ଆମ ଜିଲା ଖବର

କପିଳାସ ଚିଡିଆଖାନାକୁ ଗଲା ଉଦ୍ଧାର ହାତୀ ଛୁଆ

ବ୍ରହ୍ମପୁର ଅଫିସ,୩୧ା୧୨-ଗଞ୍ଜାମ ଜିଲା ଚିକିଟି ବ୍ଲକ ବାହୁଦା ନଦୀ ତଟ ଚିଙ୍ଗୁଡ଼ି ଘେର ଜାଲରେ ଫସିଯାଇଥିବା ହାତୀ ଛୁଆକୁ ମଙ୍ଗଳବାର ସ୍ଥାନୀୟ ଲୋକେ ଉଦ୍ଧାର କରି ବନ…

5 years ago

ଆଧୁନିକ ପ୍ରଣାଳୀରେ କଲରା ଚାଷ: ଯୁବ ଗୋଷ୍ଠୀଙ୍କ ପାଇଁ ପ୍ରେରଣା ସାଜିଛନ୍ତି ରଶ୍ମି

ପୁରୁଣାକଟକ,୩୧ା୧୨(ଡି.ଏନ୍‌.ଏ.): ବୌଦ୍ଧ ଜିଲା ହରଭଙ୍ଗା ବ୍ଲକ ରାମଗଡ଼ ପଞ୍ଚାୟତ କୋଇଲିସୁତା ଗ୍ରାମର ଯୁବ ଚାଷୀ ରଶ୍ମି ରଞ୍ଜନ ବାଘ(୩୫)। ବର୍ତ୍ତମାନ ସେ ଚାକିରି ଛାଡି ଚାଷ କାର୍ଯ୍ୟ…

5 years ago

ପଞ୍ଚାୟତ ଜିପିଇଓଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୩୧ା୧୨: ଆୟବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ପୁଇଁତଲା ପଞ୍ଚାୟତର ଜିପିଇଓ ବିହାରୀଲାଲ ବାରିକଙ୍କ ଘରେ ଭିଜିଲାନ୍ସ ବିଭାଗ ଚଢ଼ାଉ…

5 years ago

ବରଗଛରେ ଝୁଲୁଛି ପ୍ରେମୀଯୁଗଳଙ୍କ ମୃତଦେହ

ମାଲକାନଗିରି,୩୧ା୧୨(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସଦରମହକୁମା ଜବରଦସ୍ତ କଲୋନୀର ମନ୍ଦିର ନିକଟରେ ଥିବା ଏକ ବରଗଛରୁ ଯୁବକ ଓ ଯୁବତୀଙ୍କ ଝୁଲନ୍ତା ମୃତଦେହ ଜବତ କରାଯାଇଛି। ଉଭୟଙ୍କ ମୃତଦେହ…

5 years ago

ସୁଧୁରୁନି ସମସ୍ୟା, ଅଣନିଃଶ୍ୱାସୀ ଲୋକେ

ଫୁଲବାଣୀ ଅଫିସ, ୩୧।୧୨: କନ୍ଧମାଳ ଜିଲା ଚକାପାଦ ବ୍ଲକରେ ଏବେ ବି ଅନେକ ଗ୍ରାମ ରହିଛି ଯେଉଁଠି ବିକାଶ ପହଞ୍ଚି ପାରିନାହିଁ। ଲୋକେ ବିଭିନ୍ନ ସମସ୍ୟା ମଧ୍ୟରେ ରହିଛନ୍ତି।…

5 years ago

ଶିଳ୍ପସଂସ୍ଥାରେ ସ୍ଥାନୀୟ ନିଯୁକ୍ତିକୁ ଅଣଦେଖା

କେନ୍ଦୁଝର, ୩୧।୧୨(ଡି.ଏନ୍‌.ଏ.): ରତ୍ନଗର୍ଭା କେନ୍ଦୁଝର ଜିଲା ଉପରେ ପ୍ରତିଷ୍ଠିତ ଖଣି କମ୍ପାନୀଗୁଡ଼ିକ ଆଖି ପକାଇଥିବା ଅଭିଯୋଗ ହୋଇଥିଲେ ମଧ୍ୟ ଜିଲାବାସୀଙ୍କ ଦୀର୍ଘଦିନର ଦାବି ବୃହତ୍‌ ଇସ୍ପାତ ପ୍ରକଳ୍ପ…

5 years ago

ପର୍ଯ୍ୟଟକ ଅପେକ୍ଷାରେ ପର୍ଯ୍ୟଟନସ୍ଥଳୀ

ଚମ୍ପୁଆ,୩୧।୧୨(ଡି.ଏନ.ଏ): କେନ୍ଦୁଝର ଜିଲାର ଚମ୍ପୁଆ ଉପଖଣ୍ଡରେ ରହିଥିବା ପର୍ଯ୍ୟଟନସ୍ଥଳୀ କେଶରୀ କୁଣ୍ଡ ଓ କଙ୍ଗିରା ମୁହାଣ(ଦୋ ମୁହାଣି) ଚଳିତ ବର୍ଷ ପର୍ଯ୍ୟଟକଙ୍କୁ ଆକୃଷ୍ଟ କରିପାରିନି। କୋଭିଡ୍‌ କଟକଣା…

5 years ago

ନକଲି ପନିର୍‌ ମାମଲା: ବ୍ୟବସାୟୀ ଗିରଫ

କଟକ ଅଫିସ୍‌,୩୧।୧୨: କଟକର ଚାଉଳିଆଗଞ୍ଜ ନକଲି ପନିର୍‌ ମିଳିବା ଘଟଣାରେ ଜଣେ ବ୍ୟବସାୟୀଙ୍କୁ ଗୁରୁବାର ଗିରଫ କରିଛି ପୋଲିସ। ୨୭୨, ୨୭୩, ୪୨୦ ଏବଂ ୩୪ ଆପିସି…

5 years ago

ଗଛରେ ପିଟି ହେଲା ବୋଲେରୋ: ଚାଲିଗଲା ୪ ଜୀବନ

କେନ୍ଦୁଝର,୩୧।୧୨:(ସ୍ବ.ପ୍ର.): କେନ୍ଦୁଝର ଜିଲା ହରିଚନ୍ଦନପୁର ବ୍ଲକ ପଣ୍ଡାପଡା ଥାନା ଅନ୍ତର୍ଗତ ସୋମଗିରି ଗ୍ରାମ ନିକଟସ୍ଥ ଜଙ୍ଗଲ ରାସ୍ତାରେ ଭାରସାମ୍ୟ ହରାଇ ଗଛରେ ପିଟି ହୋଇଛି ବୋଲେରୋ। ଏଥିରେ…

5 years ago

୧,୨୮,୨୫୦ ଶିଶୁଙ୍କୁ ଦିଆଯିବ ପୋଲିଓ ବୁନ୍ଦା

ଖୋର୍ଦ୍ଧା ଅଫିସ,୩୧।୧୨:ପୋଲିଓ ପ୍ରତିଷେଧକ ଟିକାକରଣ ଲାଗି ଜିଲା ଟାସ୍କ ର୍ଫୋସ କମିଟି ବୈଠକ ବୁଧବାର ଜିଲା ଗ୍ରାମ୍ୟ ଉନ୍ନୟନ ସଂସ୍ଥା ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ…

5 years ago