ଆମ ଜିଲା ଖବର

ଦେଶ ପାଇଁ ଆଣିଲେ ଗୌରବ

ବାଲେଶ୍ୱର ଅଫିସ, ୬।୩: ବାଲେଶ୍ୱର ରେମୁଣା ଥାନା ମନ୍ଦାରପୁର ପଞ୍ଚାୟତ ଜଗନ୍ନାଥପୁର ଗ୍ରାମର ୨୨ବର୍ଷୀୟା ପଦ୍ମାବତୀ ସିଂ ଭାରତୀୟ ଟେନିସ୍‌ କ୍ରିକେଟ ଟିମ୍‌ରେ ସାମିଲ ହୋଇ ଦେଶ, ରାଜ୍ୟ…

5 years ago

‘ଭୟ, ଆଶଙ୍କାରେ ବିତୁଥିଲା ପ୍ରତିଟି ମୁହୂର୍ତ୍ତ’

ବାଲିଆପାଳ, ୬।୩(ସ୍ବ.ପ୍ର.): ପଦେ ପଦେ ଥିଲା ଜୀବନ ପ୍ରତି ବିପଦ। ବଙ୍କର ମଧ୍ୟରେ ୭ଦିନ ବିତାଇବାକୁ ପଡିଥିଲା। ରୁଷିଆ ପକ୍ଷରୁ ଗ୍ରେନେଡ୍‌ଗୁଡ଼ିକ ସେମାନଙ୍କର ବଙ୍କରଠାରୁ ମାତ୍ର ୩ଶହ…

5 years ago

ଟାର୍ଗେଟ୍‌ ନାହିଁ, ପଡ଼ିରହିଛି ଧାନ

ଧାମନଗର,୬।୩: ଭଦ୍ରକ ଜିଲା ଧାମନଗର ସେବା ସମବାୟ ସମିତି ଅଧୀନରେ ଥିବା ଚାଷୀମାନେ ଧାନ ବିକ୍ରି କରି ନ ପାରି ହତାଶ ହୋଇପଡ଼ିଛନ୍ତି। ଟୋକନ ଅବଧି ଶେଷ…

5 years ago

ୟୁକ୍ରେନ୍‌ରୁ କେନ୍ଦୁଝର ଫେରିଲେ ଶିବମ

ଚମ୍ପୁଆ, ୬।୩(ଡି.ଏନ୍‌.ଏ.): ୟୁକ୍ରେନ ଓ ଋଷ ମଧ୍ୟରେ ଲାଗି ରହିଥିବା ଯୁଦ୍ଧ ପରିସ୍ଥିତିରେ ଫଶି ରହିଥିବା ଶିବମ ସାହୁ ଶନିବାର ନିଜ ଜନ୍ମମାଟି ଚମ୍ପୁଆରେ ପହଞ୍ଚିଛନ୍ତି। ଶିବମ ଚମ୍ପୁଆରେ…

5 years ago

ସିଏମ୍‌ସି ଲାଗି ଶ୍ରୀତମ ଦାସଙ୍କୁ ମେୟର ପ୍ରାର୍ଥୀ କଲା ଭାଜପା

କଟକ ଅଫିସ,୬।୩: ବର୍ତ୍ତମାନ ୩ ମହାନଗର ନିଗମରେି ରାଜନୀତି ସରଗରମ ହେଉଛି। ତିନି ମହାନଗର ନିଗମର ମେୟର ପଦ ପାଇଁ ବିଜେଡି ପ୍ରାର୍ଥୀ ଘୋଷଣା କରିସାରିଥିବା ବେଳେ…

5 years ago

୨୬ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ

ବାଲେଶ୍ୱର ଅଫିସ,୬ା୩: ଥମୁନି  ଧଳା ଜହର କାରବାର। ବାଲେଶ୍ୱର ଜିଲା କମର୍ଦ୍ଦା ବଜାରରୁ ୨୬୦ ଗ୍ରାମର ବ୍ରାଉନସୁଗାର ଜବତ ଜଣଙ୍କୁ ଗିରଫ କରିଛି ଅବକାରୀ ବିଭାଗ। ଜବତ…

5 years ago

ବିଜୁ ଜୟନ୍ତୀରେ ଦୁଇ ଗୋଷ୍ଠୀ ମୁହାଁମୁହିଁ

ଖୋର୍ଦ୍ଧା ଅଫିସ,୬।୩: ପୌର ନିର୍ବାଚନ ପାଇଁ ନାମାଙ୍କନକୁ ଦୁଇ ଦିନ ବାକି ରହିଛି। ଏଭଳି ସ୍ଥିତିରେ ଦଳୀୟ ଟିକେଟକୁ ନେଇ ବିଜେଡି କର୍ମୀଙ୍କ ମହଲରେ ଅସନ୍ତୋଷ ଦେଖିବାକୁ…

5 years ago

ପୋଲିସ ଛାଉଣୀରେ ଢିଙ୍କିଆରେ ଜନଶୁଣାଣି

କୁଜଙ୍ଗ,୬।୩(ଡି.ଏନ୍‌.ଏ.): ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଅନୁଯାୟୀ, ପ୍ରସ୍ତାବିତ ଜେଏସ୍‌ଡବ୍ଲ୍ୟୁ ପ୍ରକଳ୍ପ ନିମନ୍ତେ ଦ୍ୱିତୀୟ ଥର ପାଇଁ ଜଗତ୍‌ସିଂହପୁର ଜିଲା ଏରସମା ବ୍ଲକ ଅନ୍ତର୍ଗତ ଢିଙ୍କିଆ ପଞ୍ଚାୟତ କାର୍ଯ୍ୟାଳୟରେ…

5 years ago

ଘୋଡ଼ାବେପାର ଉପରେ ନଜର

ପୁରୀ ଅଫିସ,୬।୩: ପୁରୀ ସଦର ବ୍ଲକ୍‌ ଅଧ୍ୟକ୍ଷ ପଦ କାହା ହାତକୁ ଯିବ ସେକଥା ଏପର୍ଯ୍ୟନ୍ତ ସ୍ପଷ୍ଟ ହୋଇନାହିଁ। ବର୍ତ୍ତମାନ ପୁରୀ ସଦରର ୩୦ ବିଜୟୀ ସମିତିସଭ୍ୟଙ୍କୁ…

5 years ago

ଭୁଶୁଡ଼ିଲା ନିର୍ମାଣାଧୀନ ରେଲୱେ ଓଭରବ୍ରିଜ

ବାଉଁଶୁଣୀ/ବୌଦ୍ଧ,୬।୩(ଡି.ଏନ.ଏ./ସ୍ବ.ପ୍ର.):  ପଶ୍ଚିମ ଓଡ଼ିଶାର ଜୀବନ ରେଖା କୁହାଯାଉଥିବା ଖୋର୍ଦ୍ଧା-ବଲାଙ୍ଗୀର ରେଳପ୍ରକଳ୍ପ କାର୍ଯ୍ୟ ଜାରି ରହିଛି। ବୌଦ୍ଧ ଜିଲା ଦେଇ ୧୧୦ କି.ମି. ବ୍ୟାପୀ ଏହି ରେଳପଥ ଯିବାକୁ…

5 years ago