ଆମ ଜିଲା ଖବର

୫୦ ଏକର ଫସଲ ନଷ୍ଟ କଲେ ହାତୀପଲ

ରୂପ୍‌ସା, ୨୯।୧୧(ଡି.ଏନ.ଏ.)-ବାଲେଶ୍ୱର ଜିଲା ରୂପ୍‌ସା ଥାନା ଗଡ଼ପଦା ପଞ୍ଚାୟତ ଅଧୀନ ଲଛମନଖୁଣ୍ଟା, ପଶ୍ଚିମସିମୁଳିଆ, ଜହତା, ଓଡ଼ିଆଶାସନ ଆଦି ମୌଜାରେ ହାତୀପଲ ପଶି ଶନିବାର ରାତିରେ ୫୦ଏକରରୁ ଊର୍ଦ୍ଧ୍ୱ…

5 years ago

ସଡ଼କ ଦୁର୍ଘଟଣାରେ ଚାଲିଗଲା ୨ ଜଣଙ୍କ ଜୀବନ

ବାରିପଦା ଅଫିସ,୨୯ା୧୧-ମୟୂରଭଞ୍ଜ ଜିଲା ବଡ଼ସାହି ଓ ସଦରଥାନା ଅଞ୍ଚଳରେ ପୃଥକ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ ଘଟିଛି। ଶନିବାର ସନ୍ଧ୍ୟାରେ ମାଣତ୍ରୀ-ବେତନଟୀ ରାସ୍ତାର ଗୌଡ଼ଗାଁ ନିକଟରେ ଏକ…

5 years ago

ସୀମାନ୍ତରେ ଲ୍ୟାଣ୍ଡ୍‌ମାଇନ ବିସ୍ଫୋରଣ: ଜଣେ କମାଣ୍ଡାଣ୍ଟଙ୍କ ମୃତ୍ୟୁ, ୧୦ ଯବାନ ଗୁରୁତର

ମାଲକାନଗିରି,୨୯ା୧୧(ଡି.ଏନ୍‌.ଏ.): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ସୁକୁମା ଜିଲାରେ ମାଓବାଦୀଙ୍କ ଲ୍ୟାଣ୍ଡମାଇନ ବିସ୍ଫୋରଣରେ ଜଣେ କୋବ୍ରା ବାଟାଲିୟନର କମାଣ୍ଡାଣ୍ଟଙ୍କ ମୃତ୍ୟୁ ଘଟିଥିବା ବେଳେ ୧୦ ଯବାନ ଗୁରୁତର…

5 years ago

ସ୍ବାମୀ ମୃତ୍ୟୁର ୨୪ ଘଣ୍ଟାରେ ସ୍ତ୍ରୀଙ୍କ ଆତ୍ମହତ୍ୟା

ଖୋର୍ଦ୍ଧା ଅଫିସ,୨୯ା୧୧: ଖୋର୍ଦ୍ଧା ଗୁରୁଜଙ୍ଗ ଦଓ୍ବୋନ ସାହିର ସୌମ୍ୟରଞ୍ଜନ ସାହୁଙ୍କ ଝୁଲନ୍ତା ମୃତଦେହ ଶୁକ୍ରବାର ତରତୁଆ ନିକଟ କାଜୁ ଜଙ୍ଗଲରୁ ମିଳିଥିଲା। ଏହାର ୨୪ଘଣ୍ଟା ନ ପୁରୁଣୁ…

5 years ago

ଆଇଆଇଏଫ୍‌ଏଲ୍‌ ଲୁଟ୍‌ ଘଟଣା: ଆଉ ୨ ଗିରଫ, ଜଣେ ଅଟକ

କଟକ ଅଫିସ୍‌, ୨୯ା୧୧: କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖା କାର୍ଯ୍ୟାଳୟରୁ ସୁନା ଲୁଟ ଘଟଣାରେ ଅଭିଯୁକ୍ତଙ୍କ…

