ଆମ ଜିଲା ଖବର

ନିର୍ଣ୍ଣାୟକ ହେବେ ୩୦,୭୮୯ ନୂଆ ଭୋଟର

ଯାଜପୁର ଅଫିସ,୧୮ା୨: ଯାଜପୁର ଜିଲାରେ ଶୁକ୍ରବାର ଦ୍ୱିତୀୟ ପର୍ଯ୍ୟାୟ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ଅନୁଷ୍ଠିତ ହେବ। ଏଥିରେ ଦଶରଥପୁର ଓ ବଡ଼ଚଣା ବ୍ଲକର ୯ ଜିଲା ପରିଷଦ…

5 years ago

୧୦୯୭ ପ୍ରାର୍ଥୀଙ୍କ ଭାଗ୍ୟ ପରୀକ୍ଷା ଆଜି

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ଶୁକ୍ରବାର ହେବ। ଏଥିରେ ଜଗତ୍‌ସିଂହପୁର ବ୍ଲକ ଅଞ୍ଚଳର ୪ଟି ଜିଲା ପରିଷଦ ଜୋନ ଅନ୍ତର୍ଗତ ୩୦ଟି ପଞ୍ଚାୟତରେ…

5 years ago

ଅସନ୍ତୁଷ୍ଟଙ୍କୁ ନୁହେଁ, ପ୍ରାର୍ଥିତ୍ୱକୁ ଭରସା

ଜଗତ୍‌ସିଂହପୁର ଅଫିସ,୧୮ା୨: ଜଗତ୍‌ସିଂହପୁର ଜିଲାର ୨୦୧୭ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନରେ ତିର୍ତ୍ତୋଲ ଜିଲା ପରିଷଦର ୪ନଂ. ଜୋନ୍‌ ବିଜେଡି ସଭ୍ୟା ପ୍ରିୟଦର୍ଶିନୀ ବିଶ୍ୱାଳ ବିଜୟୀ ହୋଇ ଅଧ୍ୟକ୍ଷ…

5 years ago

ଗଡ଼ ରକ୍ଷା ପାଇଁ ବିଜେଡି, ଭାଜପା ତତ୍ପର

କେନ୍ଦ୍ରାପଡ଼ା ଅଫିସ,୧୮ା୨: କେନ୍ଦ୍ରାପଡ଼ା ଜିଲାର ରାଜକନିକା ଓ ମାର୍ଶାଘାଇ ବ୍ଲକ ଅଞ୍ଚଳରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନର ଦ୍ୱିତୀୟ ପର୍ଯ୍ୟାୟ ଭୋଟ ଗ୍ରହଣ ଶୁକ୍ରବାର ଅନୁଷ୍ଠିତ ହେବ। ୨୦୧୭…

5 years ago

ସାତକୋଶିଆରେ ଛଡ଼ାଗଲା ୨ ଘଡ଼ିଆଳ କୁମ୍ଭୀର

ବାରଙ୍ଗ,୧୮।୨(ଡି.ଏନ୍‌.ଏ.): ପ୍ରାଣୀ ଉଦ୍ୟାନ ନନ୍ଦନକାନନରୁ ଗୁରୁବାର ୨ ମାଈ ଘଡିଆଳ କୁମ୍ଭୀରକୁ ସାତକୋଶିଆରେ ଛଡ଼ାଯାଇଛି। ମଙ୍ଗଳବାର ବିରୁପାରୁ ଏକ କୁମ୍ଭୀର ଧରା ହୋଇ ନନ୍ଦନକାନନକୁ ଆସିଥିଲା। ଉକ୍ତ…

5 years ago

ଆଜି ୨,୨୫୭ ପ୍ରାର୍ଥୀଙ୍କ ଭାଗ୍ୟ ନିର୍ଦ୍ଧାରଣ

ପୁରୀ ଅଫିସ,୧୮।୨: ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଶୁକ୍ରବାର ୨ୟ ପର୍ଯ୍ୟାୟ ମତଦାନ ହେବ। ନିମାପଡ଼ା ବ୍ଲକର ୩୨ଟି ପଞ୍ଚାୟତର ସରପଞ୍ଚ ଓ ସମିତି ସଭ୍ୟ, ୪୮୧ଟି…

5 years ago

ବୁଢ଼ାପଙ୍କରୁ ୧୦୩ ରେକ୍‌ ଫ୍ଲାଏଆଶ୍‌ ପରିବହନ

ଜଟଣୀ,୧୮ା୨(ଡି.ଏନ୍‌.ଏ.): ବିଜ୍‌ନେସ୍‌ ଡେଭଲପମେଣ୍ଟ ୟୁନିଟ୍‌ କାର୍ଯ୍ୟକ୍ରମ ପରିପ୍ରେକ୍ଷୀରେ ଖୋର୍ଦ୍ଧାରୋଡ୍‌ ରେଳମଣ୍ଡଳ ଅଧୀନ ବୁଢ଼ାପଙ୍କ ସାଇଡିଂରୁ ୧୦୩ ରେକ୍‌ ଫ୍ଲାଏଆଶ୍‌(ପାଉଁଶ) ପରିବହନ କରାଯାଇଛି। ଫ୍ଲାଏଆଶ୍‌ର ପ୍ରଥମ ରେକ୍‌ ୨୫…

5 years ago

ଥାନା ଆଗରେ ଯୁବକଙ୍କୁ ଗୋଡ଼ାଇ ହାଣିଲେ

ବୋଲଗଡ଼,୧୮ା୨(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ବୋଲଗଡ଼ ଥାନା ଆଗରେ ବୁଧବାର ରାତିରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି କେତେଜଣ ଦୁର୍ବୃତ୍ତ ଗୋଡ଼ାଇ ଗୋଡ଼ାଇ ଜଣେ ଯୁବକଙ୍କୁ ଖଣ୍ଡାରେ ଆକ୍ରମଣ କରିଛନ୍ତି।…

5 years ago

ମହାପ୍ରଭୁଙ୍କ ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି

ପୁରୀ ଅଫିସ, ୧୮।୨: ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ଗୁରୁବାର ଶ୍ରୀମନ୍ଦିରରେ ଶ୍ରୀବିଗ୍ରହମାନଙ୍କ ଦର୍ଶନ ପାଇଁ ନୂଆ ଏସ୍‌ଓପି ଜାରି କରାଯାଇଛି। ଜାରି ହୋଇଥିବା ନୂଆ ଏସ୍‌ଓପି ଚଳିତ…

5 years ago

ପାରାଦୀପରେ ଲାଗିଲା ବୃହତ୍‌ ଜାହାଜ

ପାରାଦୀପ,୧୮ା୨(ସ୍ବ.ପ୍ର.): ପାରାଦୀପ ବନ୍ଦରରେ ଗୁରୁବାର ସନ୍ଧ୍ୟାରେ ବୃହତ୍‌ ଜାହାଜ ଏମ୍‌.ଭି. ମିନେରାଲ ଲାଗିଛି। ବନ୍ଦରରେ ଏପର୍ଯ୍ୟନ୍ତ ଲାଗିଥିବା ସମସ୍ତ ଜାହାଜ ମଧ୍ୟରେ ଏହା ସବୁଠାରୁ ବଡ଼ ବୋଲି…

5 years ago