ଆମ ଜିଲା ଖବର

ଜଗତ୍‌ସିଂହପୁର ବ୍ଲକରେ ୭୮.୯୨% ମତଦାନ

ଜଗତ୍‌ସିଂହପୁର ଅଫିସ, ୧୯ା୨: ୨ୟ ପର୍ଯ୍ୟାୟ ନିର୍ବାଚନରେ ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ପାଇଁ ଶୁକ୍ରବାର ମତଦାନ ହୋଇଛି। ଏହି ଅବସରରେ ୭୮.୯୨%…

5 years ago

କଂଗ୍ରେସ, ବିଜେଡି ପାଇଁ ସମ୍ମାନର ପ୍ରଶ୍ନ

କେନ୍ଦ୍ରାପଡ଼ା ଅଫିସ, ୧୯ା୨: କେନ୍ଦ୍ରାପଡ଼ା ବ୍ଲକର ୭ ନଂ. ଜିଲା ପରିଷଦ ଜୋନ୍‌ରେ ଆସନ୍ତା ୨୨ ତାରିଖରେ ନିର୍ବାଚନ ହେବ। ଏଥିପାଇଁ ପ୍ରାର୍ଥୀମାନେ ପ୍ରଚାରକୁ ଜୋରଦାର କଲେଣି।…

5 years ago

ରାଜକନିକା ୭୨.୫୪, ମାର୍ଶାଘାଇରେ ୭୭% ମତଦାନ

କେନ୍ଦ୍ରାପଡ଼ା ଅଫିସ/ ରାଜକନିକା/ ମାର୍ଶାଘାଇ, ୧୯ା୨ (ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲାରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଶୁକ୍ରବାର ସରିଛି। ଏହି ପର୍ଯ୍ୟାୟରେ ରାଜକନିକା ଓ…

5 years ago

ବଳାତ୍କାରୀଙ୍କୁ ୩ ବର୍ଷ ଜେଲ

ବ୍ରହ୍ମପୁର ଅଫିସ,୧୯ା୨: ସ୍ବତନ୍ତ୍ର ପୋକ୍‌ସୋ କୋର୍ଟ ଜଜ ଅନୁପ ରଞ୍ଜନ ପଟ୍ଟନାୟକ ଶୁକ୍ରବାର ଏକ ନାବାଳିକା ବଳାତ୍କାର ମାମଲା ଶୁଣାଣି କରିଥିଲେ। ପ୍ରମାଣ ମିଳଥିବାରୁ କାଳୁ ବେହେରା…

5 years ago

ଭୋଟବାକ୍ସ ସିଲ୍‌ ଖୋଲା ନେଇ ଉତ୍ତେଜନା

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକ ଅଧୀନ ଚଣ୍ଡିଖୋଲସ୍ଥିତ ବାବା ଭୈରବାନନ୍ଦ ମହାବିଦ୍ୟାଳୟକୁ ଅସ୍ଥାୟୀ ଭୋଟବାକ୍ସ ସଂରକ୍ଷଣ କେନ୍ଦ୍ର କରାଯାଇଛି। ତେଣୁ ଏଠାକୁ ଭୋଟ ବାକ୍ସ ଆସୁଛି। ଶୁକ୍ରବାର ଭୋଟ…

5 years ago

ଆତ୍ମହତ୍ୟା କଲେ ସରପଞ୍ଚ ପ୍ରାର୍ଥୀଙ୍କ ଭାଇ

ଦଶରଥପୁର,୧୯।୨(ଡି.ଏନ.ଏ.): ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ମତଦାନ ଚାଲିଥିବାବେଳେ ଯାଜପୁର ଜିଲାରେ ଏକ ଦୁଃଖଦ ଘଟଣା ଘଟିଛି। ଭୋଟର ଛଳନା କରିଥିବା ଆଶଙ୍କାକରି ଜଣେ…

5 years ago

୨ ଘଣ୍ଟା ଜାତୀୟ ରାଜପଥ ଅବରୋଧ

ଚଣ୍ଡିଖୋଲ,୧୯ା୨(ଡି.ଏନ.ଏ.): ବଡ଼ଚଣା ବ୍ଲକରେ ନିର୍ବାଚନକୁ ନେଇ ବିଭିନ୍ନ ସ୍ଥାନରେ ହିଂସାତ୍ମକ ପରିସ୍ଥିତି ସୃଷ୍ଟି ହୋଇଛି। ଉକ୍ତ ବ୍ଲକର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳୀପୁରଠାରେ ଜଣେ ଯୁବକଙ୍କୁ ମାଡ଼…

5 years ago

ପୋଖରୀରେ ଫିଙ୍ଗିଲେ ଭୋଟ ବାକ୍ସ

ଯାଜପୁର ଅଫିସ/ଦଶରଥପୁର (ଡି.ଏନ.ଏ.),୧୯ା୨: ଯାଜପୁର ଜିଲା ପଞ୍ଚାୟତ ନିର୍ବାଚନର ୨ୟ ପର୍ଯ୍ୟାୟ ମତଦାନରେ ପୁଣି ବୋମାମାଡ, ବାଲଟ ପେପର ଲୁଟ୍‌ ଓ ମାଡପିଟ ଘଟଣାର ପୁନରାବୃତ୍ତି ହୋଇଛି।…

5 years ago

ଆଜି ପୁରୀ ଆସିବେ ରାଷ୍ଟ୍ରପତି

ପୁରୀ ଅଫିସ, ୧୯।୨: ଦୁଇଦିନିଆ ପୁରୀ ଗସ୍ତରେ ଆସୁଛନ୍ତି ରାଷ୍ଟ୍ରପତି ରାମନାଥ କୋବିନ୍ଦ। ଶନିବାର ରାଷ୍ଟ୍ରପତି ଦିଲ୍ଲୀରୁ ସ୍ବତନ୍ତ୍ର ବିମାନରେ ଆସି ଅପରହ୍ନ ୨ଟା ୪୫ରେ ଭୁବନେଶ୍ୱର…

5 years ago

ରାଷ୍ଟ୍ରପତିଙ୍କ ଗସ୍ତ ପୂର୍ବରୁ ଗଜପତି ମହାରାଜା କୋଭିଡ୍‌ ପଜିଟିଭ୍‌

ପୁରୀ ଅଫିସ, ୧୮।୨ ପୁରୀ ଗଜପତି କରୋନା ପଜିଟିଭ ହୋଇଛନ୍ତି। ଶନିବାର ରାଷ୍ଟ୍ରପତିଙ୍କ ପୁରୀ ଗସ୍ତ କାର୍ଯ୍ୟକ୍ରମ ଥିବା ବେଳେ ଶୁକ୍ରବାର ପୁରୀ ଗଜପତି କରୋନାରେ ସଂକ୍ରମିତ…

5 years ago