କାମାକ୍ଷାନଗର,୧୦ା୨(ଡି.ଏନ.ଏ) ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଦଳୀୟ ପ୍ରାର୍ଥୀଙ୍କୁ ଜିତାଇବା ଲାଗି ପ୍ରଚାର ମଙ୍ଗ ଧରିଛନ୍ତି ମନ୍ତ୍ରୀ ତଥା ସ୍ଥାନୀୟ ବିଧାୟକ ପ୍ରଫୁଲ୍ଲ ମଲ୍ଲିକ। ବୁଧବାର ଦଳର…
କାମାକ୍ଷାନଗର, ୧୦ା୨(ଡି.ଏନ.ଏ): ରାଜନୀତି ଆଗରେ ଫିକା ପଡ଼ିଯାଏ ପାରିବାରିକ ସମ୍ପର୍କ। ଆଞ୍ଚଳିକସ୍ତରରୁ ଜାତୀୟସ୍ତର ଯାଏ ଦେଖିଲେ ଏଭଳି ଉଦାହରଣର ଅଭାବ ନାହିଁ। ନିକଟରେ ହେବାକୁ ଥିବା ତ୍ରିସ୍ତରୀୟ…
ବ୍ରହ୍ମପୁର ଅଫିସ,୧୦ା୨: ଗଞ୍ଜାମ ଜିଲା ଗୋପାଳପୁର ନିର୍ବାଚନ ମଣ୍ଡଳୀ ରଙ୍ଗେଇଲୁଣ୍ଡା ବ୍ଲକରେ ତ୍ରିସ୍ତରୀୟ ପଞ୍ଚାୟତ ନିର୍ବାଚନ ପାଇଁ ଆସନ୍ତା ୧୮ରେ ଭୋଟଗ୍ରହଣ ହେବ। ଆଉ ମାତ୍ର ୮ ଦିନ…
ଆରଡ଼ି, ୧୦ା୨ (ଡି.ଏନ.ଏ.) ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ସୁନ୍ଦରପୁର ପଞ୍ଚାୟତ ମଠଡିହ ନୋଡାଲ ଉଚ୍ଚ ବିଦ୍ୟାଳୟକୁ ୫-ଟି ଅନ୍ତର୍ଭୁକ୍ତ କରାଯାଇଛି। ଏଥିନିମନ୍ତେ ଇ ସ୍ମାର୍ଟ…
ଦିଗପହଣ୍ଡି,୧୦ା୨(ଡି.ଏନ୍.ଏ.) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୌଡଗାଁ ପଞ୍ଚାୟତରେ ରାଜନୈତିକ ହିଂସା ଥମିବାର ନାଁ ଧରୁନି। ଜଣେ ନିର୍ଦ୍ଦିଷ୍ଟ ସରପଞ୍ଚ ପ୍ରାର୍ଥୀଙ୍କୁ ସମର୍ଥନ କରିବାରୁ ମଙ୍ଗଳବାର ରାତିରେ…
ଭଞ୍ଜନଗର,୧୦ା୨(ଡି.ଏନ୍.ଏ.) ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ୫୨ନଂ. ଜିଲା ପରିଷଦ ଜୋନ୍ରେ ତ୍ରିମୁଖୀ ଲଢ଼େଇ ହେଉଛି। ବିଜେଡିରୁ ଭାଗ୍ୟଲତା ସେଠୀ, କଂଗ୍ରେସରୁ ସାଗରି ନାୟକ ଓ ଭାଜପାରୁ କାମିନୀବାଳା…
ଫୁଲବାଣୀ ଅଫିସ, ୧୦ା୨: ଏକ ନାବାଳିକା ବଳାତ୍କାର ମାମଲାର ବିଚାର କରି ଫୁଲବାଣୀ ସ୍ବତନ୍ତ୍ର ଫାଷ୍ଟ ଟ୍ରାକ ପୋକ୍ସୋ କୋର୍ଟ ବିଚାରପତି ଭାସ୍କର ଚନ୍ଦ୍ର ସାହୁ ଅଭିଯୁକ୍ତଙ୍କୁ…
ବାହାନଗା, ୧୦ା୨(ଡି.ଏନ.ଏ.) ବାହାନଗା ବ୍ଲକର ପ୍ରମୁଖ ପଞ୍ଚାୟତ ବରିପଦାରେ ଚଳିତବର୍ଷ ତ୍ରିମୁଖୀ ଲଢେଇ ହେଉଛି। ଏଥିରେ ପୁରୁଣାକୁ ଟକ୍କର ଦେଉଛନ୍ତି ନୂଆମୁହଁ। ତେବେ ବିଜେଡି ସମର୍ଥନରେ ପ୍ରାଣୀ…
ପଦ୍ମପୁର, ୧୦ା୨ (ଡି.ଏନ.ଏ.) ପଞ୍ଚାୟତ ନିର୍ବାଚନ ପାଖେଇ ଆସୁଥିବା ବେଳେ ଭଦ୍ରକ ଜିଲା ବାସୁଦେବପୁର ବିଧାୟକ ବିଷ୍ଣୁବ୍ରତ ରାଉତରାୟ ପ୍ରାର୍ଥୀଙ୍କ ପାଇଁ ପ୍ରଚାର ମଙ୍ଗ ଧରିଛନ୍ତି। ବିଭିନ୍ନ ପଞ୍ଚାୟତର…
ବାରିପଦା ଅଫିସ,୧୦।୨: ମୟୂରଭଞ୍ଜ ଜିଲା ବାରିପଦା ଭଞ୍ଜପୁରଠାରୁ ବାଙ୍ଗିରିପୋଷି ପର୍ଯ୍ୟନ୍ତ ବିଦ୍ୟୁତ୍ ଚାଳିତ ଟ୍ରେନ୍ ଚଳାଚଳ କରିବ। ଏନେଇ ବୁଧବାର ବିଭାଗୀୟ କର୍ତ୍ତୃପକ୍ଷ ନିରୀକ୍ଷଣ କରି ଫେରିଛନ୍ତି।…