ଆମ ଜିଲା ଖବର

୨୪ରେ ଓଏଚ୍‌ଆରସିଙ୍କ କେନ୍ଦୁଝର ଗସ୍ତ

କେନ୍ଦୁଝର, ୨୨।୧୧(ସ୍ବ.ପ୍ର.): କେନ୍ଦୁଝର ଜିଲାରେ ହୋଇଥିବା ତ୍ରୁଟିପୂର୍ଣ୍ଣ ଏନ୍‌ଏଚ୍‌ ୪୯ର ତଦନ୍ତ ଆସନ୍ତା ୨୪ ତାରିଖରେ କରାଯିବ। ଏନେଇ ଓଡ଼ିଶା ମାନବାଧିକାର କମିଶନ (ଓଏଚ୍‌ଆର୍‌ସି) ଚିଠି ନମ୍ବର…

5 years ago

ଜାମୁଝାଡ଼ି ସମବାୟ ସମିତି ଗୋଦାମ ସିଲ୍‌

ସିମୁଳିଆ,୨୨।୧୧(ଡି.ଏନ.ଏ.): ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତିଙ୍କ ନିର୍ଦ୍ଦେଶରେ ଜିଲା ଯୋଗାଣ ବିଭାଗ ଶନିବାର ରାତିରେ ସିମୁଳିଆ ବ୍ଲକ ଜାମୁଝାଡ଼ି ସେବା ସମବାୟ ସମତିର ଗୋଦାମ ଗୃହକୁ ସିଲ୍‌ କରିଛି।…

5 years ago

ଭିଜିଲାନ୍ସ ଜାଲରେ ଆଇସିଡିଏସ୍‌ ସୁପରଭାଇଜର

ନୂଆପଡା, ୨୨।୧୧(ଡି.ଏନ୍‌.ଏ.): ନୂଆପଡା ଜିଲା ସିନାପାଲି ବ୍ଲକର ଆଇସିଡିଏସ୍‌ ସୁପରଭାଇଜର ହର୍ଷମଣି ଦେଈ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ସିନାପାଲି ବ୍ଲକର ଆଇସିଡିଏସ୍‌ ସୁପରଭାଇଜର ହର୍ଷମଣି ସ୍ଥାନୀୟ ସାଗୁନଭାଡି…

5 years ago

କନ୍ଧମାଳରେ ମୁଖ୍ୟମନ୍ତ୍ରୀ

ଫୁଲବାଣୀ ଅଫିସ,୨୨।୧୧: ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସୋମବାର କନ୍ଧମାଳ ଷ୍ଟାଡିୟମରେ ପହଞ୍ଚିଛନ୍ତି। ପରେ ବିଜୁ ସ୍ବାସ୍ଥ୍ୟ ସ୍ବାସ୍ଥ୍ୟ କଲ୍ୟାଣ ଯୋଜନାରେ ସ୍ମାର୍ଟ କାର୍ଡ ବଣ୍ଟନ କାର୍ଯ୍ୟକ୍ରମ ରହିଛି।…

5 years ago

ଟ୍ରେନ୍‌ରେ କଟି ଯୁବକଙ୍କ ପ୍ରାଣଗଲା

ଟେନ୍‌ସା,୨୨ା୧୧(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଟେନ୍‌ସା ଫାଣ୍ଡି ଅନ୍ତର୍ଗତ ବରସୁଆଁ ବସ୍‌ଷ୍ଟାଣ୍ଡ ନିକଟରେ ଯାଇଥିବା ରେଲ୍‌ଓ୍ବେ ଟ୍ରାକ୍‌ରେ କଟି ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ଯୁବକଙ୍କ ନାମ ଅଭିରାମ ମୁଣ୍ଡା…

5 years ago

ଟ୍ରାଙ୍କୁଲାଇଜ୍‌ ବେଳେ ବନ ଅଧିକାରୀଙ୍କୁ ଶୁଣ୍ଢରେ କଚାଡ଼ିଲା ହାତୀ: ଦୁଇ ଆହତ

ନିରାକାରପୁର,୨୨ା୧୧(ଡି.ଏନ୍‌.ଏ.): ଦୀର୍ଘ ଦିନହେଲା ଖୋର୍ଦ୍ଧା ବନଖଣ୍ଡ ଟାଙ୍ଗୀ ବନାଞ୍ଚଳ ଭୂଷଣ୍ଡପୁର ଫରେଷ୍ଟର ଅଞ୍ଚଳରେ ହାତୀ ଉପଦ୍ରବ ବଢ଼ିବା ସହିତ ଧନଜୀବନ ହାନି ଘଟୁଛି। ଏହାକୁ ରୋକିବା ପାଇଁ…

5 years ago

୨୪ରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ

ପୁରୀ ଅଫିସ,୨୨।୧୧: ଆସନ୍ତା ୨୪ତାରିଖରେ ଶ୍ରୀମନ୍ଦିର ପରିକ୍ରମା ଯୋଜନାର ଶିଳାନ୍ୟାସ ହେବ। ଏଥିପାଇଁ ସୋମବାରଠାରୁ ବିଧି ଓ ପରମ୍ପରା ଅନୁଯାୟୀ ମହାଯଜ୍ଞ ଆରମ୍ଭ କରାଯିବ। ମହାଯଜ୍ଞରେ ଗଜପତି…

5 years ago

୫୦ ବର୍ଷ ହେବ ଜଙ୍ଗଲ ଜଗୁଛନ୍ତି ଗ୍ରାମବାସୀ

ଉମରକୋଟ, ୨୨।୧୧(ସ୍ବ.ପ୍ର.): ଆଧୁନିକ ଯୁଗରେ ନିଜର କାୟା ଓ ଆଧିପତ୍ୟ ବିସ୍ତାର ପାଇଁ ପରିବେଶ ସନ୍ତୁଳନକୁ ଅଣଦେଖା କରି ଜଙ୍ଗଲ ନଷ୍ଟ କରିବାକୁ କୁଣ୍ଠାବୋଧ କରୁନାହାନ୍ତି ଲୋକେ।…

5 years ago

ରବି ଫସଲ ଯୋଜନା ବାଧାପ୍ରାପ୍ତ

ରସୁଲପୁର,୨୨ା୧୧(ଡି.ଏନ.ଏ.): ରସୁଲପୁର ବ୍ଲକ କୃଷି କାର୍ଯ୍ୟାଳୟରେ ଥିବା ୨ଟି ଯାକ ସହକାରୀ କୃଷି ଅଧିକାରୀ ପଦବୀ ଖାଲିପଡ଼ିଛି। ତେଣୁ ରବି ଫସଲ ଯୋଜନା ପ୍ରସ୍ତୁତି ଓ ତା’ର…

5 years ago

୬୨ ଲକ୍ଷ ଖର୍ଚ୍ଚ ସତ୍ତ୍ୱେ ଅବସ୍ଥା ସୁଧୁରୁନି

ପଟ୍ଟାମୁଣ୍ଡାଇ,୨୨ା୧୧(ସ୍ବ.ପ୍ର.): ପଟ୍ଟାମୁଣ୍ଡାଇ ଅଞ୍ଚଳର ଜୀବନରେଖା କୁହାଯାଉଥିବା ଉତିକଣ ବନ୍ୟା ବନ୍ଧ ରାସ୍ତା ନିର୍ମାଣରେ ୬୨ ଲକ୍ଷ ଟଙ୍କା ଖର୍ଚ୍ଚ ସତ୍ତ୍ୱେ ଅବସ୍ଥା ସୁଧୁରୁନାହିଁ ବୋଲି ଅଭିଯୋଗ ହେଉଛି।…

5 years ago