ଆମ ଜିଲା ଖବର

ରାସ୍ତାରୁ ଉଠିଗଲାଣି ପିଚୁ, ମେଟାଲ ପଡିଛି

ବଲାଙ୍ଗୀର ଅଫିସ, ୩ା୧୨:  ବଲାଙ୍ଗୀର ଜିଲା ପୁଇଁତଲା ବ୍ଳକ ଆଟଗାଁ ଗ୍ରାମପଞ୍ଚାୟତର ସାନବୁର୍କାବାହାଲ ଗାଁକୁ ସଂଯୋଗ କରୁଥିବା ପ୍ରଧାନମନ୍ତ୍ରୀ ଗ୍ରାମ୍ୟ ସଡକ ମରାମତି ଓ ରକ୍ଷଣାବେକ୍ଷଣ ଅଭାବରୁ…

5 years ago

ଦିବ୍ୟାଙ୍ଗ ହୋଇ ବି ସକ୍ଷମ

ବାରିପଦା ଅଫିସ,୩ା୧୨- ଜନ୍ମରୁ ଦୁନିଆର ଆଲୋକ ଦେଖି ପାରି ନ ଥିବା କୁନି ଝିଅ ମନରେ ଅସୁମାରୀ ସ୍ବପ୍ନ। ବଡ଼ ହେଲେ ଅନ୍ୟର ସାହାରା ନ ନେଇ…

5 years ago

କଟ୍‌ନି ଛଟନି ବନ୍ଦ କର

ବଲାଙ୍ଗୀର ଅଫିସ, ୩ା୧୨: ବଲାଙ୍ଗୀର ଜିଲା କୃଷକ ମହାସଂଘ ପକ୍ଷରୁ ଧାନକିଣା ଅବ୍ୟବସ୍ଥା ନେଇ ଜିଲାପାଳ କାର୍ଯ୍ୟାଳୟ ସମ୍ମୁଖରେ ବୁଧବାର ଧାରଣା ଦିଆଯାଇଥିଲା ା ଚାଷୀନେତା ତଥା…

5 years ago

ଭିଜିଲାନ୍ସ ଜାଲରେ କୋଟିପତି ମହିଳା କିରାଣି  

ଜଗତ୍‌ସିଂହପୁର ଅଫିସ, ୨ା୧୨-ଭିଜିଲାନ୍ସ ଜାଲରେ ପଡ଼ିଛନ୍ତି ଜଗତ୍‌ସିଂହପୁର ଜିଲା ଗ୍ରାମପଞ୍ଚାୟତ କାର୍ଯ୍ୟାଳୟ (ଜିପିଓ) ସେକ୍ସନ୍‌ ଅଫିସର ସଞ୍ଜୁକ୍ତା ଦାସ। ଭିଜିଲାନ୍ସ ଟିମ୍‌ ବୁଧବାର ତାଙ୍କ ଜଗତ୍‌ସିଂହପୁର ସାତପୁରାସ୍ଥିତ…

5 years ago

ଗଛରେ ପିଟିହେଲା ବାଇକ୍‌: ଚାଲିଗଲା ୨ ଜୀବନ

ତିହିଡ଼ି,୨ା୧୨(ସ୍ବ.ପ୍ର.)-ଭଦ୍ରକ ଜିଲା ତିହିଡ଼ି ଥାନା ଅନ୍ତର୍ଗତ ମଙ୍ଗରାଜପୁର ଗ୍ରାମର ପ୍ରସନ୍ନ ମଲିକ(୧୯) ଓ ନାୟକାଣିଡିହୀ ଥାନା ଅନ୍ତର୍ଗତ ଭଞ୍ଜସାହିର ଧର୍ମପଦ ମଲିକ(୧୯)ଙ୍କର ସଡ଼କ ଦୁର୍ଘଟଣାରେ ମୃତ୍ୟୁ ଘଟିଛି।…

