ଆମ ଜିଲା ଖବର

ପରପାରିରେ ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌

ବରଗଡ଼ ଅଫିସ,୨୭।୩: ପୂର୍ବତନ ଶିକ୍ଷାମନ୍ତ୍ରୀ ରିପୁନାଥ ସେଠ୍‌ଙ୍କ ରବିବାର ଦେହାନ୍ତ ହୋଇଛି। ମୃତ୍ୟୁ ବେଳକୁ ତାଙ୍କୁ ୬୪ ବର୍ଷ ହୋଇଥିଲା। ବରଗଡ଼ ଜିଲା ବରପାଲି ନିବାସୀ ସ୍ବର୍ଗତ…

5 years ago

କ୍ଷେପଣାସ୍ତ୍ର ଏସ୍‌ଆର୍‌ଏସ୍‌ଏଏମ୍‌ର ସଫଳ ପରୀକ୍ଷଣ

ବାଲେଶ୍ୱର ଅଫିସ,୨୭ା୩: ଚାନ୍ଦିପୁର କ୍ଷେପଣାସ୍ତ୍ର ପରୀକ୍ଷା କେନ୍ଦ୍ରରୁ ସ୍ଥଳଭାଗରୁ ଆକାଶକୁ ଲକ୍ଷ୍ୟଭେଦ କରିପାରୁଥିବା ପେକ୍ଷଣାସ୍ତ୍ର ଏସ୍‌ଆରଏସ୍‌ଏମ୍‌ ସଫଳ ଉତ୍‌କ୍ଷେପଣ ହୋଇଛି। ରବିବାର ପୂର୍ବାହ୍ନରେ ଚାନ୍ଦିପୁର କ୍ଷେପଣାସ୍ତ୍ର କେନ୍ଦ୍ରର…

5 years ago

ସରୁନି ସାବେରି ବ୍ରିଜ୍‌ ନିର୍ମାଣ

ଏମ୍‌ଭି-୭୯,୨୭ା୩(ଡି.ଏନ.ଏ.): ମାଲକାନଗିରି ଜିଲା ସୀମାନ୍ତ ମୋଟୁଠାରେ ସାବେରୀ ନଦୀ ଉପରେ ଚାଲିଥିବା ବ୍ରିଜ୍‌ ନିର୍ମାଣ କାର୍ଯ୍ୟ ସରୁନାହିଁ। ନଦୀର ଉପର ମୁଣ୍ଡରେ ଚାଲିଥିବା ଏହି ବ୍ରିଜ୍‌ ନିର୍ମାଣକୁ ଇତିମଧ୍ୟରେ…

5 years ago

ନିଆଁ ଦାଉରୁ ରକ୍ଷା ପାଇଲା ସଂରକ୍ଷିତ ଜଙ୍ଗଲ

ମୁନିଗୁଡ଼ା,୨୭ା୩(ଡି.ଏନ୍‌.ଏ.)-  ରାୟଗଡ଼ା ଜିଲା ମୁନିଗୁଡ଼ା ବନାଞ୍ଚଳ ଓ ବନଖଣ୍ଡ ଅଧୀନ ପାତ୍ରଗୁଡ଼ା ଗାଁ ନିକଟ ସଂରକ୍ଷିତ ଶାଗୁଆନ ଜଙ୍ଗଲରେ ଶନିବାର ନିଆଁ ଲାଗିଯାଇଥିଲା। ସ୍ଥାନୀୟ ଯୁବଗୋଷ୍ଠୀ ଏବଂ ବନ…

5 years ago

ନିଜ ଗଡ଼ ସୁରକ୍ଷିତ ରଖିପାରିଲେନି ପିସିସି ସଭାପତି

ଆନନ୍ଦପୁର,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ଆନନ୍ଦପୁର ପୌରାପାଳିକାରେ କଂଗ୍ରେସ ଶୋଚନୀୟ ପରାଜୟ ବରଣ କରିଛି। ଖୋଦ ପିସିସି ସଭାପତି ନିରଞ୍ଜନ ପଟ୍ଟନାୟକଙ୍କ ୭ନଂ ଓ୍ବାର୍ଡରେ କଂଗ୍ରେସର ଶୋଚନୀୟ ପରାଜୟ…

