ଆମ ଜିଲା ଖବର

ଗୋପୀନାଥପୁର ରେଳଷ୍ଟେଶନ ପାଇଁ ୪୮.୩୬ କୋଟି ମଞ୍ଜୁର

ସଜନାଗଡ, ୧୭ା୩(ଡି.ଏନ.ଏ.): ବାଲେଶ୍ୱର ଜିଲା ନୀଳଗିରିବାସୀଙ୍କ ବହୁ ଦିନର ସପ୍ନ ସାକାର ହେବlକୁ ଯାଉଛି l ଯାତ୍ରୀବାହୀ ଟ୍ରେନ ଚଳାଚଳ ପାଇଁ ଦୀର୍ଘବର୍ଷ ଧରି ଦାବି ହୋଇଆସୁଥିଲା।…

5 years ago

ଅଧ୍ୟକ୍ଷା ପଦବୀ ହାତେଇବାକୁ ସବୁ ଦଳର ପ୍ରୟାସ

ଫୁଲବାଣୀ ଅଫିସ, ୧୭ା୩: ଫୁଲବାଣୀ ପୌର ପରିଷଦ ଅଧ୍ୟକ୍ଷା ପଦବୀ ହାତେଇବା ଲାଗି ତିନି ପ୍ରମୁଖ ଦଳ ବିଜେଡି, କଂଗ୍ରେସ ଓ ଭାଜପା ପକ୍ଷରୁ ଜୋରଦାର ପ୍ରୟାସ ଚାଲିଛି।…

5 years ago

ମୁଖ୍ୟ ରାସ୍ତାରୁ ଉଠିଲା ପିଚୁ

କେନ୍ଦୁଝର, ୧୭ା୩ (ସ୍ବ.ପ୍ର.): କେନ୍ଦୁଝର ଜିଲା ମୁଖ୍ୟାଳୟ ରାସ୍ତାର ମରାମତି ପାଇଁ ବହୁ ଅର୍ଥ ଖର୍ଚ୍ଚ କରାଯାଉଥିଲେ ହେଁ ଉପଯୁକ୍ତ ତଦାରଖ ଅଭାବରୁ ନିମ୍ନମାନର କାମ ଯୋଗୁ…

5 years ago

ପ୍ରାର୍ଥୀଙ୍କ ପ୍ରତିଶ୍ରୁତି ଉପରେ ଭୋଟରଙ୍କ ଭରସା ପାଉନିି

ବାଲେଶ୍ୱର ଅଫିସ, ୧୭ା୩: ବାଲେଶ୍ୱର ପୌର ନିର୍ବାଚନ ପାଇଁ ପ୍ରାର୍ଥତ୍ପତ୍ର ଚୂଡାନ୍ତ ହେବା ପରେ ଅଧ୍ୟକ୍ଷ ଓ କାଉନ୍‌ସିଲର ପ୍ରାର୍ଥୀମାନେ ପ୍ରଚାର ମଇଦାନକୁ ଓହ୍ଲାଇଛନ୍ତି। ପ୍ରାର୍ଥୀମାନେ ୱାର୍ଡ଼ର…

5 years ago

୧୦ ଗାଡ଼ି ଜବତ, ୨.୮୦ ଲକ୍ଷ ଜରିମାନା

ଜଳେଶ୍ୱର, ୧୭ା୩(ଡି.ଏନ.ଏ.): ସୁବର୍ଣ୍ଣରେଖା ନଦୀରୁ ବ୍ୟାପକ ବାଲି ଚୋରାଚାଲାଣ ହେଉଥିବା ବାରମ୍ବାର ଅଭିଯୋଗ ପରେ ପ୍ରଶାସନର ଚେତା ପଶିଛି। ଜଳେଶ୍ୱର ତହସିଲଦାର ଓ ଏସ୍‌ଡିପିଓ ମିଳିତ ଭାବେ ୮…

5 years ago

ତଦନ୍ତ ନିର୍ଦ୍ଦେଶ ଦେଲେ ନିର୍ବାଚନ କମିଶନ

ହାଟଡ଼ିହୀ,୧୭ା୩(ଡିି.ଏନ.ଏ.): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଧୀନ ଶଢା ପଞ୍ଚାୟତ ସରପଞ୍ଚ ପଦବୀ ଲାଗି ହୋଇଥିବା ନିର୍ବାଚନରେ ଭୋଟ ଗଣତିକୁ ନେଇ ବିବାଦ ଦେଖାଦେଇଛି। ଏନେଇ ପରାଜିତ ସରପଞ୍ଚ…

5 years ago

ଭିଜିଲାନ୍ସ ଜାଲରେ ସହକାରୀ ଯନ୍ତ୍ରୀ

ବାଲେଶ୍ୱର ଅଫିସ/ଭଦ୍ରକ ଅଫିସ,୧୭।୩: ଭିଜିଲାନ୍ସ ଜାଲରେ ଫସିଛନ୍ତି ବାଲେଶ୍ୱର ଜିଲା ସୋରୋ ଗ୍ରାମ୍ୟ ଉନ୍ନୟନ ବିଭାଗର ସହକାରୀ ଯନ୍ତ୍ରୀ ପ୍ରମୋଦ ବେହୁରିଆ। ଆୟ ବହିର୍ଭୂତ ସମ୍ପତ୍ତି ଠୁଳ…

5 years ago

ଦାୟିତ୍ୱ ଗ୍ରହଣ କଲେ କିଶୋର

କେସିଙ୍ଗା,୧୭।୩(ଡି.ଏନ୍‌.ଏ.): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ ଅନ୍ତର୍ଗତ କିକିଆ ଗ୍ରାମ ପଞ୍ଚାୟତର ନବ ନିର୍ବାଚିତ ସରପଞ୍ଚ କିଶୋର କୁମାର ପଧାନ ଦାୟିତ୍ୱ ଗ୍ରହଣ କରିଛନ୍ତି। ଏହି ଅବସରରେ…

5 years ago

ଭାଜପାରୁ ପିଙ୍କି ଓ ହରି, ବିଜେଡିରୁ କୁନା

କଟକ ଅଫିସ, ୧୭ା୩: କଟକ ମହାନଗର ନିଗମ(ସିଏମ୍‌ସି) ନିର୍ବାଚନ ପାଇଁ ବିଭିନ୍ନ ଓ୍ବାର୍ଡରେ ପ୍ରାର୍ଥୀମାନେ ଜୋର୍‌ଦାର୍‌ ପ୍ରଚାର ଚଳାଇଛନ୍ତି। ଏବେ ପ୍ରାର୍ଥୀଙ୍କ ସହିତ ଷ୍ଟାର ପ୍ରଚାରକମାନେ ବୁଲି…

5 years ago

ଷଣ୍ଢକୁଦର ୩ ୱାର୍ଡରେ ତ୍ରିଶଙ୍କୁ ସ୍ଥିତି

ପାରାଦୀପ,୧୭ା୩(ସ୍ବ.ପ୍ର.): ପାରାଦୀପ ପୌରାଞ୍ଚଳର ସବୁଠାରୁ ବଡ଼ ବସ୍ତି ହେଲା ଷଣ୍ଢକୁଦ। ଏଠାରେ ୧୭, ୧୮ ଓ ୧୯ନଂ. ଏପରି ୩ଟି ୱାର୍ଡ କରାଯାଇଛି। ୫୮୪୫ ଭୋଟର ଥିବା…

5 years ago