ଢେଙ୍କାନାଳ ଅଫିସ, ୭।୧୧: ଦୀର୍ଘ ଚାରିଦିନ ପରେ ଶେଷରେ ବୋରାପଦା ସ୍ଥିତ ସରକାରୀ ଆଇଟିଆଇ ପଛପଟ ଏକ ପରିତ୍ୟକ୍ତ କୂଅରୁ ନିଖୋଜ ବ୍ୟବସାୟୀ ପୀତବାସ ଦାସଙ୍କ ଗଳିତ…
ଆଠମଲ୍ଲିକ, ୭।୧୧(ଡି.ଏନ.ଏ.) ଆଠମଲ୍ଲିକ ବ୍ଲକ ନୂଆଗଡ଼ ପୋଲ ନିର୍ମାଣ କାର୍ଯ୍ୟରେ ବିଳମ୍ବ ଘଟୁଥିବା ୯ ଗ୍ରାମର ବାସିନ୍ଦାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ସୃଷ୍ଟି ହୋଇଛି। ଏ ନେଇ ଗୁରୁବାର…
ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍ଭାବନା ଗୃହରେ ଶନିବାର ଅପରାହ୍ନରେ ରାଜସ୍ବ ଏବଂ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁଦାମ ମାରାଣ୍ଡି ବିଭିନ୍ନ କାର୍ଯ୍ୟକ୍ରମର ସମୀକ୍ଷା କରିଛନ୍ତି।…
ବାଲିଆପାଳ, ୬।୧୧(ସ୍ବ.ପ୍ର.):୧୯୯୫ରେ ହୋଇଥିବା ବୋମା ବିସ୍ଫୋରଣରେ ୱାରେଣ୍ଟି ଥିବା ୪ଅଭିଯୁକ୍ତଙ୍କୁ ବାଲେଶ୍ୱର ଜିଲା ବାଲିଆପାଳ ପୋଲିସ ଗିରଫ କରି କୋର୍ଟଚାଲାଣ କରିଛି। ୧୯୯୫ରେ ବାଲେଶ୍ୱରରୁ ବାଲିଆପାଳ ଯାଉଥିବା…
ଢେଙ୍କାନାଳ ଅଫିସ, ୭।୧୧: ଢେଙ୍କାନାଳ ଟାଉନ ଥାନା ପୋଲିସ ସ୍ଥାନୀୟ ମହାବୀର ବଜାର ନିକଟ ପୂର୍ତ୍ତ ବିଭାଗ କଲୋନୀର ଏକ ଘରେ ଶୁକ୍ରବାର ସନ୍ଧ୍ୟାରେ ଚଢ଼ାଉ କରି ୨୭.୫୩୦…
ବାଲେଶ୍ୱର ଅଫିସ, ୭।୧୧: ବାଲେଶ୍ୱରର ରାଣୀପାଟଣା ସ୍ଥିତ ବ୍ୟାଙ୍କକଲୋନୀରେ ଅବସ୍ଥାନ କରୁଛନ୍ତି ଭାରତୀୟ ବାୟୁସେନାର ଜଣେ ଅବସରପ୍ରାପ୍ତ ଯବାନ ଗୋପାଳକୃଷ୍ଣ ଦାସ। ୧୯୭୧ ଭାରତ-ପାକିସ୍ତାନର ଯୁଦ୍ଧ ବିଜୟର…
ଲଙ୍ଗଳେଶ୍ୱର, ୭।୧୧(ଡି.ଏନ.ଏ.) ଉଭୟ କେନ୍ଦ୍ର ଓ ରାଜ୍ୟ ସରକାର ସମସ୍ତ ସରକାରୀ ସ୍ବାସ୍ଥ୍ୟକେନ୍ଦ୍ରଗୁଡ଼ିକରେ ରୋଗୀମାନଙ୍କୁ ଉତ୍ତମ ସ୍ବାସ୍ଥ୍ୟସେବା ସହ ବିନା ମୂଲ୍ୟରେ ଔଷଧ ଯୋଗାଇ ଦେଉଛନ୍ତି। ହେଲେ ବାଲିଆପାଳ…
ବନ୍ତ,୭।୧୧(ଡି.ଏନ.ଏ.): ଭଦ୍ରକ ଜିଲା ବନ୍ତ ଥାନା ଅଞ୍ଚଳରେ ସିଆର୍ପିଏଫ୍ରେ ଚାକିରି କରାଇ ଦେବାକୁ କହି ବହୁ ବେକାର ଯୁବକଙ୍କଠାରୁ ଲକ୍ଷାଧିକ ଟଙ୍କା ଠକି ନେବା ଅଭିଯୋଗରେ ପୋଲିସ…
ଯାଜପୁର ଅଫିସ/ଜେନାପୁର(ଡି.ଏନ.ଏ.),୭ା୧୧: ପ୍ରଦୂଷଣ ନିୟନ୍ତ୍ରଣ ପାଇଁ ନିୟୋଜିତ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ(ଏସପିସିବି) ଅଧିକାରୀମାନେ ଯାଜପୁର ଜିଲା ପାଇଁ ଆଖି ବୁଜିଦେଇଛନ୍ତି। ଜିଲାର କଳିଙ୍ଗନଗର ଶିଳ୍ପାଞ୍ଚଳ ଏବଂ…
ଯାଜପୁର ଅଫିସ,୭ା୧୧: ଯାଜପୁର ଜିଲାର ଯାଜପୁର ପୌରାଞ୍ଚଳରେ ବିକାଶ ଚାଲିଥିବା ବେଳେ ଓ ବ୍ୟାସନଗର ପୌରାଞ୍ଚଳରେ ତାହା ନାହିଁ। ଏହାକୁ ନେଇ ଏବେ ସବୁଠି ଚର୍ଚ୍ଚା ଜୋର…