ଆମ ଜିଲା ଖବର

ଓଏଏସ୍‌ ଅଫିସରଙ୍କ ଶ୍ୱଶୁର ଜେଲ ଗଲେ

ବାଲିଚନ୍ଦ୍ରପୁର,୨୪।୧୧(ସ୍ବ.ପ୍ର.): ଭୁବନେଶ୍ୱରରେ ଆଦିବାସୀ ନାବାଳିକାଙ୍କୁ ବଳାତ୍କାର ଘଟଣାରେ ଓଏଏସ୍‌ ଅଫିସର ପ୍ରମୋଦ ପୃଷ୍ଟିଙ୍କ ଶ୍ୱଶୁର ପ୍ରଫୁଲ୍ଲ ମହାପାତ୍ର (୮୪)ଙ୍କୁ ସୋମବାର ଯାଜପୁର ପୋଲିସ୍‌ ଗିରଫ କରି ଜିଲା…

5 years ago

ମୃତ ଗାଙ୍ଗେଟିକ୍‌ ଡଲ୍‌ଫିନ ଉଦ୍ଧାର

କେନ୍ଦ୍ରାପଡ଼ା ଅଫିସ/ରାଜନଗର(ଡି.ଏନ.ଏ.)/ପଟ୍ଟାମୁଣ୍ଡାଇ(ସ୍ବ.ପ୍ର.), ୨୪।୧୧: କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଥାନା ଅନ୍ତର୍ଗତ ଗଙ୍ଗାରାମପୁର ପଞ୍ଚାୟତର କଇଁକୁଳା ଗଁା ନିକଟରୁ ଏକ ମୃତ ଗାଙ୍ଗେଟିକ୍‌ ଡଲଫିନ ରବିବାର ଉଦ୍ଧାର ହୋଇଛି।…

5 years ago

ଟେମରା, କାଉଡୋଳାରେ ଧାନ ମଣ୍ଡି ଖୋଲିଲା

କୋକସରା, ୨୪।୧୧ (ଡି.ଏନ.ଏ.) କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ପ୍ୟାକ୍ସ ଅଧୀନ କାଉଡୋଳା ଓ ଟେମରାରେ ସୋମବାରଠୁୁ ଧାନ ମଣ୍ଡି ଆରମ୍ଭ ହୋଇଛି। କୋକସରା ବ୍ଲକର…

5 years ago

ସ୍କୁଲ ବନ୍ଦ ପରେ ବସ୍ତାନି ବଦଳରେ ଗୋରୁଗାଈ ଚରାଉଛନ୍ତି ପିଲା

କୋକସରା, ୨୪।୧୧ (ଡି.ଏନ.ଏ.) ଆଜକୁ ପ୍ରାୟ ୭ ମାସରୁ ଊର୍ଦ୍ଧ୍ୱ ହେବ କରୋନା ଯୋଗୁ ସ୍କୁଲରେ ପଡିଛି ତାଲା। ସ୍କୁଲ ବନ୍ଦ ପରେ ବଦଳି ଯାଇଛି ଉପାନ୍ତ…

5 years ago

ପ୍ରେରଣା ସାଜିଛନ୍ତି ନନ୍ଦିନୀ

କେନ୍ଦୁଝର,୨୪ା୧୧(ଡି.ଏନ.ଏ.)-ବର୍ତ୍ତମାନ ଯୁଗରେ ପୁରୁଷମାନଙ୍କ ସହିତ ମହିଳାମାନେ ସବୁକ୍ଷେତ୍ରରେ ସମକକ୍ଷ ହେଲେଣି। ସାଧାରଣତଃ ମେଶିନ ଅପରେଟିଂ କିମ୍ବା କୌଣସି କଷ୍ଟସାଧ୍ୟ ଶ୍ରମଦାନ କ୍ଷେତ୍ରରେ ମହିଳାମାନେ ସାମାନ୍ୟ ପଛଘୁଞ୍ଚା ଦେଇଥାନ୍ତି।…

5 years ago

ଚାନ୍ଦିପୁର ବେଳାଭୂମି ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ବାଲେଶ୍ୱର ଅଫିସ-ବାଲେଶ୍ୱର ଜିଲା ସଦର ମହକୁମାଠାରୁ ମାତ୍ର ୧୫ କି.ମି. ଦୂରରେ ରହିଛି ଚାନ୍ଦିପୁର ବେଳାଭୂମି। ଦୂରଦୂରାନ୍ତରୁ ପର୍ଯ୍ୟଟକମାନେ ଶୀତଋତୁରେ ଏହି ବେଳାଭୂମିକୁ ଆସିଥାନ୍ତି। ପିକ୍‌ନିକ୍‌, ମେଳା,…

5 years ago

‘ବ୍ଲାକ୍‌ ଡାଇମଣ୍ଡ’ କହିବ କୋଇଲା କାହାଣୀ

ଅନୁଗୋଳ ଅଫିସ, ୨୪।୧୧ କୋଇଲାକୁ କାହିଁକି କଳାହୀରା କୁହାଯାଏ। ଏହି ପ୍ରାକୃତିକ ସମ୍ପଦର ଉତ୍ପତ୍ତି କେମିତି। ତା’ ଭିତରେ ଥିବା ଶକ୍ତିର ଆଧାର କ’ଣ। ମାଟିତଳେ ଥିବା…

5 years ago

ସୀମାନ୍ତରେ ଗୁଳି ବିନିମୟ: ୩ ମାଓବାଦୀ ନିହତ, ଜଣେ ଯବାନ ଆହତ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗରି ଜିଲା ସୀମାନ୍ତବର୍ତ୍ତୀ ଛତିଶଗଡରେ ସୋମବାର ପୋଲିସ-ମାଓବାଦୀଙ୍କ ମଧ୍ୟରେ ଗୁଳି ବିନିମୟ ଘଟି ୩ଜଣ ମାଓବାଦୀ ନିହତ ହୋଇଛନ୍ତି। ସେମାନଙ୍କ ମଧ୍ୟରେ ଜଣେ ମହିଳା ମାଓବାଦୀ ରହିଛନ୍ତି।…

5 years ago

ମାଡ଼ ମାରି ଲୁଟି ନେଲେ ୬ ଲକ୍ଷ

ମାଲକାନଗିରି,୨୩ା୧୧(ଡି.ଏନ୍‌.ଏ.)-ମାଲକାନଗିରି ଜିଲା ସଦର ମହକୁମାରେ ଜଣେ ବ୍ୟବୟାସୀଙ୍କଠାରୁ ୨ ଜଣ ଦୁର୍ବୃତ୍ତ ୬ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି। ସୋମବାର ମଧ୍ୟାହ୍ନ ୨ଟାରେ ମାଲକାନଗିରି ସଦର ମହକୁମାସ୍ଥିତ…

5 years ago

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗରେ ୨ ଜଣଙ୍କୁ ଆଜୀବନ କାରାଦଣ୍ଡ

କେନ୍ଦୁଝର, ୨୩ା୧୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଯୋଡା ଥାନା ଅଞ୍ଚଳରେ ଜଣେ ନାବାଳିକାକୁ ଗଣବଳାତ୍କାର କରିବା ଘଟଣାରେ ଅତିରିକ୍ତ ଜିଲା ଜଜ୍‌ ଓ ସ୍ବତନ୍ତ୍ର ଜଜ୍‌ ଲୋକନାଥ ସାହୁ…

5 years ago