ସୁୁନ୍ଦରଗଡ଼,୩୦।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଏଡିଜେ ପାର୍ଥସାରଥି ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲାର ଶୁଣାଣି କରି ଅଭିଯୁକ୍ତ ରାଜକୁମାର ଲୋହାରଙ୍କୁ ଦୋଷୀ ସାବ୍ୟସ୍ତ କରିଛନ୍ତି। ପୋକ୍ସୋ ଆକ୍ଟ…
ସୁନ୍ଦରଗଡ଼,୩୦।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ସହର ନିକଟ କିରେଇସ୍ଥିତ ଉତ୍କଳ ଗ୍ରାମ୍ୟବ୍ୟାଙ୍କରୁ ଗତ ୨୭ ତାରିଖରେ ବନ୍ଧୁକ ଦେଖାଇ ୪ଜଣ ଡକାୟତ ଲକ୍ଷାଧିକ ଟଙ୍କା ଲୁଟି ନେବା ଘଟଣାରେ ସୁନ୍ଦରଗଡ଼…
ରାୟଗଡ଼ା ଅଫିସ/ଗୁଣପୁର,୩୦ା୭(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶ ଗୁଣ୍ଟୁର ଜିଲା ଅନ୍ତର୍ଗତ ଲଙ୍କାଭାନିଦିବା ଗ୍ରାମର ଏକ ଚିଙ୍ଗୁଡ଼ି ଫ୍ୟାକ୍ଟ୍ରିରେ ଶୁକ୍ରବାର ସକାଳେ ଏକ ବଡ଼ ଦୁର୍ଘଟଣା ଘଟିଛି। ମଶା କଏଲ୍ରୁ ଅଗ୍ନିକାଣ୍ଡ…
ରାଉରକେଲା ଅଫିସ୍, ୩୦।୭: ରାଉରକେଲା ସେକ୍ଟର ୨୦ରେ ମିଶ୍ର ଖଟାଲ ମନ୍ଦିର ନିକଟ ଆମ୍ବଗଛ ମୂଳରେ ଶୁକ୍ରବାର ଏକ ନବଜାତ ଶିଶୁପୁତ୍ରକୁ ଉଦ୍ଧାର ହୋଇଛି। ସ୍ଥାନୀୟ ପୋଲିସ…
ବାରିପଦା ଅଫିସ,୩୦ା୭: ମୟୂରଭଞ୍ଜ ଜିଲା ବିଶୋଇ ଥାନା ଅଧୀନ ସାନମଣଦା ନିକଟରେ ଏକ ସଡ଼କ ଦୁର୍ଘଟଣାରେ ୨ ବାଇକ୍ ଆରୋହୀଙ୍କ ମୃତ୍ୟୁ ଘଟିଛି। ମୃତକ ଦ୍ୱୟ ହେଲେ…
ଗୁଣପୁର,୩୦।୭(ଡି.ଏନ୍.ଏ.): ଆନ୍ଧ୍ରପ୍ରଦେଶ ଗୁଣ୍ଟୁରୁ ଜିଲାର ଲାଙ୍କାଭାନିଦାବା ଗ୍ରାମରେ ଚିଙ୍ଗୁଡି ପ୍ୟାକ୍ଟ୍ରିିରେ କାମ କରୁଥିବା ବେଳେ ଶର୍ଟ୍କିଟରେ ଆସି ୬ ଜଣ ଓଡ଼ିଆଙ୍କ ମୃତ୍ୟୁ ଘଟିଛି । ମୃତକଙ୍କ…
ଭଦ୍ରକ ଅଫିସ,୩୦।୭: ଭଦ୍ରକ ଜିଲା ଭାଜପା ଯୁବ ମୋର୍ଚ୍ଚା ପକ୍ଷରୁ ଜିଲା ସବ୍-ରେଜିଷ୍ଟ୍ରାର କାର୍ଯ୍ୟାଳୟ ସମ୍ମୁଖରେ ବିଭିନ୍ନ ସମସ୍ୟାକୁ ନେଇ ଆନ୍ଦୋଳନ କରାଯାଇଛି। ଦୀର୍ଘ ଦିନ ଧରି…
ବୁଗୁଡ଼ା,୩୦ା୭(ଡି.ଏନ୍.ଏ.): ଦଶମ ଶ୍ରେଣୀ ପରୀକ୍ଷା ଫଳ ପ୍ରକାଶନ ପରେ ପ୍ରାପ୍ତ ମାର୍କକୁ ନେଇ ଅସନ୍ତୁଷ୍ଟ ଥିବା ଛାତ୍ରୀଛାତ୍ର ଏବଂ ସି-କୋର୍ସ ବିଦ୍ୟାର୍ଥୀଙ୍କ ପରୀକ୍ଷା ଶୁକ୍ରବାର ବୁଗୁଡ଼ା ବ୍ଲକର…
ଝାରସୁଗୁଡ଼ା ଅଫିସ,୩୦ା୭: ସହରରେ ଥିବା ଏକ ଶପିଂ ମଲ୍ରୁ ରବିବାର ରାତିରେ ନଗଦ ଲକ୍ଷାଧିକ ଟଙ୍କା ସହ କେତେକ ଇଲୋଟ୍ରୋନିକ୍ସ ସାମଗ୍ରୀ ଚୋରି ହୋଇଥିଲା। ଏନେଇ ମଲ୍…
ଗଞ୍ଜାମ,୩୦ା୭(ଡି.ଏନ୍.ଏ.): ଗଞ୍ଜାମ ଥାନା ଅଞ୍ଚଳରେ ବିଭିନ୍ନ ଅନୈତିକ କାର୍ଯ୍ୟରେ ଲିପ୍ତ ଥିବା ଅସାମାଜିକଙ୍କୁ ସାବାଡ଼ କରିଛନ୍ତି ଥାନା ଆଇଆଇସି ଶୁଭେନ୍ଦୁ କୁମାର ସାହୁ। ଏନେଇ ଦାମୋଦରପୁର ସ୍ଥିତ…