ମାଲକାନଗିରି,୧୩।୩ (ଡି.ଏନ୍.ଏ.): ମାଲକାନଗିରି ଜିଲାରେ ଛତିଶଗଡ଼ ସୀମାନ୍ତକୁ ଲାଗିଥିବା ସାବେରୀ ନଦୀ ନିକଟବର୍ତ୍ତୀ କତାମାଟେରୁ ଗ୍ରାମରେ ବହୁଳ ପରିମାଣରେ ଚୂନପଥର ଗଚ୍ଛିତ ଥିବା ସର୍ଭେରୁ ଜଣାପଡିବା ପରେ…
ଢେଙ୍କାନାଳ ଅଫିସ, ୧୩।୩: ଢେଙ୍କାନାଳ ଜିଲା ସଦର ରେଞ୍ଜ୍ ଗହମଖୁଣ୍ଟି ଅଞ୍ଚଳରେ ୩ଦିନ ହେଲା ଆତଙ୍କ ସୃଷ୍ଟି କରିଥିବା କ୍ଷତାକ୍ତ ଦନ୍ତା ହାତୀ ଆକ୍ରମଣରେ ଗୁରୁତର ହୋଇ ଚିକିତ୍ସାଧୀନ…
ଢେଙ୍କାନାଳ ଅଫିସ, ୧୩।୩: ଢେଙ୍କାନାଳ ଜିଲାରେ ଶନିବାର ଶାନ୍ତିଶୃଙ୍ଖଳାର ସହିତ ସମ୍ପନ୍ନ ହୋଇଛି ପଞ୍ଚାୟତ ସମିତି ଅଧ୍ୟକ୍ଷ ନିର୍ବାଚନ। ଢେଙ୍କାନାଳ ସଦର, ଗଁଦିଆ, ଓଡ଼ାପଡ଼ା, ଭୁବନ ଏବଂ ହିନ୍ଦୋଳ…
ପରଜଙ୍ଗ, ୧୩।୩(ଡି.ଏନ୍.ଏ.): ଦୀର୍ଘ ୨୦ବର୍ଷ ପରେ ବଦଳିଛି ଢେଙ୍କାନାଳ ଜିଲା ପରଜଙ୍ଗ ପଞ୍ଚାୟତ ସମିତିର ରାଜନୈତିକ ସମୀକରଣ। ବିଜେଡି ଗଡ଼ ଭାବେ ପରିଚିତ ଏହି ବ୍ଲକର ସମିତି ଅଧ୍ୟକ୍ଷା…
ଅନୁଗୋଳ ଅଫିସ, ୧୩।୩: ଅନୁଗୋଳ ଜିଲାରେ ବ୍ଲକ ଅଧ୍ୟକ୍ଷ ନିର୍ବାଚନ ଶନିବାର ଶେଷ ହୋଇଛି। ଜିଲାର ମୋଟ୍ ୮ଟି ବ୍ଲକରେ ଅତ୍ୟନ୍ତ ଶୃଙ୍ଖଳିତ ଭାବେ ଏହି ପ୍ରକ୍ରିୟା ସମ୍ପନ୍ନ…
ଢେଙ୍କାନାଳ ଅଫିସ, ୧୩।୩: ଏକ କଣ୍ଟେନରରେ ଆସାମରୁ ଅନୁଗୋଳକୁ ୭୫ ଲକ୍ଷ ଟଙ୍କାର ମଦ ଚୋରା ଚାଲାଣ ବେଳେ ଢେଙ୍କାନାଳ ଅବକାରୀ ବିଭାଗ ହାତରେ ଧରାପଡ଼ିଥିଲା। ଗତ…
ବ୍ରହ୍ମପୁର ଅଫିସ, ୧୩।୩: ବ୍ରହ୍ମପୁର ପୌର ନିର୍ବାଚନର କଂଗ୍ରେସ ମେୟର ପ୍ରାର୍ଥୀ ମଞ୍ଜୁ ରଥଙ୍କ ଭୋଟ ପ୍ରଚାର ଶନିବାର ଆରମ୍ଭ ହୋଇଛି। ସହରର ଆରାଧ୍ୟ ଦେବୀ ମା’ ବୁଢ଼ୀ…
ବ୍ରହ୍ମପୁର ଅଫିସ,୧୩।୩: ପୌର ନିର୍ବାଚନ ପାଇଁ ନାମାଙ୍କନ ପ୍ରତ୍ୟାହାର ଲାଗି ଚାପ ଓ ଧମକ ଯୋଗୁ ୧୦ ଭାଜପା ପ୍ରାର୍ଥୀ ଅଜ୍ଞାତବାସରେ ଅଛନ୍ତି। ଅନ୍ୟପକ୍ଷରେ ଭାଜପାର ସଂଗୀନ ଅଭିଯୋଗ…
ବ୍ରହ୍ମପୁର ଅଫିସ,୧୩।୩: ରାଜ୍ୟ ଆଇନସେବା ପ୍ରାଧିକରଣ ସଂଯୋଜନାରେ ଗଞ୍ଜାମ ଜିଲା ଅଦାଲତଗୁଡ଼ିକରେ ଚଳିତବର୍ଷର ପ୍ରଥମ ଜାତୀୟ ଲୋକ ଅଦାଲତ ଶନିବାର ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୧୩୧ ମୋଟରଯାନ…
କେନ୍ଦୁଝର, ୧୩।୩(ଡିଏନ୍ଏ): ରାଜ୍ୟର ବିଭିନ୍ନ ପୌରପାଳିକା ଓ ଅଧିସ୍ବୀକୃତି କ୍ଷେତ୍ର ବା ଏନ୍ଏସିରେ ନିର୍ବାଚନ ପାଇଁ ପ୍ରଚାର ଜୋର ଧରିଥିବାବେଳେ ରାଜ୍ୟର ଅନ୍ୟତମ ପୁରାତନ ତଥା ୭୦ବର୍ଷର…