5 years ago

ପୌର ବ୍ୟାଙ୍କ ଖାତାରୁ ଟଙ୍କା ଗାଏବ ଘଟଣା: ଜଣେ ଅଭିଯୁକ୍ତ ଗିରଫ

ବଡ଼ବିଲ,୨୭ା୩(ସ୍ବ.ପ୍ର.): କେନ୍ଦୁଝର ଜିଲା ବଡବିଲ ପୌରକାର୍ଯ୍ୟାଳୟର ବ୍ୟାଙ୍କ ଖାତାରୁ ୨ କୋଟି ୪୫ ଲକ୍ଷ ୬୦ ହଜାର ୮୫୦ ଟଙ୍କା ଗାଏବ ଘଟଣାରେ ଇଓଡବ୍ଲ୍ୟୁ ଶନିବାର ଜଣେ ଅଭିଯୁକ୍ତଙ୍କୁ…

5 years ago

କୋଲକାତା ଚାଲାଣ ହେଉଥିଲା ଗୋରୁ ବୋଝେଇ ଟ୍ରକ୍‌, ଧରିଲା ପୋଲିସ

ପାଟଣା,୨୭। ୩(ସ୍ବ. ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ଦେଇ ଯାଇଥିବା ୪୯ ନଂ. ଜାତୀୟ ରାଜପଥ ହାତୀବାରୀ ନିକଟରୁ ରବିବାର ସକାଳୁ ଟ୍ରକ୍‌ ବୋଝେଇ ଗୋରୁ…

5 years ago

ଘରକୁ ଫେରୁଥିଲେ ଇଞ୍ଜିନିୟର ପୁଅ, ରାସ୍ତାରେ ଚାହିଁ ବସିଥିଲା ମୃତ୍ୟୁ

ପାଟଣା,୨୭।୩(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ କେନ୍ଦେଇପଶି-କେନ୍ଦୁଝର ରାସ୍ତାର ଶ୍ୟାମସୁନ୍ଦରପୁର ନିକଟରେ ଶନିବାର ବିଳମ୍ବିତ ରାତିରେ ଦୁର୍ଘଟଣା ଘଟିଛି। ଅଜଣା ଗାଡି ଧକ୍କାରେ ଜଣେ ବାଇକ ଆରୋହୀଙ୍କ…

5 years ago

୨ କାର୍‌ ମାଲିକଙ୍କୁ ନୋଟିସ

ଖୋର୍ଦ୍ଧା ଅଫିସ,୨୭।୩: ବାଣପୁର ବ୍ଲକ ସମ୍ମୁଖରେ ଲୋକ ଏବଂ ପୋଲିସ କର୍ମଚାରୀଙ୍କ ଉପରକୁ ଗାଡ଼ି ମଡ଼ାଇବା ଘଟଣାରେ ଗିରଫ ହୋଇ ଜେଲରେ ଥିବା ଚିଲିକା ବିଧାୟକ ପ୍ରଶାନ୍ତ…

5 years ago

କ୍ରାଇମ ସିନ୍‌ ରିକ୍ରିଏଶନ୍‌ କଲା ପୋଲିସ

ପୁରୀ ଅଫିସ,୨୭।୩: ପୁରୀର ବରିଷ୍ଠ ସେବାୟତ କୃଷ୍ଣଚନ୍ଦ୍ର ଓରଫ କାଳିଆ ପ୍ରତିହାରୀ ହତ୍ୟା ମାମଲାରେ ଗିରଫ ଅଭିଯୁକ୍ତଙ୍କୁ ରିମାଣ୍ଡରେ ଆଣି ପୋଲିସ କ୍ରାଇମସିନ୍‌ ରିକ୍ରିଏସନ୍‌ କରିଛି। ହତ୍ୟାକାଣ୍ଡ…

5 years ago