ଆମ ଜିଲା ଖବର

ଠାକୁରାଣୀ ଯାତ୍ରାରୁ ଚିକେନ୍‌ ପକୋଡ଼ା ଖାଇ ୭ ଅସୁସ୍ଥ

କୁଡୁମୁଲୁଗୁମ୍ମା, ୩୦।୩(ଡି.ଏନ୍‌.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡାରେ ଚାଲିଥିବା ଠାକୁରାଣୀ ଯାତ୍ରା ଦେଖିବାକୁ ଯାଇ ଯାତ୍ରାରେ ମିଳୁଥିବା ଚିକେନ୍‌ ପକୋଡା ଖାଇ ୭ଜଣ ଶିଶୁ ଅସୁସ୍ଥ ହୋଇପଡିଛନ୍ତି। ସେମାନଙ୍କ…

5 years ago

ଏପ୍ରିଲ ୧ରୁ ଶ୍ରୀକ୍ଷେତ୍ରରେ ଗଡ଼ିବ ମୋ ବସ୍‌

ପୁରୀ ଅଫିସ, ୨୯।୩: ପୁରୀରେ ମୋ ବସ୍‌ ସେବା ଆରମ୍ଭ ହେବ। ପୁରୀର ପ୍ରତି ଗଳି କନ୍ଦିରେ ଏପ୍ରିଲ ୧ତାରିଖରୁ ମୋ ବସ୍‌ ଚାଲିବ। ଏ ନେଇ…

5 years ago

ପିତ୍ତଳ ଛକ ୪ ଭାଇଙ୍କୁ ହତ୍ୟା ଘଟଣା: ୫ ଗିରଫ

ହିଞ୍ଜିଳିକାଟୁ,୨୯।୩(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ପିତ୍ତଳ ଛକରେ ୪ ଭାଇଙ୍କୁ ନିର୍ମମ ଭାବରେ କାଠ ଫାଳିଆରେ ହତ୍ୟା ମାମଲାରେ ମଙ୍ଗଳବାର ୪ ଜଣଙ୍କୁ ପୋଲିସ ଗିରଫ କରିଛି…

5 years ago

ଲାଞ୍ଚ ନେବା ପଡ଼ିଲା ମହଙ୍ଗା: ସହକାରୀ ନିର୍ବାହୀ ଯନ୍ତ୍ରୀଙ୍କ ଘରେ ଭିଜିଲାନ୍ସ

ତାଳଚେର,୨୯।୩(ଡି.ଏନ୍‌.ଏ.): ତାଳଚେର ଆରଆରଡବ୍ଲ୍ୟୁ ସହକାରୀ ନିର୍ବାହୀ ଯନ୍ତ୍ରୀ ସନ୍ତୋଷ କୁମାର ସାହୁଙ୍କ ଘରେ ମଙ୍ଗଳବାର ଭିଜିଲାନ୍ସ ଚଢ଼ାଉ ହୋଇଛି। ଲାଞ୍ଚ ନେବା ଅଭିଯୋଗରେ ଯନ୍ତ୍ରୀ ସାହୁଙ୍କ ଘରେ…

5 years ago

ଆଇଡି ବିସ୍ଫୋରଣରେ ୨ ଯବାନ ଗୁରୁତର

ମାଲକାନଗିରି,୨୯।୩(ଡି.ଏନ୍‌.ଏ): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ନାରାୟଣପୁର ଜିଲାରେ ଆଇ.ଡି ବିସ୍ଫୋରଣରେ ୨ ଯବାନ ଗୁରୁତର ହୋଇଛନ୍ତି। ସୂଚନା ମୁତାବକ, ମଙ୍ଗଳବାର ସକାଳୁ ଡିଆର୍‌ଜି ଯବାନମାନେ ଅପରେଶନ…

5 years ago

ମହୁଲ ଗୋଟାଇବା ହେଲା କାଳ, ଗଲା ମହିଳାଙ୍କ ଜୀବନ

ଦେବଗଡ଼,୨୯।୩(ଡି.ଏନ୍‌.ଏ.): ଦେବଗଡ ବନଖଣ୍ଡ ରିଆମାଳ ବନାଞ୍ଚଳ କୁଣ୍ଢେଇଗୋଳା ସେକ୍ସନ ଖଣ୍ଡାଧୁଆଁ ଗ୍ରାମରେ ମଙ୍ଗଳବାର ଏକ ଅଭାବନୀୟ ଘଟଣା ଘଟିଛି। ହାତୀ ଦଳିଦେବାରୁ ଜଣେ ମହିଳାଙ୍କ ମୃତ୍ୟୁ ଘଟିଛି।…

5 years ago

ରୋଗୀଙ୍କୁ ଆଣୁୁଥିବା ବେଳେ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ

ପାପଡାହାଣ୍ଡି,୨୯।୩(ଡି.ଏନ୍‌.ଏ.): ନବରଙ୍ଗପୁର ଜିଲା ପାପଡାହାଣ୍ଡିରୁ କୋଷାଗୁମୁଡ଼ା ରାସ୍ତା ତଣ୍ଡାଗୁଡା ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ୧୦୮ ଆମ୍ବୁଲାନ୍ସ ଦୁର୍ଘଟଣାଗ୍ରସ୍ତ ହୋଇ ୪ ଆହତ ହୋଇଛନ୍ତି ।…

5 years ago

ଚାଷୀଙ୍କ ଜୀବନ ନେଲା ୧୧ କେଭି ବିଦ୍ୟୁତ୍‌ ତାର

ବରଗଡ଼ ଅଫିସ,୨୯।୩: ବରଗଡ଼ ଜିଲା ଟାଉନ ଥାନା ଅଧୀନ କଲାପାଣି ଛକ ନିକଟସ୍ଥ ଚାଷଜମି ଉପରେ ଛିଣ୍ଡି ପଡିଥିବା ୧୧ କେଭି ବିଦ୍ୟୁତ୍‌ ତାର ସଂସ୍ପର୍ଶରେ ଆସି…

5 years ago

ଟ୍ରକକୁ ପଛରୁ ପିଟିଲା ମିନି ଟ୍ରକ: ଘଣ୍ଟାଏ ପରେ ଉଦ୍ଧାର ହେଲେ ଚାଳକ

ପାଟଣା,୨୯।୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ୪୯ ନମ୍ବର ଜାତୀୟ ରାଜପଥ ଖୀରେଇଟାଙ୍ଗିରୀ ପେଟ୍ରୋଲ ପମ୍ପ ନିକଟରେ ସୋମବାର ବିଳମ୍ବିତ ରାତିରେ ଏକ ସଡ଼କ ଦୁର୍ଘଟଣା…

5 years ago

ରାଶନରେ ଅନିୟମିତତା ଅଭିଯୋଗ

ବଇଣ୍ଡା,୨୯।୩(ଡି.ଏନ.ଏ.) ରାଶନ ଚାଉଳ ଓଜନରେ ଅନିୟମିତତା କରାଯାଉଥିବା ନେଇ ଆଠମଲ୍ଲିକ ବ୍ଲକ କୃତ୍ତିବାସପୁର ପଞ୍ଚାୟତ ତିଳେଶ୍ୱର ଗ୍ରାମର କେତେଜଣ ହିତାଧିକାରୀ ସୋମବାର ଜିଲାପାଳଙ୍କ ନିକଟରେ ଅଭିଯୋଗ କରିଛନ୍ତି।…

5 years ago