ଆମ ଜିଲା ଖବର

କଇଁଛ ଗଣଅଣ୍ଡାଦାନ ପାଇଁ ଋଷିକୁଲ୍ୟା ବେଳାଭୂମି ସଫେଇ

ଗଞ୍ଜାମ,୧୪ା୨(ଡି.ଏନ.ଏ.) ଅସନ୍ତୁଳିତ ପରିବେଶ ଯୋଗୁ ପୃଥିବୀ ପୃଷ୍ଠରେ ସ୍ଥଳଚର ପ୍ରାଣୀ ସମେତ ସାମୁଦ୍ରିକ ଜୀବ ମଧ୍ୟ ହ୍ରାସ ପାଇବାରେ ଲାଗୁଛି। ଏହା ପରିବେଶ ପାଇଁ ଏକ ବୃହତ୍‌ କ୍ଷତି,…

5 years ago

ଲୋକେ ପିଉଛନ୍ତି ଦୂଷିତ ପାଣି

ଆର.ଉଦୟଗିରି/ପାରଳାଖେମୁଣ୍ଡି, ୧୪ା୨(ଡି.ଏନ.ଏ.) ମୋହନା ବ୍ଲକ ଅନ୍ତର୍ଗତ ଗୁଲୁବା ପଞ୍ଚାୟତର ଦୁରିଙ୍ଗିଗୁଡା ଗ୍ରାମରେ ପାନୀୟ ଜଳ ଯୋଗାଣ ଯୋଜନା ଫେଲ୍‌ ମାରିଛି। ରାଜ୍ୟ ସରକାର ରାଜ୍ୟବାସୀଙ୍କ ହିତ ପାଇଁ…

5 years ago

୬ ଜିଲା ପରିଷଦ ଜୋନ୍‌ରେ ଭାଜପା-ବିଜେଡି ଲଢ଼େଇ

ବ୍ରହ୍ମପୁର ଅଫିସ,୧୪ା୨: ବ୍ରହ୍ମପୁର ସବଡିଭିଜନ ଅନ୍ତର୍ଗତ ଚିକିଟି ବିଧାନସଭା ନିର୍ବାଚନ ମଣ୍ଡଳୀରେ ରହିଛି ପାତ୍ରପୁର ଓ ଚିକିଟି ବ୍ଲକ। ଏହି ୨ ବ୍ଲକରେ ୬ ଜିଲା ପରିଷଦ ଜୋନ…

5 years ago

୪ ବର୍ଷର ରୁଦ୍ରାଂଶଙ୍କୁ ୨ ରୌପ୍ୟ ପଦକ

ସୁନାବେଡା,୧୪ା୨(ସ୍ବ. ପ୍ର.) ହାଲ୍‌ ସୁନାବେଡା ଟାଉନଶିପର ୪ ବର୍ଷ ବୟସର ରୁଦ୍ରାଂଶ କୁମାର ସାମଲ ଏକାଦଶ ଅଖିଳ ଭାରତ ଓପନ କରାଟେ ଚାମ୍ପିୟନଶିପ-୨୦୨୧ ପ୍ରତିଯୋଗିତାରେ ୨ଟି ରୌପ୍ୟ…

5 years ago

ପୁଣି ହ୍ରାସ ପାଇଲା ତାପମାତ୍ରା, ଦାରିଙ୍ଗବାଡିରେ ସର୍ବନିମ୍ନ ୭ ଡିଗ୍ରୀ

ଦାରିଙ୍ଗବାଡି,୧୪ା୨(ଡି.ଏନ.ଏ): କନ୍ଧମାଳ ଜିଲା ଦାରିଙ୍ଗବାଡି ଅଞ୍ଚଳରେ ପୁଣି ଶୀତ ଥରେଇଛି। ଗତ କିଛି ଦିନ ହେଲା ତାପମାତ୍ରା ୯ ଡିଗ୍ରୀରୁ ୧୨ଡିଗ୍ରୀ ମଧ୍ୟରେ ରହୁଥିବା ବେଳେ ରବିବାର…

