ଆମ ଜିଲା ଖବର

ସ୍କ୍ରବ୍‌ ଟାଇଫସ୍‌ ନେଲା ଯୁବକଙ୍କ ଜୀବନ

ଟିଟିଲାଗଡ଼,୨୯।୯(ଶରତ ମିଶ୍ର): ସ୍କ୍ରବ୍‌ ଟାଇଫସ୍‌ର ଶିକାର ହୋଇ ବଲାଙ୍ଗୀର ଜିଲା ଟିଟିଲାଗଡ଼ ବ୍ଲକ ଭାଲେଗାଁ ପଞ୍ଚାୟତର ବାଗଡେର ଗ୍ରାମର ହିମାଂଶୁ ସାହୁ(୩୫)ଙ୍କ ଭୁବନେଶ୍ୱରରେ ଏକ ଘରୋଇ ଡାକ୍ତରଖାନାରେ…

7 months ago

ଯୌତୁକ ପାଇଁ ନାରକୀୟ କାଣ୍ଡ

ରୂପସା, ୨୯ା୯(ବାଞ୍ଛାନିଧି ଦେ): ବୋହୂଙ୍କୁ ନିସ୍ତୁକ ମାଡ଼ ମାରିବା ସହିତ ପୋଖରୀରେ ବୁଡାଇ ହତ୍ୟା ଉଦ୍ୟମ କରିଛନ୍ତି ଶାଶୁ, ଶ୍ୱଶୁର। ଗୁରୁତର ଅବସ୍ଥାରେ ମହିଳାଙ୍କୁ ଉଦ୍ଧାର କରି…

7 months ago

ସହରରେ ବୁଲିଲା ଦନ୍ତା

କୁଆଁରମୁଣ୍ଡା,୨୯।୯(ମହେନ୍ଦ୍ର କୁମାର ସାହୁ): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ସହର ଭିତରକୁ ଶୁକ୍ରବାର ଏକ ଦନ୍ତା ହାତୀ ପଶି ଆସିଥିଲା। ବୀରମିତ୍ରପୁର ବନ ରେଞ୍ଜ ଅଧିକାରୀ ଦୁର୍ଯ୍ୟୋଧନ ଜେରାଇ…

7 months ago

ଅଜଣା ରୋଗ ଆତଙ୍କ: ଗାଁରେ ପହଞ୍ଚିଲେ ଡାକ୍ତରୀ ଦଳ

ଦାରିଙ୍ଗବାଡି,୨୯।୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ସିମନବାଡି ପଞ୍ଚାୟତ ଲାଦାମାଲା ଗ୍ରାମରେ ଅଜଣା ରୋଗକୁ ନେଇ ଆତଙ୍କ ଦେଖାଯାଇଛି। ଏ ନେଇ ‘ଧରିତ୍ରୀ’ରେ ଖବର ପ୍ରକାଶିତ…

7 months ago

ଲାଞ୍ଚ ମାମଲା: ପୋଲିସ ଅଧିକାରୀଙ୍କୁ ୪ ବର୍ଷ ସଶ୍ରମ କାରାଦଣ୍ଡ

କେନ୍ଦୁଝର, ୨୯।୯(ନରେଶ ଚନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟ ଏକ ଲାଞ୍ଚ ମାମଲାର ରାୟ ପ୍ରକାଶ କରିଛନ୍ତି। ଲାଞ୍ଚ ନେବାବେଳେ ଧରାପଡ଼ିଥିବା ପୋଲିସ ଅଧିକାରୀ କାଳୁଚରଣ…

7 months ago

ଲୋଇସିଂହା ବିଧାୟକଙ୍କ ସସ୍‌ପେଣ୍ଡ ପ୍ରତିବାଦରେ ସମର୍ଥକଙ୍କ ରାସ୍ତାରୋକୋ

ଲୋଇସିଂହା,୨୯।୯(ସୁଶାନ୍ତ ବାରିକ): ଚଳିତ ବିଧାନସଭା ଅଧିବେଶନରେ ବାଚସ୍ପତିଙ୍କ ପୋଡିୟମ ଉପରକୁ ଡାଲି ଫିଙ୍ଗିବାରୁ ୨ ଭାଜପା ବିଧାୟକ ମୋହନ ମାଝୀ ଏବଂ ମୁକେଶ ମହାଲିଙ୍ଗଙ୍କୁ ଗୁରୁବାର ଗୃହରୁ…

7 months ago

ଦୁଇ ବାଇକ ମୁହାଁମୁହିଁ ଧକ୍କା : ଚାଲିଗଲା ୩ ଜୀବନ

କେନ୍ଦୁଝର,୨୯।୯: କେନ୍ଦୁଝର ଜିଲା ଆନନ୍ଦପୁରରେ  ଶୁକ୍ରବାର ସକାଳେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଆନନ୍ଦପୁର-କରଞ୍ଜିଆ ରାସ୍ତା ପଦ୍ମପୁର ଗେଟ୍‌ ନିକଟରେ ଦୁଇ ବାଇକ ମଧ୍ୟରେ ମୁହାଁମୁହିଁ…

7 months ago

ଲାଞ୍ଚ ନେଇ ଧରାପଡ଼ିଲେ ଯନ୍ତ୍ରୀ

ରାୟଗଡ଼ା,୨୯ା୯(ଆଶିଷ ରଞ୍ଜନ ପଣ୍ଡା): ୭ ହଜାର ଟଙ୍କା ଲାଞ୍ଚ ନେବା ବେଳେ ଭିଜିଲାନ୍ସ ହାତରେ ଧରାପଡ଼ିଛନ୍ତି ଯନ୍ତ୍ରୀ। ଜନସ୍ବାସ୍ଥ୍ୟ ବିଭାଗ (ପିଏଚ୍‌ଡ଼ି) କାର୍ଯ୍ୟାଳୟ ଏଷ୍ଟିମେଟର ଯନ୍ତ୍ରୀ ରମାକାନ୍ତ…

7 months ago

ଗାଧୋଇବାକୁ ଯାଇ ଆଉ ଫେରିଲେନି ୨ ନାବାଳିକା

ବାଲେଶ୍ୱର,୨୯।୯(ମାନସବିଶ୍ୱାଳ): ବାଲେଶ୍ୱର ଜିଲା ସଦର ଥାନା ଅନ୍ତର୍ଗତ ଓଡଙ୍ଗିଗାଁରେ ଶୁକ୍ରବାର ସକାଳେ ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିଛି। ଓଡ଼ଙ୍ଗି ଗାଁ ପୋଖରୀକୁ ୨ ନାବାଳିକା ସାଙ୍ଗ…

7 months ago

ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଅଗ୍ନିକାଣ୍ଡ

କଟକ, ୨୯।୯: କଟକ ଚୌଧୁରୀ ବଜାରର ଏକ ଲୁଗା ଦୋକାନରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ନିଆଁ ଲାଗି ଦୋକାନରେ ଥିବା ଲୁଗାପଟା ସମ୍ପୂର୍ଣ୍ଣ ଜଳିଯାଇଛି। ଏଥିରେ କିଏ…

7 months ago