ଚମ୍ପୁଆ, ୧୦।୧୨(ଡି.ଏନ.ଏ.)-ଗରିବ ଆଉ କେହି ରହିବେ ନାହଁି। ଅସହାୟଙ୍କଠାରୁ ଆରମ୍ଭ କରି ବିଧବା, ଭିନ୍ନକ୍ଷମ ଏପରିକ ବୃଦ୍ଧ ମାନଙ୍କ ପାଇଁ ସରକାର ଅନେକ ଯୋଜନା କରିଛନ୍ତି। ମାତ୍ର…
ଅନୁଗୋଳ ଅଫିସ, ୧୦।୧୨: ଅନୁଗୋଳ ସହରକୁ ପଲିଥିନ ମୁକ୍ତ କରିବାକୁ ଗତବର୍ଷ ରାଜ୍ୟ ସରକାର ନିର୍ଦ୍ଦେଶ ଦେଇଥିଲେ। ୨୦୧୯ ଅକ୍ଟୋବର ୨ରୁ ଏହି ନିୟମକୁ ସହରରେ ଲାଗୁ…
ଉଦଳା,୯ା୧୨(ଡି.ଏନ.ଏ.)- ବିଚ୍ ରାସ୍ତାରେ ଯୁବକଙ୍କୁ ମାଡ଼। ତାହା ପୁଣି ରାଜ୍ୟ ରାଜପଥରେ ଶତାଧିକ ଲୋକଙ୍କ ସମ୍ମୁଖରେ। ଉଦଳା ଥାନା ପୋଲିସ୍ ଘଟଣାସ୍ଥଳରେ ଉପସ୍ଥିତ ଥାଇ ମଧ୍ୟ ନୀରବଦ୍ରଷ୍ଟା…
ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି ଯାଇଛି।…
କୋଣାର୍କ,୯ା୧୨(ଡି.ଏନ୍.ଏ.): ପ୍ରକୃତିର ମଜା ନେବା ସହ କିଛି ଆଡଭେଞ୍ଚର ସ୍ପୋର୍ଟସର ଉପଭୋଗ କରିବା ପାଇଁ ବୁଧବାର ଆରମ୍ଭ ହୋଇଯାଇଛି ଇକୋ ରିଟ୍ରିଟ୍। ଚଳିତବର୍ଷ ରାଜ୍ୟରେ ମୋଟ ୫ଟି…
ଦାରିଙ୍ଗବାଡ଼ି,୯ା୧୨(ଡି.ଏନ.ଏ.)- ରାଜ୍ୟ ସରକାରଙ୍କ ପକ୍ଷରୁ ଆୟୋଜିତ ଇକୋ ରିଟ୍ରିଟ୍ ବୁଧବାର ଦାରିଙ୍ଗବାଡିରେ ଉଦ୍ଘାଟିତ ହୋଇଯାଇଛି। ପୂର୍ବାହ୍ନ ୧୧ଟା ୩୦ରେ ମୁଖ୍ୟମନ୍ତ୍ର ନବୀନ ପଟ୍ଟନାୟକ ଭିଡିଓ କନ୍ଫରେନ୍ସଂ ମାଧ୍ୟମରେ…
ରୂପ୍ସା,୯।୧୨(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍ସା ଥାନା ଗଡ଼ପଦା ଓ ରାଉତପଡ଼ା ପଞ୍ଚାୟତ ଓଡ଼ିଆଶାସନ, କୂଳ ବାରମାଣିଆ, ଭରଡ଼ାପାଳ ଆଦି ମୌଜାରେ ଶିମିଳିପାଳରୁ ୭ ଜଣିଆ ହାତୀପଲ ଆସି ନଦୀ…
ଭଦ୍ରକ ଅଫିସ,୯।୧୨-ଭଦ୍ରକ ଜିଲାବାସୀଙ୍କ ବାରମ୍ବାର ଦାବି ସତ୍ତ୍ବେ ଏଠାରେ ମେଡିକାଲ କଲେଜ ପ୍ରତିଷ୍ଠା ନେଇ ସରକାରଙ୍କ ପକ୍ଷରୁ ଗୁରୁତ୍ୱ ଦିଆଯାଉ ନାହିଁ। ଜିଲାବାସୀଙ୍କର ଏହି ଦାବିକୁ ବହୁଦିନ…
ନୟାଗଡ ଅଫିସ,୯ ।୧୨: ପରୀକୁ ନ୍ୟାୟ ଦେବାରେ ରାଜ୍ୟ ସରକାରଙ୍କର ବିଫଳତାର ପ୍ରତିବାଦରେ ଭାଜପା ଓ କଂଗ୍ରେସ ଆନ୍ଦୋଳନକୁ ତ୍ୱରାନ୍ବିତ କରିଛନ୍ତି। ଭାଜପା ପଦଯାତ୍ରା କରିବାକୁ ନିଷ୍ପତ୍ତି…
କାଳିଆପାଣି,୯ା୧୨(ଡି.ଏନ.ଏ.): ଯାଜପୁର ଜିଲା ସୁକିନ୍ଦା କ୍ରୋମାଇଟ ଖଣି ଅଞ୍ଚଳରେ ବିଭିନ୍ନ ନିଶା ସାମଗ୍ରୀ କାରବାର ବୃଦ୍ଧି ପାଇବାରେ ଲାଗିଛି ା ଏଥିରେ ସ୍ଥାନୀୟ ଯୁବକମାନେ ପଥଭ୍ରଷ୍ଟ ହେଉଥିବା…