ଆମ ଜିଲା ଖବର

ଆଜିଠୁ ସହରବାସୀଙ୍କ ଜଗା ଦର୍ଶନ

ପୁରୀ ଅଫିସ,୨୬ା୧୨: ପୁରୀବାସୀଙ୍କ ଦର୍ଶନକୁ ସୁବ୍ୟବସ୍ଥିତ କରିବା ପାଇଁ ପ୍ରଶାସନର ପ୍ରସ୍ତୁତି ଶୁକ୍ରବାର ଶେଷ ହୋଇଛି। ବ୍ୟାରିକେଡ୍‌ ଓ କରିଡର କାର୍ଯ୍ୟ ସରିଛି। ମୁଖ୍ୟ ବ୍ୟାରିକେଡ୍‌ ପାଖରେ…

5 years ago

ସ୍ତ୍ରୀଙ୍କ ସମ୍ମୁଖରେ ସ୍ବାମୀ ଜୀବନ୍ତ ଦଗ୍ଧ

ପଡ଼ିଆ,୨୬ା୧୨(ଡି.ଏନ.ଏ.): ମାଲକାନଗିରି ଜିଲା ପଡ଼ିଆ ବ୍ଲକ ନିଲିଗୁଡ଼ା ପଞ୍ଚାୟତ ପୁରୁଣା ନିଲିଗୁଡ଼ା ଗ୍ରାମରେ ଶୁକ୍ରବାର ଘଟିଛି ଏକ ଦୁଃଖଦ ଘଟଣା। ଗୁରୁବାର ମଧ୍ୟରାତ୍ରିରେ ପୁରୁଣା ନିଲିଗୁଡ଼ା ଗ୍ରାମରେ…

5 years ago

ପୋଲିସ ଲାଠିମାଡ଼ରେ ଯୁବକଙ୍କ ମୁଣ୍ଡ ଫାଟିଲା

ରାୟଗଡ଼ା ଅଫିସ,୨୬ା୧୨:  ହେଲ୍‌ମେଟ ନ ପିନ୍ଧି ଗାଡ଼ି ଚଳାଇଥିବା ଜଣେ ଯୁବକ ପୋଲିସ ଲାଠିମାଡ଼ରେ ଆହତ ହୋଇଛନ୍ତି। ସେ ହେଲେ ରାୟଗଡ଼ା ଥାନା ଅଧୀନ ତଳ ସାଙ୍କେସ…

5 years ago

ଶୁଖିଲା ପ୍ରକଳ୍ପ, ମେଣ୍ଟୁନାହିଁ ଶୋଷ

ଯାଜପୁର ଅଫିସ,୨୬ା୧୨: ଗ୍ରାମାଞ୍ଚଳ ଲୋକଙ୍କୁ ସହଜରେ ପାନୀୟ ଜଳ ଯୋଗାଇ ଦେବା ଲକ୍ଷ୍ୟରେ ନଳକୂପରେ ସୌରଚାଳିତ ପମ୍ପ୍‌ ସଂଯୋଗ କରାଯାଇଛି। ହେଲେ ଅଧିକାଂଶ ପ୍ରକଳ୍ପ ଅଚଳ ହୋଇ…

5 years ago

‘ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ’

ପୁରୀ ଅଫିସ,୨୬ା୧୨: ‘ନୂତନ ବର୍ଷ ଓଡ଼ିଶାବାସୀଙ୍କ ପାଇଁ ଖୁସିର ବର୍ଷ ହେଉ। ଆଉ କୋଭିଡ୍‌ ପରିସ୍ଥିତି ନ ଆସୁ। ସାମଗ୍ରିକ ଭାବେ ସମସ୍ତଙ୍କର ଉନ୍ନତି ହେଉ। କରୋନା…

5 years ago

ବିପଦରେ ହାତୀବଂଶ

ସମ୍ବଲପୁର, ୨୬।୧୨: ସମ୍ବଲପୁର ଆର୍‌ସିସିଏଫ୍‌ ସର୍କଲ ଅଧୀନରେ ଥିବା ବନଖଣ୍ଡରେ ହାତୀବଂଶ ଏବେ ବିପଦରେ। ବିଗତ ଦିନର ତଥ୍ୟକୁ ଦେଖିଲେ ଏହା ସ୍ପଷ୍ଟ କୁହାଯାଇପାରିବ। ସରକାରୀ ସ୍ତରରୁ…

5 years ago

ଗାଡ଼ି ଧକ୍କାରେ ମା’, ଛୁଆ ଭାଲୁ ମୃତ

ରେଢାଖୋଲ,୨୬ା୧୨(ଡି.ଏନ.ଏ.): ରେଢାଖୋଲ-ବଡମାଲ ପୂର୍ତ୍ତ ବିଭାଗ ରାସ୍ତାର ବଂଶାଜାଲ ପୋଲ ନିକଟରେ ଗୁରୁବାର ରାତିରେ ଏକ ଅଜଣା ଗାଡ଼ି ଧକ୍କାରେ ମା’ ଓ ଛୁଆ ଭାଲୁର ମୃତ୍ୟୁ ହୋଇଛି।…

5 years ago

ମା’, ବାପାଙ୍କୁ ହାଣିଲା ପୁଅ

ନୂଆଗାଁ, ୨୬।୧୨ (ଡି.ଏନ.ଏ): ସୁନ୍ଦରଗଡ଼ ଜିଲା ନୂଆଗାଁ ବ୍ଲକ ବିଶ୍ରା ଥାନା ଖୁଣ୍ଟଗାଁ ପଞ୍ଚାୟତ ଅନ୍ତର୍ଗତ ବିଶପୁର ଗ୍ରାମରେ ଶୁକ୍ରବାର ଅଭାବନୀୟ ଘଟଣା ଘଟିଛି। ସାନପୁଅର ବିବାହ…

5 years ago

ପିସି ଘଟଣା ଅଭିଯୋଗକୁ ଭିତ୍ତିହୀନ କହିଲେ କୋକସରା ବ୍ଲକ ଅଧ୍ୟକ୍ଷା

କୋକସରା, ୨୬।୧୨ (ଡି.ଏନ.ଏ)- କଳାହାଣ୍ଡି ଜିଲା କୋକସରା ବ୍ଲକ ପ୍ରଶାସନ ଦ୍ୱାରା ଗତ ୨୧ ତାରିଖରେ ବ୍ଲକ ସଭାଗୃହ ରେ ଏକ ସ୍କ୍ରିନିଂ କମିଟିର ବୈଠକ ଅନୁଷ୍ଠିତ…

5 years ago

ମୟୂରଭଞ୍ଜରେ ପୁଣି ଭୂକମ୍ପ ଝଟକା

ବାରିପଦା ଅଫିସ/ବୈଶିଙ୍ଗା(ଡି.ଏନ.ଏ.),୨୫ା୧୨-ମୟୂରଭଞ୍ଜ ଜିଲାରେ ଶୁକ୍ରବାର ଭୂମିକମ୍ପ ଝଟକା ଅନୁଭୂତ ହୋଇଥିଲା। ଅପରାହ୍ନ ୨ଟା ୧୫ ମିନିଟ ସମୟରେ ଜିଲାର ବଡ଼ସାହି, ବେତନଟୀ, ବୈଶିଙ୍ଗା, ଖୁଣ୍ଟା ଓ ଗୋପବନ୍ଧୁନଗର…

5 years ago