ଗୁଣପୁର,୨୬ା୧୦(ଡି.ଏନ୍.ଏ.)- ରାୟଗଡ଼ା ଜିଲା ଗୁଣପୁର ପୋଲିସ ସୋମବାର ଏକ ଜୁଆଆଡ୍ଡାରେ ଚଢ଼ାଉ କରି ୬ଜଣଙ୍କୁ ଗିରଫ କରିଛି। ସେମାନଙ୍କ ନିକଟରୁ ୧୬ହଜାର ଟଙ୍କା ସହ ୪ ବାଇକ୍…
ବୁଗୁଡ଼ା,୨୬ା୧୦(ଡି.ଏନ୍.ଏ.)-ବୁଗୁଡ଼ା ଥାନା ଅନ୍ତର୍ଗତ ଝୋଳରୀ - ପଙ୍କଳବାଡି ମୁଖ୍ୟ ସଡ଼କ ନିକଟସ୍ଥ ପଙ୍କଜପଲ୍ଲୀଠାରେ ରବିବାର ସନ୍ଧ୍ୟାର ଏକ ବାଇକ୍ ଦୁର୍ଘଟଣାରେ ଜଣଙ୍କର ମୃତ୍ୟୁ ଘଟିଛି। ସେ ହେଲେ…
ଦିଗପହଣ୍ଡି,୨୬ା୧୦(ଡି.ଏନ୍.ଏ.)- ଦିଗପହଣ୍ଡି ଥାନା ବନ୍ଥପଲ୍ଲୀ ଗାଁରେ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ଗତ ଶନିବାର ବଚ୍ଚନ ସ୍ବାଇଁଙ୍କୁ ଛୁରି ଭୁସି ହତ୍ୟା କରାଯାଇଥିଲା। ବଚ୍ଚନଙ୍କ ଭଉଣୀ ଲକ୍ଷ୍ମୀଙ୍କ ଏତଲାକୁ…
ବୁଗୁଡ଼ା, ୨୬ା୧୦(ଡି.ଏନ୍.ଏ.)- ବୁଗୁଡ଼ା ପୋଲିସ ରବିବାର ରାତିରେ ବିଭିନ୍ନ ସ୍ଥାନରେ ଚଢ଼ାଉ କରି ୨୭ ଜଣ ଜୁଆଡିଙ୍କୁ ଗିରଫ କରିଛି। ସୋମବାର ସମସ୍ତ ଅଭିଯୁକ୍ତଙ୍କୁ ଜାମିନରେ ଛଡ଼ାଯାଇଥିବା…
ଟିକିରି/ଦଶମନ୍ତପୁର,୨୬ା୧୦(ଡି.ଏନ୍.ଏ.)-କୋରାପୁଟ ଜିଲା ଲକ୍ଷ୍ମୀପୁର ଥାନା ଅନ୍ତର୍ଗତ ସିଙ୍ଗାରାମ ରେଳ ଷ୍ଟେଶନ ନିକଟରୁ ସୋମବାର ଗୋଟିଏ ପରିବାରର ୩ଜଣଙ୍କ ମୃତଦେହ ଉଦ୍ଧାର ହୋଇଛି। ସେମାନେ ହେଲେ କୋରାପୁଟ ଜିଲା…
ଡେରାବିଶ,୨୬ା୧୦(ସ୍ବ.ପ୍ର.): କେନ୍ଦ୍ରାପଡ଼ା ଜିଲା ରାଜନଗର ବ୍ଲକ କୃଷ୍ଣନଗର ପିଞ୍ଛାପାଟିଆ ଗାଁରେ ସୋମବାର ମା’ଙ୍କ ପୂଜା ଭୋଗ ଖାଇ ଶତାଧିକ ବ୍ୟକ୍ତି ଅସୁସ୍ଥ ହୋଇପଡ଼ିଛନ୍ତି। ଏମାନଙ୍କୁ ଡାଙ୍ଗମାଳ ସ୍ବାସ୍ଥ୍ୟକେନ୍ଦ୍ର…
କଟକ ଅଫିସ,୨୬।୧୦-କରୋନା କଟକଣା ଭିତରେ ସାରା ରାଜ୍ୟରେ ପାଳିତ ହୋଇଛି ଦଶହରା। ଆସନ୍ତାକାଲି ଅନୁଷ୍ଠିତ ହେବ ଭସାଣ ଉତ୍ସବ। ଏଥିପାଇଁ କଟକରେ କମିଶନରେଟ ପୋଲିସ ପକ୍ଷରୁ ନିର୍ଦ୍ଦେଶାବଳୀ…
ବାଲିଗୁଡା,୨୬ା୧୦(ଡି.ଏନ.ଏ.): ବାଲିଗୁଡ଼ା ଉପଖଣ୍ଡ ସାରଙ୍ଗଡ଼ ଥାନା ଗୁଞ୍ଜିବାଡ଼ି ଗ୍ରାମ ପଞ୍ଚାୟତର ଜିଡୁବାଡ଼ି ଛକ ନିକଟରେ ରବିବାର ସନ୍ଧ୍ୟାରେ ଏକ ବୋଲେରୋ ଧକ୍କାରେ ଜଣେ ୫ ବର୍ଷର ଶିଶୁର…
ମାଲକାନଗିରି,୨୬ା୧୦(ସ୍ବ.ପ୍ର.): ମାଲକାନଗିରି ଜିଲା ବିଚ୍ଛିନ୍ନାଞ୍ଚଳରୁ ସୋମବାର ସୁରକ୍ଷା କର୍ମୀଙ୍କ ଦ୍ୱାରା ବିପୁଳ ପରିମାଣରେ ବିସ୍ଫୋରକ ସାମଗ୍ରୀ ଏବଂ ଅସ୍ତ୍ରଶସ୍ତ୍ର ଜବତ କରାଯାଇଛି। ମାଓବାଦୀଙ୍କ ଚଳପ୍ରଚଳ ନେଇ ଗୋଇନ୍ଦା…
ଲୋଇସିଂହା,୨୬।୧୦(ଡି.ଏନ୍.ଏ.): ବଲାଙ୍ଗୀର ଜିଲା ଲୋଇସିଂହା ଥାନା ଅନ୍ତର୍ଗତ ଆଗଲପୁର ବ୍ଲକ ଝରଣୀପାଲି ଗାଁ ମାର୍କେଟ କମ୍ପ୍ଲେସରୁ ସୋମବାର ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର ହୋଇଛି। ସେ…