ଆମ ଜିଲା ଖବର

ପୌର ନିର୍ବାଚନ ପାଇଁ ଜମୁଛି ପ୍ରଚାର

କଟକ ଅଫିସ, ୧୨ା୩: ପୌର ନିର୍ବାଚନ ପାଇଁ ସରଗରମ ହୋଇଛି କଟକ ସହର। ଆସନ୍ତା ୨୪ ତାରିଖରେ ଭୋଟ ଗ୍ରହଣ। ହାତରେ ଆଉ ଅଳ୍ପଦିନ ବାକି ଥିବାବେଳେ…

5 years ago

ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ: ପ୍ରିଜାଇଡିଂ ଅଫିସର, ବିଡିଓ ଅଟକ

କଣ୍ଟାପଡା,୧୨ା୩(ଡି.ଏନ୍‌.ଏ.): କଟକ ଜିଲା କଣ୍ଟାପଡା ବ୍ଲକ ଅନ୍ତର୍ଗତ ପାଟସୁନ୍ଦରପୁର ପଞ୍ଚାୟତର ନାଏବ ସରପଞ୍ଚ ନିର୍ବାଚନରେ ଏକ ନାକଚ ଭୋଟକୁ ନେଇ ଦ୍ୱନ୍ଦ୍ୱ ସୃଷ୍ଟି ହୋଇଛି। ଏହାକୁ କେନ୍ଦ୍ରକରି…

5 years ago

ଏନ୍‌ଓସି ଦେଇଛି ଏନ୍‌ଏମ୍‌ଏ: ରାଜ୍ୟ ସରକାର

ପୁରୀ ଅଫିସ,୧୨।୩: ଶ୍ରୀମନ୍ଦିର ପରିକ୍ରମା ପ୍ରକଳ୍ପ କାର୍ଯ୍ୟକୁ ଜାତୀୟ ସ୍ମାରକୀ ପ୍ରାଧିକରଣ (ଏନ୍‌ଏମ୍‌ଏ) ନୋ ଅବ୍‌ଜେକ୍ସ ସାର୍ଟିଫିକେଟ (ଏନ୍‌ଓସି) ଦେଇଥିବାବେଳେ ଆଇନସମ୍ମତ ଭାବେ କାର୍ଯ୍ୟ ଚାଲିଛି ବୋଲି…

5 years ago

ମେଗା ଷ୍ଟିଲ୍‌ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସର୍ଭେ ଆରମ୍ଭ

ମହାକାଳପଡ଼ା, ୧୨ା୩ (ଡିଏନ୍‌ଏ): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକରେ ଆରସେଲର ମିତ୍ତଲ ମେଗା ଷ୍ଟିଲ ପ୍ଲାଣ୍ଟ ପ୍ରତିଷ୍ଠା ପାଇଁ ସରକାରଙ୍କ ସହ ଚୁକ୍ତି କରିଥିଲା। ପରେ ସରକାରଙ୍କ…

5 years ago

ପଞ୍ଚାୟତ କାର୍ଯ୍ୟାଳୟରେ ତାଲା ପକାଇଲେ

ଝରିଗାଁ, ୧୨ା୩(ସ୍ବ.ପ୍ର.): ନବରଙ୍ଗପୁର ଜିଲା ଝରିଗାଁ ବ୍ଲକ ବଡ଼ଟେମରା ପଞ୍ଚାୟତରେ ଶୁକ୍ରବାର ହେବାକୁ ଥିବା ନାଏବ ସରପଞ୍ଚ ନିର୍ବାଚନକୁ ଗ୍ରାମବାସୀ ବିରୋଧ କରିଛନ୍ତି। ଝରିଗାଁ ବ୍ଲକର ଧମନାଗୁଡ଼ା,…

5 years ago

ଜେଲ ଗଲେ କୋଟିପତି ନିର୍ବାହୀ ଯନ୍ତ୍ରୀ

ବ୍ରହ୍ମପୁର ଅଫିସ,୧୨ା୩: ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ବ୍ରହ୍ମପୁର ଗ୍ରାମ୍ୟ ନିର୍ମାଣ (ବୈଦ୍ୟୁତିକ) ବିଭାଗ ଆମ୍ବପୁଆ କାର୍ଯ୍ୟାଳୟର ନିର୍ବାହୀଯନ୍ତ୍ରୀ ଜଗନ୍ନାଥ ସେଠୀଙ୍କୁ ଶୁକ୍ରବାର ଗିରଫ…

5 years ago

‘ଶୁଣାଣିରେ ଭାଗ ନେଇ ନ ଥିଲେ ସତ୍ୟପାଠ ଦାଖଲ କର’

କଟକ ଅଫିସ/କୁଜଙ୍ଗ (ଡି.ଏନ.ଏ.),୧୨ା୩ : ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଢିଙ୍କିଆ ଚାରିଦେଶରେ ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପକୁ ନେଇ ବିବାଦ ଜାରି ରହିଛି। ପ୍ରକଳ୍ପକୁ ବିରୋଧ କରୁଥିବା…

5 years ago

ନାଏବ ସରପଞ୍ଚ ନିର୍ବାଚନ ବେଳେ ଉତ୍ତେଜନା

ବଲାଙ୍ଗୀର ଅଫିସ/ଦେଓଗାଁ,୧୨ା୩ (ଡି.ଏନ.ଏ.): ଶୁକ୍ରବାର ନାଏବ ସରପଞ୍ଚ ନିର୍ବାଚନ ସମୟରେ ବଲାଙ୍ଗୀର ଜିଲା ଦେଓଗାଁ ଥାନା ଅନ୍ତର୍ଗତ ସାହାଜବାହାଲ ଏବଂ ବଡ଼ବାହାଲ ଗ୍ରାମ ପଞ୍ଚାୟତରେ ୪ ଜଣ…

5 years ago

ସହକାରୀ କୃଷି ଯନ୍ତ୍ରୀଙ୍କୁ ୨ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୨ା୩: ସ୍ବତନ୍ତ୍ର ଭିଜିଲାନ୍ସ ଜଜ୍‌ ଲୁନା ମହାନ୍ତି ଶୁକ୍ରବାର ଏକ ଲାଞ୍ଚ ଗ୍ରହଣ ମାମଲାର ଶୁଣାଣି କରି ପ୍ରମାଣ ମିଳିଥିବାରୁ ଅଭିଯୁକ୍ତ ସହକାରୀ କୃଷି ଯନ୍ତ୍ରୀଙ୍କୁ…

5 years ago

ଫିନାଇଲ୍‌ ମିଶା ଡାଲି ଖାଇ ୧୭ ଛାତ୍ରୀ ଅସୁସ୍ଥ

ରୂପସା,୧୧।୩(ଡି.ଏନ.ଏ.): ବାଲେଶ୍ୱର ସଦର ବ୍ଲକ ଅଧୀନ ରୂପ୍‌ସା ସ୍ଥିତ ଯୋଗେନ୍ଦ୍ର ଆଞ୍ଚଳିକ ମହାବିଦ୍ୟାଳୟର ୧୭ ଛାତ୍ରୀ ଶୁକ୍ରବାର ଫିନାଇଲ୍‌ ମିଶା ଡାଲି ଖାଇ ଅସୁସ୍ଥ ହୋଇ ପଡ଼ିଛନ୍ତି।…

5 years ago