ଆମ ଜିଲା ଖବର

ଭାରତ ବନ୍ଦ: ବାଲେଶ୍ୱରରେ ପ୍ରଭାବ

ବାଲେଶ୍ୱର ଅଫିସ,୨୬।୧୧: କେନ୍ଦ୍ର ସରକାର ଜନ ବିରୋଧୀ ଏବଂ ଶ୍ରମିକ ବିରୋଧୀ ନୀତି ବିରୁଦ୍ଧରେ ଗୁରୁବାର ସକାଳ ୬ଠାରୁ ୨୪ ଘଣ୍ଟିଆ ବନ୍ଦରେ ବାଲେଶ୍ୱର ଜିଲା ସାମିଲ…

5 years ago

‘ବାହାର ଲୋକେ ପୁରୀ ନ ଆସନ୍ତୁ’

ପୁରୀ ଅଫିସ,୨୬ା୧୧:ପଞ୍ଚକ ବ୍ରତ ବୁଧବାରଠାରୁ ଆରମ୍ଭ ହୋଇଛି। ଦିନକ ପରେ ଅର୍ଥାତ୍‌ ଶୁକ୍ରବାର ମହାପ୍ରଭୁଙ୍କ ଦୁର୍ଲଭ ନାଗାର୍ଜୁନ ବେଶ। ଏହାପରେ କାର୍ତ୍ତିକ ପୂର୍ଣ୍ଣିମା। ଏହି ବିଶେଷ ପର୍ବପର୍ବାଣି…

5 years ago

ଆଇଆଇଏଫ୍‌ଏଲ୍‌ରୁ ଲୁଟ ଘଟଣା:ସଂସ୍ଥାର ମହିଳା ଅଧିକାରୀଙ୍କ ସମେତ ୭ ଗିରଫ

କଟକ ଅଫିସ,୨୬ା୧୧:କଟକ ନୟାସଡ଼କ ଅଞ୍ଚଳରେ ଥିବା ଅର୍ଥ ଲଗାଣକାରୀ ସଂସ୍ଥା ଇଣ୍ଡିଆନ ଇନ୍‌ଫୋଲାଇନ ଫାଇନାନ୍ସ ଲିମିଟେଡ(ଆଇଆଇଏଫ୍‌ଏଲ୍‌) ଶାଖାରୁ ଲୁଟ୍‌ ଘଟଣାରେ ଦିନକୁ ଦିନ ନୂଆ ତଥ୍ୟ ପଦାକୁ…

5 years ago

ପଟ୍ଟଚିତ୍ର,ଦିଆସିଲି କାଠି ଓ କାଗଜରେ ନାଗାର୍ଜୁନ ବେଶ

ପୁରୀ ଅଫିସ,୨୬ା୧୧:ଦିନକ ପରେ ମହାପ୍ରଭୁଙ୍କ ନାଗାର୍ଜୁନ ବେଶ। ଏହି ବେଶକୁ ପଟ୍ଟଚିତ୍ରରେ ଦେଖାଇବାକୁ ଚେଷ୍ଟା କରିଛନ୍ତି ଶିଳ୍ପୀ ପଙ୍କଜ ବେହେରା। ପଙ୍କଜ କହିଛନ୍ତି, କରୋନା କଟକଣା ଯୋଗୁ…

5 years ago

ଓଏଫ୍‌ଡିସି ସବ୍‌ଡିଭିଜନାଲ ମ୍ୟାନେଜରଙ୍କ ସନ୍ଦେହଜନକ ମୃତ୍ୟୁ

ଲଖନପୁର,୨୬ା୧୧(ଡି.ଏନ୍‌.ଏ.):ଓଡିଶା ବନ ଉନ୍ନୟନ ନିଗମ(ଓଏଫ୍‌ଡିସି)ର ଝାରସୁଗୁଡ଼ା ଜିଲା ବନ ଉନ୍ନୟନ ନିଗମ ସବ୍‌ ଡିଭିଜନାଲ ମ୍ୟାନେଜର ବାସୁଦେବ ପାଲଙ୍କ ଗତ ମଙ୍ଗଳବାର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏନେଇ…

