ବରଗଡ଼ ଅଫିସ୍,୨।୮: ବରଗଡ଼ ଜିଲା ଗାଇସିଲେଟ ବ୍ଲକ ଅଧୀନ ଚାରିଛକଠାରୁ ମଲମଣ୍ଡା ବୌଦ୍ଧବିହାର ଗନିଆଁପାଲି ରାସ୍ତା ଶୋଚନୀୟ ହୋଇପଡ଼ିଛି । ଫଳରେ ରାସ୍ତାରେ ଯାତାୟାତ ହୋଇପାରୁ ନାହିଁ।…
ଛତ୍ରପୁର,୨।୮(ଡି.ଏନ୍.ଏ.): ଚଳିତ ମାସ ୧ ତାରିଖରୁ ସାମାନ୍ୟ କଟକଣା ସହ ଶପିଂମଲ, ସିନେମାହଲ, ପାର୍କ, ବେଳାଭୂମି ଖୋଲିଛି । କିନ୍ତୁ ଧାର୍ମିକ ପୀଠ ଖୋଲିବାକୁ ଜିଲାପାଳ ନିଷ୍ପତ୍ତି…
କେନ୍ଦୁଝର,୨ା୮(ସ୍ବ.ପ୍ର.): ସାହାରପଡ଼ା ବ୍ଲକ ଅନ୍ତର୍ଗତ ଉଦୟପୁର ଗ୍ରାମରେ ୧୯୭୬ ମସିହାରୁ ଭୋଗ ଦଖଲ କରି ଆସୁଥିବା ଜମିରେ ଏକ ଶିକ୍ଷାନୁଷ୍ଠାନ ପ୍ରତିଷ୍ଠା ପାଇଁ ମସୁଧା ହେଉଥିବାରୁ ଦଖଲ…
କେନ୍ଦୁଝର,୨ା୮(ସ୍ବ.ପ୍ର.): ଦୀର୍ଘ ୨୧ ବର୍ଷ ଧରି ରାଜ୍ୟ ଶାସନ କରୁଥିବା ବିଜେଡି ସରକାର ଆଶାୟୀ ଶିକ୍ଷିତ ଯୁବବର୍ଗଙ୍କ ପାଇଁ ଚାକିରି କ୍ଷେତ୍ରରେ ବୟସସୀମା ବୃଦ୍ଧି ନ କରିବା…
ଯାଜପୁର ଅଫିସ,୨ା୮: ପ୍ରାୟ ୩ ମାସର ବ୍ୟବଧାନ ପରେ ଯାଜପୁର ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବିରଜାଙ୍କ ମନ୍ଦିର ମଙ୍ଗଳବାରଠାରୁ ଖୋଲିବ। ଏନେଇ ଯାଜପୁର ଜିଲାପାଳ ଚକ୍ରବର୍ତ୍ତୀ…
ଅନୁଗୋଳ ଅଫିସ, ୨ା୮: ମଶାଜନିତ ରୋଗରେ ଯାଉଛି ମଣିଷ ଜୀବନ। କେତେବେଳେ ମଶା ମ୍ୟାଲେରିଆର ବାହାକ ସାଜୁଛି ତ କେବେ ଡେଙ୍ଗୁ ରୋଗରେ ଆକ୍ରାନ୍ତ କରୁଛି। ଗତ ୧୦…
ବଲାଙ୍ଗୀର ଅଫିସ,୨।୮: ବଲାଙ୍ଗୀର ବିଦ୍ୟାଳୟ ସୁରକ୍ଷା କମିଟି ପକ୍ଷରୁ ସୋମବାର ଜିଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ବିକ୍ଷୋଭ ପ୍ରଦର୍ଶନ କରାଯାଇଛି। ସ୍କୁଲ ମିଶ୍ରଣ ନୀତି ସମ୍ପୂର୍ଣ୍ଣ ପ୍ରତ୍ୟାହାର ସହ…
ବାଲେଶ୍ୱର ଅଫିସ,୨ା୮: ବାଲେଶ୍ୱର ଜିଲା ଜଳେଶ୍ୱର ଅଞ୍ଚଳ ଦେଇ ପ୍ରବାହିତ ସୁବର୍ଣ୍ଣରେଖା ନଦୀରେ ବନ୍ୟା ଆସିଛି। ଫଳରେ ବାଲିଆପାଳ ବ୍ଲକର ୫ ପଞ୍ଚାୟତ ଓ ଭୋଗରାଇ ବ୍ଲକର…
ଜଟଣୀ,୨।୮(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ଜଟଣୀ ପୌରାଞ୍ଚଳ ଅନ୍ତର୍ଗତ ଗଜପତି ନଗରରେ ରହୁଥିବା ଅମୂଲ୍ୟ ସାହୁଙ୍କ ଝିଅ ଅଙ୍କିତା ପ୍ରିୟଦର୍ଶିନୀ(୧୨)। ଖେଳକୁଦ ଓ ପାଠପଢ଼ା ବସୟରେ ଅଙ୍କିତା ଆପଲାଷ୍ଟିକ…
ଖୋର୍ଦ୍ଧା ଅଫିସ,୨।୮: କୁହାଯାଏ ଜଳ ହିଁ ଜୀବନ। ଦୈନନ୍ଦିନ ଜୀବନରେ ଜଳର ଅତି ଆବଶ୍ୟକତା ରହିଛି। ଜଳ ବିନା ଜୀବଜଗତ ବଞ୍ଚିବା କଷ୍ଟକର। ତେବେ ଖୋର୍ଦ୍ଧା ଜିଲା…