ବଲାଙ୍ଗୀର ଅଫିସ,୧୧ା୧୨ ବଲାଙ୍ଗୀର ସହର ମୁଖ୍ୟ ରାସ୍ତା ଉପରେ ଆଗକୁ ଆଉ ବେପାର କରିବାକୁ ଦିଆଯିବ ନାହିଁ। ଏ ନେଇ ଜିଲା ପ୍ରଶାସନ ପକ୍ଷରୁ କଡା ଆଭିମୁଖ୍ୟ…
ବଲାଙ୍ଗୀର ଅଫିସ/ପୁଇଁତଲା, ୧୧ା୧୨ (ଡି.ଏନ୍.ଏ.) ବିଶ୍ୱ ମାନବିକ ଅଧିକାର ଦିବସ ପାଳନ ଅବସରରେ ଗୁରୁବାର ବଲାଙ୍ଗୀର ଜିଲା ପୁଇଁତଲା ବ୍ଲକ ବିଲେଇସର୍ଡା ଜବାହାରଲାଲ ସରକାରୀ ଉଚ୍ଚବିଦ୍ୟାଳୟରେ ‘କୃତିତ୍ୱ…
ଢେଙ୍କାନାଳ ଅଫିସ, ୧୧।୧୨: ଶହୀଦ ଶବ୍ଦ କାନରେ ବାଜିବା ମାତ୍ରକେ ସମ୍ମାନରେ ନଇଁଯାଏ ମଥା। ଭାରତ ମାତାର ସୁରକ୍ଷା ପାଇଁ ଜୀବନ ବଳିଦାନ ଦେଇଥିବା ଏପରି ବୀର ଜନ୍ମମାଟିକୁ…
ଅନୁଗୋଳ ଅଫିସ, ୧୧।୧୨: କେନ୍ଦ୍ରାଞ୍ଚଳ ଦେଇ ପୂର୍ବରୁ ପଶ୍ଚିମ ଓଡ଼ିଶାକୁ ଯୋଡ଼ୁଥିବା ୫୫ ନଂ. ଜାତୀୟ ରାଜପଥ ସମ୍ପ୍ରସାରଣରେ ଅହେତୁକ ବିଳମ୍ବ ହେଉଛି। ଜାତୀୟ ରାଜପଥ ପ୍ରାଧିକରଣ…
କଟକ ଅଫିସ, ୧୦।୧୨-ଗ୍ୟାଙ୍ଗଷ୍ଟର ସୁଶାନ୍ତ ଧଳସାମନ୍ତ ଓ ସୁଶୀଳ ଧଳସାମନ୍ତଙ୍କ କଟକ ସ୍ଥିତ ସିଡିଏ ବାସଭବନରେ ଗୁରୁବାର ପୋଲିସ ଚଢାଉ କରି ବନ୍ଧୁକ, ଗୁଳି ଓ ବିପୁଳ…
ମାଲକାନଗିରି,୧୦ା୧୨(ଡି.ଏନ୍.ଏ.)-ମାଲକାନଗିରି କାଲିମେଳା ମୁଖ୍ୟରାସ୍ତା ଏମ୍ଭି-୧୬ ଗ୍ରାମ ନିକଟରେ ଗୁରୁବାର ବାଇକ୍ ଦୁର୍ଘଟଣାରେ ୩ଜଣଙ୍କ ମୃତ୍ୟୁ ହୋଇଛି। ଜଣେ ଗୁରୁତର ଅବସ୍ଥାରେ ଜିଲା ମୁଖ୍ୟ ଚିକିତ୍ସାଳୟରେ ଚିକିତ୍ସିତ ହେଉଛନ୍ତି।…
ନୟାଗଡ଼ ଅଫିସ, ୧୦।୧୨: ନୟାଗଡ଼ ସଦର ଥାନା ଆଇଆଇସି ରୀତାରାଶୀ ସାହୁଙ୍କୁ ସସ୍ପେଣ୍ଡ କରାଯାଇଥିବା ବେଳେ ଏସ୍ଡିପିଓ ନିରଞ୍ଜନ ପାଢ଼ୀଙ୍କୁ କନ୍ଧମାନ ଡିଏସ୍ପି ଭାବେ ବଦଳି କରାଯାଇଛି।…
ରାଇରଙ୍ଗପୁର,୧୦ା୧୨(ଡି.ଏନ୍.ଏ.): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ଗ୍ରାମାଞ୍ଚଳ ଥାନା ଅଧୀନ ହାତୀବାରି ଜଙ୍ଗଲ ପାର୍ଶ୍ୱ ରାଜ୍ୟ ରାଜପଥରେ ଗୁରୁବାର ଏକ ଯାତ୍ରୀବାହି ବସ୍ ଓଲଟି ୨୦ରୁ ଊର୍ଦ୍ଧ୍ୱ ଆହତ…
ଝୁମ୍ପୁରା, ୧୦।୧୨(ଡି.ଏନ.ଏ.)-କେନ୍ଦୁଝର ଜିଲା ବାଲିବନ୍ଧ ଫରେଷ୍ଟ, ଲକ୍ଷ୍ମୀପଶି ବିଟ ଅନ୍ତର୍ଗତ ଅଶୁକୀ ଜଙ୍ଗଲରେ ଦୁଇ ଦିନ ହେବ ମୟୂରଭଞ୍ଜ ଅଞ୍ଚଳରୁ ଚାଲି ଆସିଥିବା ୨୨ଟିକିଆ ହାତୀପଲ ରହୁଛନ୍ତି।…
କୋରାପୁଟ,୧୦ା୧୨(ସ୍ବ.ପ୍ର.): ପୂର୍ବରୁ ବାଇକ ଚଳାଇବା ବେଳେ କେବଳ ଗାଡ଼ିଚାଳକ ହେଲମେଟ୍ ପିନ୍ଧିବା ନିୟମ ଥିବାବେଳେ ବର୍ତ୍ତମାନ ସୁପ୍ରିମକୋର୍ଟଙ୍କ ପକ୍ଷରୁ ବାଇକଚାଳକଙ୍କ ସହ ପଛରେ ବସିଥିବା ଯାତ୍ରୀ ମଧ୍ୟ…