5 years ago

ଗଛ ଜଗିଛନ୍ତି ଗଞ୍ଜେଇ ଚାଷୀ

ବଇଣ୍ଡା,୨୬ା୧୧(ପରିକ୍ଷିତ ସାହୁ): ପ୍ରତିବର୍ଷ ଚଢ଼ାଉ ହେଉଛି। ଲକ୍ଷ ଲକ୍ଷ ଗଞ୍ଜେଇ ଗଛ ପୋଡ଼ି ନଷ୍ଟ କରାଯାଉଛି। ଶତାଧିକ ମାମଲା ସହ ବେଆଇନ ଚାଷୀଙ୍କୁ ଗିରଫ କରାଯାଉଛି। କିନ୍ତୁ ଅନୁଗୋଳ…

5 years ago

ଝଲସିବନି ଲୋଭୀଙ୍କ ପୀଠ

ବଅଁରପାଳ, ୨୬ା୧୧(ଉପେନ୍ଦ୍ର ରାଉତ): ପ୍ରତିବର୍ଷ ଧୁମଧାମରେ ଅନୁଷ୍ଠିତ ହେଉଥିବା ଅନୁଗୋଳ ଜିଲା ବଅଁରପାଳ ବ୍ଲକ ଗଡସନ୍ତ୍ରୀ ଓ ତୁଳସୀପାଳ ଗ୍ରାମର ଅଧିଷ୍ଠାତ୍ରୀ ଦେବୀ ମା’ ଲୋଭୀଙ୍କ ଯାତ୍ରା ଚଳିତ…

5 years ago

ଅଳିଆ ବୋଝରେ ଆଦର୍ଶ ସହର

ଢେଙ୍କାନାଳ ଅଫିସ, ୨୬।୧୧: ଗଳିକନ୍ଦିରେ କୁଢ଼କୁଢ଼ ଆବର୍ଜନା। ଡଷ୍ଟବିନ୍‌ ଭର୍ତ୍ତି ହୋଇ ତଳେ ପଡୁଛି। ଦୁର୍ଗନ୍ଧରେ ନାକ ଫାଟୁଛି। ଦୁର୍ଗନ୍ଧମୟ ପରିବେଶ ସୌନ୍ଦର୍ଯ୍ୟ ବିଗାଡୁଛି। ଅଳିଆ ବୋଝରୁ ଆଦର୍ଶ…

5 years ago

ଆଖି ବୁଜିଲା କାଳିଆ

କଟକ/ଭୁବନେଶ୍ୱର, ୨୫।୧୧(ବ୍ୟୁରୋ)- ଶେଷରେ ଯୋଡ଼ା ମୁଣ୍ଡ ଶିଶୁ କାଳିଆ ଭାଇ ଜଗାକୁ ଛାଡି ଚାଲିଗଲା। କନ୍ଧମାଳ ଜିଲା ଫିରିଙ୍ଗିଆ ବ୍ଲକ ମିଲୁପଡ଼ା ଗ୍ରାମର ଯୋଡ଼ାମୁଣ୍ଡ ଶିଶୁ କାଳିଆର…

5 years ago

ପରୀ ହତ୍ୟାକାଣ୍ଡର ତଦନ୍ତ କରିବ କ୍ରାଇମବ୍ରାଞ୍ଚ

ନୟାଗଡ଼ ଅଫିସ,୨୫ା୧୧: ନୟାଗଡ଼ର ବହୁଚର୍ଚ୍ଚିିତ ପରୀ ହତ୍ୟାକାଣ୍ଡର କ୍ରାଇମବ୍ରାଞ୍ଚ ତଦନ୍ତ ହେବ ବୋଲି ଶୀତକାଳୀନ ଅଧିବେଶନରେ ବୁଧବାର ଗୃହ ରାଷ୍ଟ୍ରମନ୍ତ୍ରୀ ଶକ୍ତିି ଶଙ୍କର ମିଶ୍ର ବିବୃତ୍ତି ରଖିଛନ୍ତି…

5 years ago