ ବନଖଣ୍ଡ ଅଧୀନ ପାତ୍ରଗୁଡ଼ା ଗାଁ ନିକଟ ସଂରକ୍ଷିତ ଶାଗୁଆନ ଜଙ୍ଗଲରେ ଶନିବାର ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଯୁବଗୋଷ୍ଠୀ ଏବଂ ବନ…

5 years ago