5 years ago

ଡକାୟତ ଗ୍ୟାଙ୍ଗ-ଗ୍ରାମବାସୀ ଖଣ୍ଡଯୁଦ୍ଧ: ୩ ଗ୍ରାମବାସୀ ଗୁରୁତର, ଜଣେ ଡକାୟତ କାବୁ

ବାଲେଶ୍ୱର ଅଫିସ,୨୯ା୧୧: ବାଲେଶ୍ୱର ଜିଲା ସୋର ଥାନା ନଦିଗାଁ ପଞ୍ଚାୟତ ହରିଡ଼ାପଡ଼ା ଅଞ୍ଚଳର ସୁଦାମ ଚରଣ ବାଉଲି ଶନିବାର ରାତିରେ ଘରକୁ ଫେରିବା ବାଟରେ ପିତାକାଳିଆ ଛକ…

5 years ago

ଲଘୁ ଖଣିଜ ଦ୍ରବ୍ୟ ଲୁଟ୍‌ ରୋକିବାକୁ ପୁଣି ଗାଇଡ୍‌ଲାଇନ

ଯାଜପୁର ଅଫିସ,୨୯ା୧୧: ଲଘୁ ଖଣିଜ ଦ୍ରବ୍ୟ ଚୋରାଚାଲାଣର ନିବାରଣ ଏବଂ ରାଜସ୍ବ ବୃଦ୍ଧି ଉଦ୍ଦେଶ୍ୟରେ ରାଜ୍ୟ ସରକାର ପ୍ରାୟ ଅଢ଼େଇ ବର୍ଷ ତଳେ ପ୍ରିଭେନଶନ ଅଫ୍‌ ଥେଫ୍ଟ…

5 years ago

୫ରୁ ପଶ୍ଚିମ ଓଡ଼ିଶାରେ ଚାଷୀଙ୍କ ରାସ୍ତାରୋକୋ

ସମ୍ବଲପୁର,୨୯ା୧୧(ବ୍ୟୁରୋ): ସମଗ୍ର ପଶ୍ଚିମ ଓଡ଼ିଶାରେ ଧାନ ସଂଗ୍ରହରେ ଅବ୍ୟବସ୍ଥା ଦେଖା ଦେଇଛି। ଟୋକନ ସମସ୍ୟା ଚାଷୀଙ୍କ ପାଇଁ କାଳ ସାଜିଛି । ଅନ୍ୟପକ୍ଷେ ଏକର ପିଛା ୧୩…

5 years ago

ଅନୁଗୋଳ କଳାକେନ୍ଦ୍ର ଜିମ୍‌ ତାଲା ପକାଇବା ମାମଲା: ଜିଲାପାଳ, ପୌର ନିର୍ବାହୀ ଅଧିକାରୀଙ୍କୁ ନୋଟିସ

କଟକ ଅଫିସ,୨୯ା୧୧: ଅନୁଗୋଳ ଜିଲା କଳାକେନ୍ଦ୍ରଠାରେ ଥିବା ଜିମ୍‌କୁ ମ୍ୟୁନିସିପାଲିଟି କାର୍ଯ୍ୟନିର୍ବାହୀ ଅଧିକାରୀ ତାଲାପକାଇବା ଘଟଣାରେ ହାଇକୋର୍ଟ ରିପୋର୍ଟ ତଲବ କରିଛନ୍ତି। ଜେନେରାଲ ୟୁଥ ମାସ୍‌ ଆସୋସିଏଶନ…

5 years ago

ମହାପ୍ରଭୁଙ୍କ ନାଗାର୍ଜୁନ ବେଶର ଚନ୍ଦ୍ର, ସୂର୍ଯ୍ୟ ନେଇଗଲେ

ପୁରୀ ଅଫିସ,୨୯ା୧୧: ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶର ଲାଗିଥିବା ଚନ୍ଦ୍ର, ସୂର୍ଯ୍ୟ ନେଇଯାଇଥିବା ଅଭିଯୋଗ ହୋଇଛି। ବୀର ବେଶରେ ମହାପ୍ରଭୁଙ୍କ ଶ୍ରୀମସ୍ତକର ଉପରି ଭାଗରେ ଶୋଭାବର୍ଦ୍ଧନ କରିଥାଏ…

5 years ago