5 years ago

ବ୍ରିଜ୍‌ରେ ପିଟି ହୋଇ ତଳକୁ ଖସିଲା ବାଇକ୍‌, ଯୁବକଙ୍କ ଜୀବନ ଗଲା

ବାଲିଗୁଡ଼ା,୨ା୧୨(ଡି.ଏନ୍‌.ଏ.): କନ୍ଧମାଳ ଜିଲା ବାଲିଗୁଡ଼ା ଉପଖଣ୍ଡ ଅନ୍ତର୍ଗତ କ.ନୂଆଗାଁ ବ୍ଲକ ସାରଙ୍ଗଗଡ଼ ଥାନା ଗୁଟିଙ୍ଗିଆ ନିକଟରେ ଭାରସାମ୍ୟ ହରାଇ ବ୍ରିଜ୍‌ ବାଡ଼ରେ ପିଟିହୋଇ ଜଣେ ମୋଟରସାଇକେଲ ଚାଳକଙ୍କ…

5 years ago

ମହିଳା ମାଓବାଦୀଙ୍କ ଆତ୍ମସମର୍ପଣ, ମୁଣ୍ଡ ଜାମିନ ପାଇଁ ଘୋଷଣା ହୋଇଥିଲା ୪ ଲକ୍ଷ ଟଙ୍କା

କୋରାପୁଟ,୨ା୧୨(ସ୍ବ.ପ୍ର.): ବୁଧବାରଠାରୁ ମାଓବାଦୀଙ୍କ ପିଏଲଜିଏ ସପ୍ତାହ ଆରମ୍ଭ ହୋଇଥିବାବେଳେ ମାଓବାଦୀଙ୍କ ଟପ୍‌ ନେତା ତଥା ଏଓବିଏସଜେଡସିର କେନ୍ଦ୍ରୀୟ କମିଟିର ବରିଷ୍ଠ ନେତା ରାମକ୍ରୀଷ୍ଣାଙ୍କ ଅଙ୍ଗରକ୍ଷୀ ତଥା ଏସିଏମ…

5 years ago

ସରପଦାରେ ଅଗ୍ନିକାଣ୍ଡ: ୩ ବଖରା ଜଳିଗଲା

ଭଣ୍ଡାରିପୋଖରୀ,୨।୧୨(ଡି.ଏନ.ଏ.): ଭଦ୍ରକ ଜିଲା ଭଣ୍ଡାରିପୋଖରୀ ବ୍ଲକ ରାମଚନ୍ଦ୍ରପୁର ପଞ୍ଚାୟତର ସରପଦା ଗ୍ରାମରେ ମଙ୍ଗଳବାର ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟି ଏକ ପରିବାରର ୩ ବଖରା ଘର ପୋଡି…

5 years ago

ମୃତ୍ୟୁ ସହ ସଂଗ୍ରାମ କରୁଛି ମାଈହାତୀ

ଦେବଗଡ଼,୨ା୧୨(ଡି.ଏନ.ଏ): ଦେବଗଡ ବନଖଣ୍ଡ ଓ ଦେବଗଡ ବନାଞ୍ଚଳ କଂସର ସେକ୍ସନ ଅନ୍ତର୍ଗତ ବିରିୟାମ ଗ୍ରାମର ଏକ ନାଳରେ ପଡି ଜୀବନମୃତ୍ୟୁ ସହ ସଂଗ୍ରାମ କରୁଛି ଏକ ମାଈହାତୀ…

5 years ago

ଭେଣ୍ଡିଂ ଜୋନ୍‌ ନାହିଁ, ବ୍ୟବସାୟୀଙ୍କୁ ଟ୍ରେ ଭରସା

ଗଞ୍ଜାମ, ୨।୧୨(ଡି.ଏନ୍‌.ଏ.): ଦୀର୍ଘ ବର୍ଷ ହେବ ଗଞ୍ଜାମ ସହରର ବ୍ୟବସାୟୀମାନେ ଭେଣ୍ଡିଂ ଜୋନ୍‌ ପାଇଁ ଦାବି କରିଆସୁଥିଲେ ମଧ୍ୟ କୌଣସି ସୁଫଳ ମିଳିନାହିଁ। ଯାହାକୁ ନେଇ ବ୍ୟବସାୟୀ…

5 years ago