5 years ago

୨୮ ଗାଡ଼ିମାଲିକଙ୍କ ବିରୋଧରେ ଗିରଫ ପରୱାନା

ବାଲେଶ୍ୱର ଅଫିସ, ୧୪ା୨:  ଚଳିତ ପଞ୍ଚାୟତ ନିର୍ବାଚନ ପାଇଁ ବାଲେଶ୍ୱର ଜିଲାପାଳ ତଥା ଜିଲା ନିର୍ବାଚନ ଅଧିକାରୀଙ୍କ ନିର୍ଦ୍ଦେଶକ୍ରମେ ଜିଲା ଆଞ୍ଚଳିକ ପରିବହନ କାର୍ଯ୍ୟାଳୟ ପକ୍ଷରୁ ଗାଡ଼ି ଅଧିଗ୍ରହଣ…

5 years ago

ପ୍ରଭାବ ବିସ୍ତାର ପାଇଁ ନେତାଙ୍କ ପ୍ରତିଯୋଗିତା

ଯୋଡ଼ା,୧୪ା୨(ଡି.ଏନ.ଏ.): ଖଣିଜ ସମ୍ପଦରେ ପରିପୂର୍ଣ୍ଣ କେନ୍ଦୁଝର ଜିଲା ଯୋଡ଼ା ବ୍ଲକରେ ତ୍ରୀସ୍ତରୀୟ ପଞ୍ଚାୟତ ନିର୍ବାଚନ ପ୍ରଚାର ଜୋର ଧରିଛି। ଭୋଟରମାନେ ପ୍ରାର୍ଥୀଙ୍କ ଦକ୍ଷତାକୁ ପରଖୁଛନ୍ତି। ଖଣି ଅଞ୍ଚଳ ହୋଇଥିବାରୁ…

5 years ago

କେନାଲ କଂକ୍ରିଟ ରାସ୍ତା ନିମ୍ନମାନର ଅଭିଯୋଗ

ଖଇରା, ୧୪ା୨(ଡି.ଏନ.ଏ.) ଭଦ୍ରକ କେନାଲ ଡିଭିଜନ ତଥା ଖଇରା ସବ୍‌ଡିଭିଜନ ଅନ୍ତର୍ଗତ ଗୋପାଳପୁର ମାଇନରର ଗର୍ସଙ୍ଗ ନିକଟରେ କେନାଲ ପାର୍ଶ୍ୱରେ ଚାଲିଥିବା କଂକ୍ରିଟ ରୋଡ କାମ ଅତ୍ୟନ୍ତ…

5 years ago

୩ କି.ମି. ଖଟିଆରେ ବୁହା ହେଲେ ଗର୍ଭବତୀ

ସଜନାଗଡ଼, ୧୪ା୨(ଡି.ଏନ.ଏ.)  ଦୁର୍ଗମ ରାସ୍ତା ଯୋଗୁ ଜରୁରୀ ସମୟରେ ରୋଗୀମାନେ ଡାକ୍ତରଖାନାରେ ପହଞ୍ଚି ନ ପାରି ବହୁ ଅସୁବିଧାର ସମ୍ମୁଖୀନ ହେଉଛନ୍ତି। ବିଶେଷକରି ଗର୍ଭବତୀମାନେ ଯନ୍ତ୍ରଣାରେ ଛଟପଟ…

5 years ago

କେନ୍ଦୁଝର ବନଖଣ୍ଡରେ ବନ୍ୟପ୍ରାଣୀ ଅସୁରକ୍ଷିତ

କେନ୍ଦୁଝର, ୧୪ା୨ (ସ୍ବ.ପ୍ର.) କେନ୍ଦୁଝର ବନଖଣ୍ଡରେ ବନ୍ୟପ୍ରାଣୀ ଅସୁରକ୍ଷିତ ହୋଇପଡିଛନ୍ତି। ଜଙ୍ଗଲରେ ଶିକାରୀ ସକ୍ରିୟ ରହୁଥିବାରୁ ବନ୍ୟଜନ୍ତୁଙ୍କ ସୁରକ୍ଷା ନେଇ ପ୍ରଶ୍ନବାଚୀ ସୃଷ୍ଟି କରିଛି। ଜଙ୍ଗଲ ଭିତରେ ଶିକାରୀ…

5 years ago